ଗଡିବ ରଥ ‘ଚଳଚଞ୍ଚଳ ବଡଦାଣ୍ଡ’

ସମଗ୍ର ବିଶ୍ୱରେ କରୋନା ମହାମରୀର ପ୍ରକୋପ ବିସ୍ତାର କରିଚାଲିଥିବା ବେଳେ ବଡଦାଣ୍ଡରେ ଅନେକ କଟକଣା ଭିତରେ ମହାପ୍ରଭୁଙ୍କର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ପ୍ରସ୍ତୁତି କାର୍ଯ୍ୟ ଆଗେଇ ଚାଲିଛି ।…

ଜେନା ସାହିରେ ଗ୍ୟାସ ସିଲିଣ୍ଡର ଫାଟି ଜଳିଗଲା ୧୨ ବଖରା

ପିପିଲି,୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-ପୁରୀ ଜିଲା ପିପିଲି ବ୍ଲକର ଏକ କତା କମ୍ପାନୀରେ ଲାଗିଥିବା ଅଗ୍ନିକାଣ୍ଡ ଘଟଣାକୁ ୨୪ ଘଣ୍ଟା ନପୂରୁଣୁ ଦୁର୍ଗାଦାଶପୁର ପଞ୍ଚାୟତ ଠଣଠଣା ଗ୍ରାମ ଜେନା ସାହିରେ ଗୁରୁବାର…

ଋଣ ପରିଶୋଧ କରିବାକୁ ଫାଇନାନ୍ସ କମ୍ପାନୀର ଧମକ

କୋକସରା,୪।୬(ଡି.ଏନ.ଏ.)-ଲକ୍‌ଡାଉନ ଯୋଗୁ ୨ ମାସରୁ ଊର୍ଦ୍ଧ୍ୱ ସମୟ ଧରି କର୍ମଜୀବୀ ମହିଳାମାନେ ରୋଜଗାର ହରାଇ ଘରେ ବସି ରହିଛନ୍ତି ା ଏପରି ସମୟରେ ସେମାନେ କରିଥିବା ଋଣ…

ଅଭିନୟରେ ପାଦ ଦେବେ କି ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିିଙ୍କ ଜୀବନୀ ଉପରେ ବଲିଉଡ ଚଳଚ୍ଚିତ୍ର ନିର୍ମାଣ ହେବାର ଯୋଜନା ଚାଲିଛି। ଉକ୍ତ ଚଳଚ୍ଚିତ୍ରରେ କୋହଲି ନିଜ ଭୂମିକାରେ ଅଭିନୟ…

ସନ୍ଧ୍ୟା ସାଢ଼େ ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟା ସାଢ଼େ ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ…

ଆଉ ଦାଦନ ଖଟିବାକୁ ନ ଯିବାକୁ ପରାମର୍ଶ

କୋକସରା,୪।୬(ଡି.ଏନ.ଏ)-କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ସରପଞ୍ଚ କହ୍ନେଇ ଚରଣ ଦାସଙ୍କ ଉଦ୍ୟମରେ ଲଡୁଗାଁ ହାଇସ୍କୁଲ କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଥିବା ପ୍ରବାସୀମାନେ ଏବେ ଶୃଙ୍ଖଳିତ ଜୀବନ…

ଭିଜିଲାନ୍ସ ଚଢାଉ: ତହସିଲ କିରାଣୀ ସମେତ ୨ ଗିରଫ

ବଲାଙ୍ଗୀର ଅଫିସ/ଲୋଇସିଂହା, ୪ା୬(ଡି.ଏନ୍‌.ଏ.)-ଆରଓଆର(ରାଇଟ୍‌ ଅଫ୍‌ ରେକର୍ଡସ) କରିଦେବା ବାବଦରେ ଜଣେ ବ୍ୟକ୍ତିିଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଆଗଲପୁର ତହସିଲ ଅଫିସର ଭାରପ୍ରାପ୍ତ ହେଡକ୍ଳର୍କ ବିକାଶ…

କ୍ୟାମେରା ଧରି ସମୂଦ୍ରକୁ ଡେଇଁଲେ ଉର୍ବଶୀ: ପଛରେ ପଡ଼ିଗଲା ବିଶାଳକାୟ ମାଛ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। କିଛି ଦିନର ବ୍ୟବଧାନରେ ସେ ନିଜର ଭିଡିଓ ପ୍ରଶଂସକଙ୍କ ପାଇଁ ଶେୟାର କରିଥାନ୍ତି। ଏବେ…

ସପୁରୀରେ ବିସ୍ଫୋରକ, ଧିକ ସେ ମାନବିକତା

ନିକଟରେ କେରଳରେ ଏକ ଗର୍ଭିଣୀ ହାତୀର ହୃଦୟବିଦାରକ ମୃତ୍ୟୁକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି । ସମସ୍ତଙ୍କ ମନରେ ସେହି ଗୋଟିଏ ପ୍ରଶ୍ନ କେମିତି କେହି…

ପୁରୀରେ ପହଞ୍ଚିଲା ରଥ ଦଉଡି

ପୁରୀ ଅଫିସ,୪ା୬: ଆସନ୍ତା ୨୩ ତାରିଖରେ ରଥଯାତ୍ରା। ଏଥିପାଇଁ ଗୁରୁବାର ପୁରୀରେ ପହଞ୍ଚତ୍ଛି ରଥ ଦଉଡ଼ି। ଓଡ଼ିଶା ସମବାୟ କତା ନିଗମରୁ ୨୦ଟି ଦଉଡ଼ି ଏକ ଗାଡ଼ିିରେ…