ଗୁଣିଆ ପାଖକୁ ଯାଇ ରୋଗୀ ହଟହଟା

ସଜନାଗଡ଼, ୨୬।୪(ଡି.ଏନ.ଏ.)-କରୋନା ଏବେ ସାରା ବିଶ୍ୱରେ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଥିବା ବେଳେ ଏହାର ମୁକାବିଲା ଲାଗି ଲୋକେ ସଚେତନ ହେବାକୁ ଲାଗିଲେଣି। ବାଲେଶ୍ୱର ଜିଲା ନୀଳଗିରି…

ସୀମା ପାର ହୋଇ ଚାଉଳ, ବହି ନେବାକୁ ଆସୁଥିବା ଛାତ୍ରୀଛାତ୍ରଙ୍କୁ ଫେରାଇଲା ପୋଲିସ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୬।୪(ଡି.ଏନ୍‌.ଏ.)- ଲକ୍‌ଡାଉନ ପରେ କନ୍ଧମାଳ ଜିଲାର ସବୁ ସୀମାକୁ ସିଲ୍‌ କରାଯାଇଛି। କନ୍ଧମାଳ-ଗଜପତି ଜିଲାର ସୀମା ବ୍ରାହ୍ମଣୀଗଁା ଥାନା ଝିଞ୍ଜିରିଗୁଡାଠାରେ ସଶସ୍ତ୍ର ପୋଲିସ ମୁତୟନ ହୋଇଛଡ଼୍‌ତି। ଗଜପତି…

ନୃସିଂହନାଥରେ ଲାଗିହେଲା ପଖାଳ ଭୋଗ

ପାଇକମାଳ, ୨୬।୪ (ଡି.ଏନ.ଏ.): ଅକ୍ଷୟ ତୃତୀୟାଠାରୁ ନୃସିଂହନାଥରେ ପଖାଳ ଭୋଗ ଲାଗି ହେଲା । କରୋନା ଯୋଗୁ ସାରା ଦେଶ ଲକ୍‌ଡାଉନରେ ଥିବାରୁ ଭକ୍ତମାନେ ଆସୁନାହାନ୍ତି। ପ୍ରତି…

ଆରପାରିରେ ନାଟ୍ୟକାର ବିଜୟ ମିଶ୍ର: ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ, କାହାଣୀକାର, ସଂଳାପ ଲେଖକ ଓ ନାଟ୍ୟକାର ଡ. ବିଜୟ ମିଶ୍ର ଆଉ ନାହାନ୍ତି। ରବିବାର ଅପରାହ୍ନରେ ସେ ଚିରଦିନ ପାଇଁ ଆଖି…

ଯୌତୁକ ପାଇଁ ବଧୂହତ୍ୟା: ସ୍ବାମୀ ଗିରଫ

ରେମୁଣା, ୨୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ନୀଳକଣ୍ଠପୁର ଗ୍ରାମରେ ଜଣେ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ତାଙ୍କ ବାପା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।…

ଶଟ୍‌ଡାଉନ ପ୍ରତ୍ୟାହାର ପରେ ଲକ୍‌ଡାଉନ କଡାକଡି: ୬୭ ଗାଡି ଜବତ, ୭୩ ହଜାର ଜରିମାନା ଆଦାୟ

ବାଲେଶ୍ୱର ଅଫିସ,୨୬।୪-ମହାମାରୀ କରୋନା ସାରା ବିଶ୍ୱରେ ଭୟାବହ ପରିସ୍ଥିତି ସୃଷ୍ଟି କରିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ନଜରରେ ରଖି…

ନେଳିଆବାଗରେ କଣ୍ଟେନମେଣ୍ଟ ଅବଧି ଆଉ ୭ଦିନ ବଢିଲା

ବାଲେଶ୍ୱର ଅଫିସ,୨୬।୪-ବାଲେଶ୍ୱର ପୌରାଞ୍ଚଳର ନେଳିଆବାଗ ଅଞ୍ଚଳରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ଜିଲା ପ୍ରଶାସନ ତରଫରୁ ସଂକ୍ରମଣ ପ୍ରତିରୋଧ ଅଞ୍ଚଳ (କଣ୍ଟେନମେଣ୍ଟ…

ଜୀବନବିନ୍ଦୁରେ ୩୦ୟୁନିଟ୍‌ ରକ୍ତ ସଂଗ୍ରହ: ୨ ପରିବାରରୁ ୬ଜଣ କଲେ ରକ୍ତଦାନ

କେନ୍ଦୁଝର, ୨୬ା୪(ଡି.ଏନ.ଏ.)-ପବିତ୍ର ଅକ୍ଷୟତୃତୀୟା ଅବସରରେ କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କ ଆନୁକୂଲ୍ୟରେ ଜୀବନବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମୋଟ ୩୦ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଛି।…

ଯୋଡ଼ା ସହରରେ ପଶିଲେ ୧୮ ହାତୀ

ଯୋଡ଼ା, ୨୬।୪(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହର ଭିତରକୁ ୧୮ଟି ହାତୀ ପଶି ଆସିଥିବାରୁ ସ୍ଥାନୀୟ ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି। ଶନିବାର ବିଳମ୍ବିତ ରାତିରେ ଏହି…

ଅନଲାଇନରେ ଖଗେଶ୍ୱର ଶେଠ୍‌ ଜୟନ୍ତୀ ପାଳିତ

ବିଜେପୁର, ୨୬।୪(ଡି.ଏନ.ଏ.): କୋଭିଡ-୧୯ ପାଇଁ ଲକ୍‌ଡାଉନ ଜାରି ରହିଥିବାରୁ ବରଗଡ ଜିଲା ବିଜେପୁର ଖଗେଶ୍ୱର ସାହିତ୍ୟ କଳା ପରିଷଦ ପକ୍ଷରୁ ସମସ୍ତ ସଦସ୍ୟ ନିଜ ନିଜ ଘରେ…