ଲକ୍‌ଡାଉନ୍‌ରେ ବ୍ୟବସାୟ ମାନ୍ଦା: ଋଣଭାର ଶୁଝି ନ ପାରି ବ୍ୟବସାୟୀଙ୍କ ଆତ୍ମହତ୍ୟା ଅଭିଯୋଗ

କୋରୁକୋଣ୍ଡା,୫।୬(ଡି.ଏନ୍‌.ଏ): କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ସରକାର ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ମାତ୍ର ଏହା ଅର୍ଥନୀତି ଉପରେ ବିଶେଷ ପ୍ରଭାବ ପକାଇଛି। ଏଭଳି ପରିସ୍ଥିତିରେ ଋଣଭାର ଶୁଝି…

ପରିବାର ସଦସ୍ୟଙ୍କ ମୃତ୍ୟୁ ପରେ ଅନ୍ୟ ୫ ସଦସ୍ୟଙ୍କ ଆତ୍ମହତ୍ୟା ଘଟଣା: ବଡ ଝିଅଙ୍କ ଜୀବନ ଗଲା

ଝାରସୁଗୁଡା ଅଫିସ,୫।୬: ଝାରସୁଗୁଡା ଥାନା ବିଟିଏମ୍‌ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ର ଜଣେ ଯୁବକଙ୍କ ମୃତ୍ୟୁ ପରେ ଗତ ସୋମବାର ପରିବାରର ୫ ଜଣ କୀଟନାଶକ ପିଇ ଆତ୍ମହତ୍ୟା…

ଏହି ବ୍ଲଡ ଗ୍ରୁପର ଲୋକଙ୍କୁ କରୋନା ଭୟ ଅଧିକ: ନିଶ୍ୱାସ ନେବାରେ ହୋଇଥାଏ ଅସୁବିଧା !

ନୂଆଦିଲ୍ଲୀ,୫।୬: କରୋନା ମହାମାରୀ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ବିଶ୍ୱରେ ୬୬ ଲକ୍ଷରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହୋଇ…

ଅଲିମ୍ପିକ୍ସରେ କ୍ରୀଡ଼ାବିତ୍‌ଙ୍କ ବିରଳ ମହାନୁଭବତା

କ୍ରୀଡ଼ାରେ ଖେଳୁଆଡ଼ ମନୋଭାବ ପ୍ରଦର୍ଶନ କରିବା କିଛି ନୂଆ କଥା ନୁହେଁ। କିନ୍ତୁ ଅଲିମ୍ପିକ୍‌ ଇତିହାସରେ କେତେଜଣ ମହାନ୍‌ କ୍ରୀଡ଼ାବିତ୍‌ ଅଭୂତପୂର୍ବ ଖେଳୁଆଡ଼ ମନୋଭାବ, ପରସ୍ପର ବନ୍ଧୁତା…

ଭଦ୍ରକରେ ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ ଛୁଇଁଲା

ଭଦ୍ରକ ଅଫିସ,୫ା୬: ଭଦ୍ରକ ଜିଲାରେ ଶୁକ୍ରବାର ପୁଣି ୪ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ ଛୁଇଁଛି। ଆଜି…

ଆଜି ଦେବସ୍ନାନ ପୂର୍ଣ୍ଣିମା: ବିନା ଭକ୍ତରେ ସ୍ନାନମଣ୍ଡପରେ ବିଜେ ଶ୍ରୀଜିଉ, ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ୨ ଘଣ୍ଟା ବିଳମ୍ବରେ ହେଲା ଅବକାଶ ନୀତି

ବାରିପଦା ଅଫିସ,୫ା୬: ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ମହାପ୍ରଭୁଙ୍କ ମନ୍ଦିରରେ ଶୁକ୍ରବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଯାଇଛି।…

ଛେରାପହଁରା କଲେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ

ପୁରୀ ଅଫିସ, ୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ସ୍ନାନବେଦୀରେ ବିଜେ କରିବା ପରେ ନୀତିକାନ୍ତି ଆରମ୍ଭ ହୋଇଛି। ବେଦୀରେ ମହାପ୍ରଭୁଙ୍କ ଜଳଲାଗି…

ଦିଲ୍ଲୀ ମେଟ୍ରୋର ୨୦ କର୍ମଚାରୀ କରୋନା ପଜିଟିଭ

ନୂଆଦିଲ୍ଲୀ,୫।୬: ଦିଲ୍ଲୀ ମେଟ୍ରୋ ରେଲ କର୍ପୋରେଶନ(ଡିଏମ୍‌ଆର୍‌ସି)ର ପାଖାପାଖି ୨୦ ଜଣ କର୍ମଚାରୀ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ଏମାନଙ୍କ ପାଖରେ ସେମିତି କିଛି ଲକ୍ଷଣ ନ ଥିଲେ…

ହାତୀ ମୃତ୍ୟୁ ଘଟଣା: ଜଣେ ଅଭିଯୁକ୍ତ ଗିରଫ

ତିରୁଭାନନ୍ତପୁରମ,୫।୬: କେରଳର ମଲ୍ଲାପୁରମ୍‌ରେ ଏକ ଗର୍ଭିଣୀ ହାତୀକୁ ବାଣ ଭର୍ତ୍ତି ସପୁରୀ ଖୁଆଇ ହତ୍ୟା କରିବା ଭଳି ଏକ ହୃଦୟବିଦାରକ ଘଟଣା ସମଗ୍ର ଦେଶରେ ଆଲୋଡନ ସୃଷ୍ଟି…

CORONAVIRUS UPDATE: ପୁଣି ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ଛୁଇଁଲା

ଭୁବନେଶ୍ୱର,୫ା୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ…