କୋଭିଡ୍‌-୧୯ରୁ ମୁକ୍ତି ପାଇଁ ଗ୍ରାମଦେବତୀଙ୍କ ନିକଟରେ ପୂଜା

ବେଗୁନିଆପଡ଼ା,୨୯ା୪(ଡି.ଏନ.ଏ.)-କରୋନା ଭୂତାଣୁ ଲୋକଙ୍କ ନିଦ ହଜାଇଦେଇଥିବା ବେଳେ ଏଥିପାଇଁ ସଚେତନତା ସୃଷ୍ଟି କରିବା ପାଇଁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ କରାଯାଉଛି। ମଙ୍ଗଳବାର ବେଗୁନିଆପଡ଼ା ବ୍ଲ୍ଳକ ଏସ୍‌.ଛଚିନା ଗ୍ରାମରେ…

ଖାଦ୍ୟ ଲାଗି ହନ୍ତସନ୍ତ ହେଉଛନ୍ତି ଗୋରୁ, କୁକୁର

ବ୍ରହ୍ମପୁର ଅଫିସ,୨୯ା୪-କରୋନା ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ ଘୋଷଣା କରାଯାଇଛି। ଏଥି ଯୋଗୁ ସମଗ୍ର ଜିଲାରେ ବୁଲା ଗୋରୁ, କୁକୁର ଏବେ ଭୋକିଲା ରହୁଛନ୍ତି। ବ୍ରହ୍ମପୁର ମହାନଗର…

କ୍ୱାରାଣ୍ଟାଇନ କେନ୍ଦ୍ର ପମ୍ପ ଅଚଳ: ପାଣି ପାଇଁ ଧାରଣା

ଭଞ୍ଜନଗର,୨୯।୪(ଡି.ଏନ୍‌.ଏ.)- ଭଞ୍ଜନଗର ଏନ୍‌ଏସି ପକ୍ଷରୁ ଟାଉନ ହଲ୍‌ରେ ହୋଇଥିବା କ୍ୱାରାଣ୍ଟାଇନ କେନ୍ଦ୍ର ପାଣିପମ୍ପ ସୋମବାର ରାତିରେ ଅଚଳ ହୋଇପଡ଼ିଥିଲା। ମଙ୍ଗଳବାର ସକାଳେ ଲୋକେ ପାଣି ପାଇପାରିନଥିଲେ। କେନ୍ଦ୍ରରେ…

ଚାଲିଚାଲି ଚେନ୍ନାଇରୁ ଫେରିଲେ ୧୦ ଶ୍ରମିକ

ଶେରଗଡ,୨୯ା୪(ଡି.ଏନ୍‌.ଏ.)- ଚେନ୍ନାଇରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ଗଞ୍ଜାମ ଜିଲା ଶେରଗଡ ବ୍ଲକ ନରେନ୍ଦ୍ରପୁର ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ୧୦ ଜଣ ଲକ୍‌ଡାଉନ ପରେ ସେଠାରେ…

ଭାଲୁ ଆକ୍ରମଣରେ ୨ ଯୁବକ ଗୁରୁତର

କେନ୍ଦୁଝର/ସଜନାଗଡ଼,୨୯।୪(ଡି.ଏନ.ଏ.)-ବାଲେଶ୍ୱର ଓ କେନ୍ଦୁଝର ଜିଲାରେ ମଙ୍ଗଳବାର ୨ଜଣ ଯୁବକ ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି। ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ଗୁହାଳିଆ ଗ୍ରାମର କରୁଣାକର ମହାନ୍ତି…

କରୋନା ଯୋଦ୍ଧା ସମ୍ମାନିତ

ହାଟଡିହୀ, ୨୯ା୪(ଡ଼ି.ଏନ.ଏ.)-ବର୍ତ୍ତମାନ ପରିସ୍ଥିତିରେ ଦିନ ରାତି ଏକାଠି କରି କାମ କରୁଥିବା କରୋନା ଯୋଦ୍ଧାଙ୍କୁ କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଆଲୋକ ସେଠୀ…

ବନ୍ତରେ କଟକଣା କଡ଼ାକଡ଼ି

ବନ୍ତ,୨୯।୪(ଡି.ଏନ୍‌.ଏ./ସ୍ବ.ପ୍ର.)-ମଙ୍ଗଳବାର ଭଦ୍ରକ ଜିଲା ବନ୍ତ ବ୍ଲକରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ କଟକଣା କଡ଼ାକଡ଼ି କରାଯାଇଛି। ଚାରିଗାଁ ଗ୍ରାମରେ ସମ୍ପୃକ୍ତ ଆକ୍ରାନ୍ତ…

ମୟୂରଭଞ୍ଜ ବ୍ୟବସାୟୀ ସଂଘର ବୈଠକ

ବାରିପଦା ଅଫିସ, ୨୯ା୪- ମୟୂରଭଞ୍ଜ ବ୍ୟବସାୟୀ ସଂଘ ପକ୍ଷରୁ ମଙ୍ଗଳବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଦେଶ ତଥା ବିଶ୍ୱରେ ଦେଖା ଦେଇଥିବା ମହାମାରୀ କରୋନାର ମୁକାବିଲା…

ବହିରାଗତଙ୍କୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ

କୁଆମରା,୨୯।୪(ଡି.ଏନ୍‌.ଏ.)-କରୋନା ଯୋଗୁ ବହିରାଗତଙ୍କୁୁ ନେଇ ପ୍ରଶାସନର ଚିନ୍ତା ବଢିଛି। ପୂର୍ବରୁ ବାହାର ରାଜ୍ୟ ଓ ଜିଲାକୁ ଯାଇଥିବା ଶ୍ରମିକମାନେ ଏବେ ଲୁଚିଛପି ରାତିରେ ଚାଲିଚାଲି ନିଜ ନିଜ…

୫୦ଜଣଙ୍କ ସ୍ବାବ ସଂଗ୍ରହ

ସୋର,୨୯ା୪(ଡି.ଏନ୍‌.ଏ.)-ସୋର ମ୍ୟୁନିସିପାଲିଟି ସହ ବିଭିନ୍ନ ପଞ୍ଚାୟତରେ ବାହାରୁ ଆସି କ୍ୱାରାଣ୍ଟାଇନ୍‌ରେ ଥିବା ୩୭୨ଜଣଙ୍କ ସ୍ବାବ ସଂଗ୍ରହ କରାଯାଇଛି। ମଙ୍ଗଳବାର ମାଣିପୁର ପଞ୍ଚାୟତ ହାଇସ୍କୁଲ ପରିସରରେ ଥିବା ୫୦ଜଣଙ୍କ…