ଓଡ଼ିଶା: ଆଜିର ଫଟୋ (ଜୁନ୍ ୭, ୨୦୨୦)

ରାଜଧାନୀରେ ପ୍ରବଳ ଖରା ଯୋଗୁ ତୃଷା ମେଣ୍ଟାଇବା ପାଇଁ ଗୋଟିଏ ପରା ପାଣି ପିଉଛି। ଭୁବନେଶ୍ୱରରେ ରବିବାର ଶଟଡାଉନର ଦୃଶ୍ୟ ଭୁବନେଶ୍ୱର ରେଲଓ୍ବେ ଷ୍ଟେଶନ ଯାତ୍ରୀ ଆଶ୍ରୟସ୍ଥଳୀକୁ…

ପ୍ରଶାସନ ଶୁଣିଲାନି: ପୋଲ ନିର୍ମାଣ କଲେ ଗ୍ରାମବାସୀ

ବାଲିଗୁଡା,୭ା୬.(ଡି.ଏନ.ଏ.)- ନାଳର ଆରପଟେ ରହିଛି ସ୍କୁଲ, ଅଙ୍ଗନଓ୍ବାଡି, ପଞ୍ଚାୟତ ଗୃହ। ନାଳ ଏପଟେ ରହିଯାଇଛନ୍ତି ଲୋକେ। ଯାତାୟାତ ପାଇଁ ନାଳ ଉପରେ ପୋଲଟିଏ ନାହିଁ। ଖରାଦିନେ ଅଳ୍ପ…

ଚାଇନା ଜାରି କଲା ଶ୍ୱେତପତ୍ର: କେବେ, କେଉଁଠୁ ଆସିଛି କରୋନା

ବେଜିଂ,୭।୬: କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଜଟିଳ ପରିସ୍ଥିତି ସୃଷ୍ଟି କରିଛି। ଚାଇନାର ଉହାନ ସହରରୁ ଆସିଥିବା କରୋନା ଆମେରିକା ସମେତ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି…

ଗାଁ ଦାଣ୍ଡରେ ଆଣ୍ଠୁଏ ପାଣି : ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଆରଡି, ୭ା୬(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ସୁନ୍ଦରପୁର ମହାଳିକସାହି ଗାଁ ଦାଣ୍ଡରେ ଏବେ ଆଣ୍ଠୁଏ ପାଣି ଜମି ରହିଛି। ଦାଣ୍ଡ ଚାରିପଟେ ଥିବା ସ୍ଥାନକୁ…

ଅଭିନେତା ଚିରଞ୍ଜୀବୀ ସାରଜାଙ୍କ ପରଲୋକ

କନ୍ନଡ ଅଭିନେତା ଚିରଞ୍ଜୀବୀ ସାରଜାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୯ ବର୍ଷ ବୟସ ହୋଇଥିଲା। ହୃତରୋଗରେ ତାଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…

ଏସ୍‌ସିବିରେ ସଫଳ ଅସ୍ତ୍ରୋପଚାର: ଯୋଡ଼ିହେଲା ଦୁଇ ଜଣଙ୍କ କଟା ହାତ

କଟକ ଅଫିସ,୭ା୬-ଦୁଇ ଜଣ ବ୍ୟକ୍ତିଙ୍କ କଟିଯାଇଥିବା ହାତକୁ ଯୋଡ଼ି ସେମାନଙ୍କ ଜୀବନରେ ବଞ୍ଚତ୍ବାର ନୂତନ ଆଶା ସଂଚାର କରିଛି ଏସ୍‌ସିବି ମେଡିକାଲ। ଏହାର ପ୍ଳାଷ୍ଟିକ୍‌ ସର୍ଜରୀ ବିଭାଗ…

୮୦ ଦିନ ପରେ ବଢିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ,୭।୬: ପେଟ୍ରୋଲ ଏବଂ ଡିଜେଲର ଲିଟର ପିଛା ୬୦ ପଇସା ଲେଖାଏ ବୃଦ୍ଧି ପାଇଛି। ଅନ୍ତର୍ଜାତୀୟ ବଜାରରେ ବ୍ରେଣ୍ଟ ଅଶୋଧିତ ତେଲର ଦାମ ବ୍ୟାରେଲ ପିଛା ୪୦…

ସୋମବାର ଲଘୁଚାପ ସୃଷ୍ଟି ସମ୍ଭାବନା: ୯ରୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୭।୬(ବ୍ୟୁରୋ)- ବାତ୍ୟ ‘ଅମ୍ଫନ’ ଓ ‘ନିସର୍ଗ’ ପରେ ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ସୋମବାର ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା…

ଜାତୀୟସ୍ତର ଫିଲ୍ମ ଫେଷ୍ଟିଭାଲରେ ‘ଅଭିଳାଷ’

ବ୍ରହ୍ମପୁର ଅଫିସ,୭ା୬-ଗଞ୍ଜାମ ଜିଲା ହିଞ୍ଜିଳିକାଟୁର କଳା ଓ ନୃତ୍ୟ ଅନୁଷ୍ଠାନ ନୃତ୍ୟମର ମୁଖ୍ୟ କୃଷ୍ଣଚନ୍ଦ୍ର ସାହୁଙ୍କ ନିର୍ଦ୍ଦେଶିତ କ୍ଷୁଦ୍ର ପ୍ରାମାଣିକ ଚଳଚ୍ଚିତ୍ର ‘ଅଭିଳାଷ’ ଜାତୀୟସ୍ତରର ଫିଲ୍ମ ଫେଷ୍ଟିଭାଲ…

ଲକ୍‌ଡାଉନରେ ବନ୍ୟଜନ୍ତୁ ଶିକାର: ବାଇକ ସହ ବାର୍‌ହା ମାଂସ ଜବତ, ୨ ଗିରଫ

ବୁଗୁଡ଼ା,୭ା୬(ଡି.ଏନ.ଏ.)- ବୁଗୁଡ଼ା ସହର ମଦନମୋହନ ଛକଠାରେ ରବିବାର ବୁଗୁଡ଼ା ବନବିଭାଗ ତରଫରୁ ଚଢ଼ାଉ କରାଯାଇ ଏକ ବାଇକ ସହ ୫ କେଜି ବାର୍‌ହା ମାଂସ ଜବତ ହୋଇଛି।…