ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୨୮ା୪ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଲ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦) ପୋଡ଼ିଯାଇ ଗୁରୁତର ଅସୁସ୍ଥ ଅଛନ୍ତି। ଏ ନେଇ ସୋମବାର…

ଲକ୍‌ଡାଉନ ନିୟମ ଉଲ୍ଲଂଘନକାରୀଙ୍କୁ ଜରିମାନା

ଲାଠୋର, ୨୮ା୪(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ପଞ୍ଚାୟତ ପକ୍ଷରୁ ସୋମବାର ସକାଳେ ବସଷ୍ଟାଣ୍ଡରେ ଲକ୍‌ଡାଉନ ନିୟମ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ସରପଞ୍ଚ ପ୍ରବୀଣ…

ଶିଶୁକନ୍ୟାକୁ କରୋନା ନେଇ ଭିଡ଼ିଓ ଭାଇରାଲ

ଲାଠୋର, ୨୮ା୪(ଡି.ଏନ.ଏ.) ସାରା ଦେଶରେ କରୋନା ଭୁତାଣୁ କାୟା ବିସ୍ତାର କରି ଚାଲିଛି। ଏଭଳି ସ୍ଥିତିରେ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ କରାଯିବାକୁ ନେଇ ଲୋକେ ଆତଙ୍କିତ…

ଉମର ଅକ୍‌ମଲ ୩ ବର୍ଷ ବାସନ୍ଦ

କରାଚୀ, ୨୮ା୪ (ପି.ଟି.)-ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ବ୍ୟାଟ୍ସମ୍ୟାନ ଉମର ଅକମଲଙ୍କୁ ୩ବର୍ଷ ପାଇଁ ବାସନ୍ଦ କରିଛି। ଦେଶର ପ୍ରମୁଖ ଟି୨୦ ଟୁର୍ନାମେଣ୍ଟ ପାକିସ୍ତାନ ସୁପର ଲିଗ୍‌…

ହିମାଙ୍କ ପାଇଁ ଜୋତା ତିଆରି କରୁଛି ଆଡିଡାସ୍‌

ନୂଆଦିଲ୍ଲୀ, ୨୮ା୪ (ପି.ଟି.)-ଭାରତର ଟପ୍‌ କ୍ୱାର୍ଟରମାଇଲର ହୀମା ଦାସଙ୍କ ପାଇଁ ଜୋତା ତିଆରି କରୁଛି ପ୍ରମୁଖ କ୍ରୀଡ଼ା ପୋଷାକ ପ୍ରସ୍ତୁତକାରୀ କମ୍ପାନୀ ଆଡିଡାସ୍‌। ଏଥିରେ ହିମାଙ୍କ ନାମ…

ପସନ୍ଦ ବ୍ୟାଟ୍ସମ୍ୟାନଙ୍କ ନାମ କହିଲେ ୱିଲିୟମସନ

ଓ୍ବେଲିଂଟନ, ୨୮ା୪: ‘କ୍ରିକେଟିଂ ବ୍ରେନ୍‌’ ପାଇଁ ବିଶ୍ୱ କ୍ରିକେଟରେ ପରିଚିତ ଲାଭ କରିଥିବା ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ୱିଲିୟମସନ ନିଜେ ଜଣେ ମ୍ୟାଚ ବିଜେତା। ସେ କ୍ରିଜ୍‌ରେ…

ସୌରଭଙ୍କ ଉପରେ ରାଗିଥିଲେ ସଚିନ

ମୁମ୍ବାଇ, ୨୮।୪- ଭାରତୀୟ କ୍ରିକେଟରେ ମାଷ୍ଟର ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଓ ମହାରାଜା ସୌରଭ ଗାଙ୍ଗୁଲି ଦୁଇ ପ୍ରତିଷ୍ଠିତ କ୍ରିକେଟର। ଉଭୟେ ଅନେକ ମ୍ୟାଚରେ ଏକାକୀ ଭାରତକୁ…

ପୁଣି ଚେନ୍ନାଇରୁ ବୋଟରେ ଫେରିଲେ ୩୯ ଦାଦନ ଶ୍ରମିକ

ଚିକିଟି,୨୭ା୪(ଡି.ଏନ.ଏ.)- ଲକ୍‌ଡାଉନ କଟକଣା ପରେ ଚେନ୍ନାଇରେ ଫସିଥିବା ଗଞ୍ଜାମ ଜିଲାର ବହୁ ଦାଦନ ଶ୍ରମିକ ବିପଦପୂର୍ଣ୍ଣ ଭାବେ ଜଳପଥ ଦେଇ ଘରକୁ ଫେରୁଛନ୍ତି। ୩୮ଜଣ ଶନିବାର ଆସି…

ବୁଡାଗୁଡା, କଡଗାବାଲିରେ ବ୍ୟାପୁଛି ଝାଡାବାନ୍ତି: ପହଁଚିଲା ସ୍ବାସ୍ଥ୍ୟ ଟିମ୍‌, ମାସକରେ ୨ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡ଼ି,୨୭।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ କଡ଼ଗାବାଲି ଗ୍ରାମରେ ଝାଡ଼ାବାନ୍ତି ବ୍ୟାପୁଛି। ଡଙ୍ଗେଶ୍ୱର ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ସୁବାଜିନୀ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ସୁବାଜିବୀ ଗର୍ଭବତୀ ଥିବାବେଳେ ଉଭୟଙ୍କ…

୧୦୭୧ରୁ ୯୮୯ ନମୁନା ନେଗେଟିଭ୍‌

ବାରିପଦା ଅଫିସ, ୨୭ା୪:  କରୋନା ସନ୍ଦେହରେ ମୟୂରଭଞ୍ଜ ଜିଲାର ୧୦୭୧ ଜଣଙ୍କ ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିମଧ୍ୟରୁ ୯୮୯ ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି।…