ଚେନ୍ନାଇ, ୨୭ା୪ (ପି.ଟି.)-ଅନ୍ଲାଇନ୍ ଚେସ୍ ଚ୍ୟାରିଟି ଇଭେଣ୍ଟରୁ ୮.୮ ଲକ୍ଷ ଟଙ୍କା ସଂଗୃହୀତ ହୋଇ ପାରିଛି। ପୂର୍ବତନ ବିଶ୍ୱ ଚାମ୍ପିୟନ ବିଶ୍ୱନାଥନ ଆନନ୍ଦ ଭାରତ କ୍ରିକେଟର ୟୁଜବେନ୍ଦ୍ର…
ଖଇରା,୨୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଅଗ୍ନିପୁର ଗ୍ରାମବାସୀ ଓ ମହିଳା ଗୋଷ୍ଠୀଙ୍କ ତରଫରୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି ା…
କଟକ,୨୭।୪: କୋଭିଡ୍ ଲକ୍ଡାଉନ ସମୟରେ ଭାରତ ମସଲା ପକ୍ଷରୁ କଟକଠାରେ ରିଲିଫ ବଣ୍ଟନ କରାଯାଇଛି। କମ୍ପାନୀ ପକ୍ଷରୁ ଧବେଳଶ୍ୱରଗଡାଠାରେ ଥିବା ବସ୍ତିରେ ପ୍ରାୟ ୧୦୦ ପରିବାରକୁ ଖାଦ୍ୟ…
ବାରିପଦା ଅଫିସ, ୨୭ା୪- ଅକ୍ଷୟତୃତୀୟା ଅବସରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସବୁଜ ମୟୂରଭଞ୍ଜ ପକ୍ଷରୁ ଏହାର ସଭାପତି ତଥା ରାଜ୍ୟ କୃଷି ଶିଳ୍ପ ନିଗମ ଅଧ୍ୟକ୍ଷ…
ସିନେ ଝଲକର ଏହି ଏପିସୋଡରେ ଆମେ ଦେଖିବା ଲକଡାଉନରେ କରିନା କପୁର କଣ କରୁଛନ୍ତି । କରୋନାକୁ ନେଇ ଅଜୟ ଦେବଗନଙ୍କର କେଉଁ ଗୀତ ଦର୍ଶକଙ୍କୁ ଆସୁଛି…
ବ୍ରହ୍ମପୁର ଅଫିସ,୨୬ା୪-ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍କେସିଜି) ମେଡିକାଲରେ ରବିବାର ଜଣେ କରୋନା ସନ୍ଦିିଗ୍ଧ ଭର୍ତ୍ତି ହୋଇଛନ୍ତି। ସେ କିଡ୍ନୀ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ…
ବ୍ରହ୍ମପୁର ଅଫିସ,୨୬ା୪-ବ୍ରହ୍ମପୁରରେ ରବିବାର ସକାଳେ ମାସ୍କ ପିନ୍ଧା ଦୁର୍ବୃତ୍ତ ୨ଟି ଥାନା ଇଲାକାରେ ମହିଳାଙ୍କୁ ଟାର୍ଗେଟ କରିଛନ୍ତି। ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଭାବାନଗର ଛକ ନିକଟ ଦେଇ…
ବୁଗୁଡ଼ା,୨୬ା୪(ଡି.ଏନ.ଏ.)-ମହାମାରୀ କରୋନା ସଂକ୍ରମଣର ଭୟ ଅଞ୍ଚଳବାସୀଙ୍କୁ ବ୍ୟସ୍ତ କରୁଥିବାବେଳେ ବାହାର ରାଜ୍ୟରୁ ଆସୁଥିବା ଟ୍ରକ ବୁଗୁଡ଼ା ସହରବାସୀଙ୍କ ଚିନ୍ତାର କାରଣ ପାଲଟିଛି। ଏଠାକାର ପରିବା ବଜାର ସହରର…
କବିସୂର୍ଯ୍ୟନଗର୨୬ା୪- କବିସୂର୍ଯ୍ୟନଗରରେ ବାଉଁଶ ଗଛରେ ଫୁଲ ଫୁଟିବା ନେଇ ଲୋକେ ଆତଙ୍କିତ ହୋଇପଡିଛନ୍ତି। କରୋନା ମହାମାରୀ ଯୋଗୁ ମାନବଜାତି ହନ୍ତସନ୍ତ ହେଉଥିବାବେଳେ ବାଉଁଶ ପଛରେ ଫୁଲ ଧରିବା…
ପାତ୍ରପୁର,୨୬ା୪(ଡି.ଏନ୍.ଏ.)- ଗଞ୍ଜାମ ଜିଲାର ବହୁ ଶ୍ରମିକ ଚେନ୍ନାଇରେ ରହି ଦାଦନ ଖଟୁଛନ୍ତି। ଲକଡାଉନ ପରେ ବହୁ ଶ୍ରମିକ ଚାଲିଚାଲି, ସାଇକେଲ ଓ ଜଳପଥରେ ବିପଦପୂର୍ଣ୍ଣ ଭାବେ ଘରକୁ…