ରଥଯାତ୍ରା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଦଇତାପତି ନିଯୋଗ

ପୁରୀ ଅଫିସ,୨୯।୪: ମହାମାରୀ କରୋନାକୁ ନେଇ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିଁ ସେ ନେଇ ଅନିଶ୍ଚିନ୍ତତା ଲାଗି ରହିଥିବା ବେଳେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ…

ପରଲୋକରେ ଇରଫାନ୍‌

ବମ୍ବେ: ପରଲୋକରେ ବଲିଉଡ୍‌ର ଖ୍ୟାତନାମା ଅଭିନେତା ଇରଫାନ୍‌ ଖାନ୍‌। ୫୪ ବର୍ଷ ବୟସରେ ବମ୍ବେର କୋକିଲାବେନ୍‌ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ନିର୍ଦ୍ଦେଶକ ସୁଜିତ…

କରୋନା ସହାୟତା: ନିରାଶ୍ରୟଙ୍କ ପାଇଁ ଖାଦ୍ୟ ସାମଗ୍ରୀ ପ୍ରଦାନ କଲା ଗୋପାଳପୁର ପୋର୍ଟ

ଛତ୍ରପୁର, ୨୯।୪(ଡି.ଏନ୍‌.ଏ.): କରୋନା ସହାୟତା ନେଇ ଗଞ୍ଜାମ ଜିଲା ଗୋପାଳପୁର ପୋର୍ଟ ପକ୍ଷରୁ ୨୦୦ ଖାଦ୍ୟ ପ୍ୟାକେଟ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନଙ୍କୁ ପ୍ରଦାନ କରାଯାଇଛି। ନିରାଶ୍ରୟ…

କିମ୍‌ ଜୋଙ୍ଗ ଉନ୍‌ ଏବେ କେଉଁଠି: ଉତ୍ତରକୋରିଆର ୬ ନେତା ମଧ୍ୟ ଏଭଳି ହୋଇଥିଲେ ନିଖୋଜ

ଓ୍ବାଶିଂଟନ/ସିଓଲ,୨୯।୪: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କୁ ନେଇ ଏବେ ବେଶ୍‌ ଚର୍ଚ୍ଚା ଜାରି ରହିଛି। ଏଭଳି ପ୍ରଥମ ଥର ନୁହେଁ ଯେ, ଉତ୍ତର…

ଅନ୍ୟ ରାଜ୍ୟରୁ ଗଞ୍ଜାମ ଫେରିବାକୁ ପଞ୍ଜୀକରଣ କଲେଣି ୧.୯୧ ଲକ୍ଷ ଲୋକ

ଛତ୍ରପୁର, ୨୯।୪(ଡି.ଏନ୍‌.ଏ.): ଲକ୍‌ଡାଉନ ଉଠିବା ପରେ ବିଭିନ୍ନ ରାଜ୍ୟରୁ ଗଞ୍ଜାମ ଜ଼ିଲାକୁ ଶ୍ରମିକ, ଛାତ୍ରୀଛାତ୍ର ଓ ଅନ୍ୟମାନେ ଫେରିବେ। ଏ ନେଇ ପଞ୍ଜୀକରଣ କରିବାକୁ ଓଡିଶା ସରକାର…

ଫିଟ୍‌ନେସ୍‌ ସିକ୍ରେଟ୍‌ କହିଲେ ମନୀଷ

ମୁମ୍ବାଇ : ଲକ୍‌ଡାଉନ୍‌ ସମୟରେ ସେଲିବ୍ରିଟ୍‌ମାନେ ଘରେ ରହି ସମୟ ଅତିବାହିତ କରୁଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ହାସ୍ୟ ଅଭିନେତା ମନୀଷ ପାଲ୍‌। କିନ୍ତୁ ଏହି ସମୟରେ…

ସୋସୋ ଥାନା ଅଞ୍ଚଳରୁ ମଦ ଜବତ, ୩ ଗିରଫ

ହାଟଡ଼ିହୀ,୨୯।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ସୋସୋ ଥାନା ଅଞ୍ଚଳରୁ ବୁଧବାର ପୋଲିସ ୨୮ଲିଟର ମହୁଲି ମଦ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ…

ଝାରସୁଗୁଡ଼ା ଜିଲାର ଜଙ୍ଗଲ ରାସ୍ତାରେ ପ୍ରବେଶ ନିଷେଧ

ଝାରସୁଗୁଡ଼ା,୨୯।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ଝାରସୁଗୁଡା ଜିଲାର ବିଭିନ୍ନ ପ୍ରବେଶ ପଥ ଯଥା ଜାତୀୟ ରାଜପଥ, ରାଜ୍ୟ ରାଜପଥ ଓ ପୂର୍ତ୍ତ ବିଭାଗ ରାସ୍ତାଗୁଡିକରେ ପ୍ରବେଶ…

କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ଅମାନିଆଙ୍କ ଉପରେ ନଜର ରଖିଛି ଡ୍ରୋନ୍‌ କ୍ୟାମେରା

ଭଦ୍ରକ ଅଫିସ,୨୯ା୪ : ଭଦ୍ରକ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ବୁଧବାର ସୁଦ୍ଧା ଜିଲାରେ ପଜିଟିଭ୍‌ଙ୍କ ସଂଖ୍ୟା ୧୯ ଛୁଇଁଛି।…

କାମ ଚାଲିଥିବାବେଳେ ଦବିଗଲା ସୁକତେଲ ବ୍ରିଜ, ୨ ଶ୍ରମିକଙ୍କ ଜୀବନ ଗଲା

ପାଟଣାଗଡ, ୨୯।୪ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ଅଧୀନ ଟମିଆ ଗାଁ ନିକଟରେ ଥିବା ସୁକତେଲ ବ୍ରିଜ ବୁଧବାର ସକାଳ ୯ଟାରେ କାମ ଚାଲିଥିବାବେଳେ ଦବି…