ଲକ୍‌ଡାଉନ୍‌ରେ ଫାର୍ମହାଉସ ସଫା କଲେ ସଲମାନ୍‌

ଲକ୍‌ଡାଉନ୍‌ ଯୋଗୁ ବଲିଉଡ୍‌ ଅଭିନେତା ସଲମାନ୍‌ ଖାନ୍‌ ଏବେ ପନଭେଲସ୍ଥିତ ନିଜ ଫାର୍ମହାଉସରେ ରହୁଛନ୍ତି। ତାଙ୍କ ସହ ଭଉଣୀ ଅର୍ପିତା, ଅଭିନେତା ଆୟୁଶ ଶର୍ମା, ଅଭିନେତ୍ରୀ ଜ୍ୟାକଲିନ୍‌…

ଗଞ୍ଜାମରେ ପୁଣି ୬୪ ନୂଆ ସଂକ୍ରମିତ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୯୭କୁ ବୃଦ୍ଧି, ସୁସ୍ଥ ହେଲେଣି ୩୮୯

ବ୍ରହ୍ମପୁର ଅଫିସ,୬।୬: ପ୍ରବାସୀ ଫେରନ୍ତାଙ୍କ ପାଇଁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଜିଲାରେ ୬୪ ନୂତନ ସଂକ୍ରମିତ ଚିହ୍ନଟ ହେବା…

ଡାକଘର ଟେବୁଲ ଚୋରି କଲେ ଦୁର୍ବୃତ୍ତ

ବରଗଡ଼ ଅଫିସ,୬।୬: ବରଗଡ଼ ଜିଲା ଅତାବିରା ଥାନା ଗୋଡଭଗା ଫାଣ୍ଡି ଅନ୍ତର୍ଗତ ଦୁଲମପୁର ଅଞ୍ଚଳରେ ଚୋରମାନଙ୍କ ଦୌରାତ୍ମ ବଢିବାରେ ଲାଗିଛି। ଶୁକ୍ରବାର ବିଳମ୍ବିତ ରାତ୍ରିରେ ଦୁଲମପୁରସ୍ଥିତ ଶାଖା…

ଶଟ୍‌ଡାଉନ୍‌ରେ ମାଟ୍ରିକ ମୂଲ୍ୟାୟନ ବନ୍ଦ

ଭୁବନେଶ୍ୱର,୬।୬(ବ୍ୟୁରୋ): କରୋନା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଓ ରବିବାର ୧୧ ଜିଲାକୁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଶଟ୍‌ଡାଉନ୍‌ ଘୋଷିତ ଉକ୍ତ ଜିଲାଗୁଡ଼ିକରେ…

ଶଟ୍‌ଡାଉନ୍‌ରେ ବିକ୍ରି ହେବ ଓମଫେଡ୍‌ ସାମଗ୍ରୀ: ରିଟେଲରଙ୍କ ଠିକଣା ସହ ମୋବାଇଲ ନଂ. ଜାରି

ଭୁବନେଶ୍ୱର,୬।୬(ବ୍ୟୁରୋ): ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ତେବେ ଏହି ୨ ଦିନ…

ଶରୀରରେ ଆଇଏଲ୍‌-୬ ପ୍ରୋଟିନ୍‌ ଅଧିକ ରହିଲେ ହୁଏ କରୋନା ସଂକ୍ରମଣ

ଓ୍ବାଶିଂଟନ, ୬।୬: କରୋନା ମହାମାରୀ ବିରୋଧରେ ପୃଥିବୀରେ ଲଢ଼େଇ ଜାରି ରହିଛି। କେଉଁ ମାନଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ଆଶଙ୍କା ଅଧିକ ରହିଥାଏ ସେନେଇ ଗବେଷକ ଦିନରାତି…

ସୋସିଆଲ ମିଡିଆରେ ପାଣିପାଗ ସୂଚନା ଦେଲେ ବରୁଣ!

ମୁମ୍ବାଇ: ମାୟାନଗରୀ ମୁମ୍ବାଇରେ ଶନିବାର ସକାଳେ ବର୍ଷା ହୋଇଥିବା ବେଳେ ସାମାନ୍ୟ ପବନ ମଧ୍ୟ ବହିଥିଲା। ଏହି ସମୟରେ ବଲିଉଡ୍‌ ଅଭିନେତା ବରୁଣ ଧଓ୍ବନଙ୍କର ଏକ ଭିନ୍ନ…

ଭଦ୍ରକରେ ଶଟ୍‌ଡାଉନ୍‌ ପ୍ରଭାବ, ଖାଁ ଖାଁ ରାସ୍ତାଘାଟ

ଭଦ୍ରକ ଅଫିସ,୬।୬: କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ଜୁନ ମାସର ପ୍ରତ୍ୟେକ ସପ୍ତାହର ଶନିବାର ଓ ରବିବାର ଦୁଇଦିନ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି।…

ଲକ୍‌ଡାଉନ୍‌ ନିୟମ ନମାନି ତଣ୍ଡ ଗଣିଲେ ଦୋକାନୀ

ଗଞ୍ଜାମ,୫।୬(ଡି.ଏନ୍‌.ଏ.): କରୋନା ପାଇଁ ଲକ୍‌ଡାଉନ୍‌ ଚାଲିଥିବା ବେଳେ ବିଭିନ୍ନ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି l ସକାଳ ୭ରୁ ସା ୭ଟା ପର୍ଯ୍ୟନ୍ତ ଦୋକାନବଜାର…

ବହଳଦା ବ୍ଲକରେ ପ୍ରଥମ କରୋନା ରୋଗୀ ଚି଼ହ୍ନଟ

ବହଳଦା,୬।୬(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ବହଳଦା ବ୍ଲକରେ ପ୍ରଥମ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତ ଜଣଙ୍କ ଶଶ ଗାଁ ର ଜଣେ ୨୩ବର୍ଷୀୟା ବିବାହିତା ମହିଳା…