ନୟାଗଡ଼ ମୁଖ୍ୟଚିକିତ୍ସାଳୟର ଷ୍ଟାଫ ନର୍ସ କରୋନା ଆକ୍ରାନ୍ତ

ନୟାଗଡ଼ ଅଫିସ,୪।୬: ନୟାଗଡ଼ ଜିଲାରୁ ଗୁରୁବାର ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ଜଣେ ଜିଲା ମୁଖ୍ୟ ଚିକିତ୍ସାଳୟରେ ନିୟୋଜିତ ଷ୍ଟାଫ ନର୍ସ ଥିବା…

କରୋନା ଆପ୍‌ ମାଧ୍ୟମରେ ଅଧିକାଂଶ ଲୋକେ ଖୋଜୁଛନ୍ତି ବେଡ୍‌

ନୂଆଦିଲ୍ଲୀ,୪।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ହେଲେ ଚିକିତ୍ସା ପାଇଁ ହସ୍ପିଟାଲରେ ବେଡ୍‌ର ଅଭାବ ଥିବା ଅଭିଯୋଗ ଆସିବା ପରେ…

ହାତୀ ମୃତ୍ୟୁରେ ଭାବୁକ ହେଲେ ରତନ ଟାଟା; କହିଲେ ନ୍ୟାୟ ମିଳୁ

ତିରୁଭାନନ୍ତପୁରମ,୪।୬:କେରଳରେ ଗର୍ଭିଣୀ ହାତୀମୃତ୍ୟୁ ଘଟଣା ଲୋକଲୋଚନକୁ ଆସିବା ପରେ ସମସ୍ତେ ସ୍ତବ୍ଧ ହୋଇଯାଇଛନ୍ତି। ଏହି ଅମାନବୀୟ ବର୍ବରତାକୁ ନେଇ ସୋସିଆଲ ମିଡିଆରେ ଝଡ ସୃଷ୍ଟି ହୋଇଥିବାବେଳେ ପଶୁପ୍ରେମୀଙ୍କଠୁ…

ପ୍ରଦର୍ଶନକାରୀଙ୍କୁ ସମର୍ଥନ କଲେ ଟ୍ରମ୍ପ୍‌ଙ୍କ ଝିଅ ଟିଫ୍‌ନି

ଓ୍ବାଶିଂଟନ, ୪।୬: ଆମେରିକାରେ ପୋଲିସ ନିର୍ଯାତନାରେ କୃଷ୍ଣକାୟ ଜର୍ଜ ଫ୍ଲୋୟଡ୍‌ଙ୍କର ମୃତ୍ୟୁ ପରେ ଦେଶରେ ବର୍ଣ୍ଣବୈଷମ୍ୟ ବିରୋଧୀ ଆନ୍ଦୋଳନ ବଢ଼ିବାରେ ଲାଗିଛି। ମିନିଆପଲିସ ସହରରେ ହୋଇଥିବା ପୋଲିସ…

ଶଟ୍‌ଡାଉନ୍‌ ସମୟରେ ଚାଲିବ ବସ୍‌, ଅଟୋ,ଟ୍ୟାକ୍ସି

କଟକ ଅଫିସ,୪।୬- କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟର ୧୧ଟି ଜିଲାରେ ସବୁ ଶନିବାର ଏବଂ ରବିବାର ଶଟ୍‌ଡାଉନ୍‌ ଜାରି କରାଯାଇଛି। ଏହି ସମୟରେ ଗଞ୍ଜାମ, ପୁରୀ,…

୨୩ ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ବରଗଡ଼ ଅଫିସ,୪ା୬: ବରଗଡ଼ ଜିଲା ସୋହେଲା ଥାନା ପୋଲିସ ବୁଧବାର ସନ୍ଧ୍ୟାରେ ୨୩ ଗ୍ରାମ ୩୭୦ ମିଲିଗ୍ରାମ ବ୍ରାଉନସୁଗାର ଜବତ କରିବା ସହିତ ୨ଜଣଙ୍କୁ ଗିରଫ କରିଛି।…

ଚାଲିପାରୁ ନ ଥିଲେ ସ୍ବାମୀ, ପିଠିରେ ବୋହି ଷ୍ଟେଶନ ନେଲେ ସ୍ତ୍ରୀ

କରୋନା ମହାମାରୀ ସଙ୍କଟ ବେଳେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ଦିନକୁ ଦିନ ବଢିବାକୁ ଲାଗିଛି। ଅନ୍ୟ ରାଜ୍ୟକୁ ଦାଦନ ଖଟିବା ଲାଗି ଯାଇଥିବା ପ୍ରବାସୀ ଶ୍ରମିକ ନିଜ…

କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଅଣାଯାଇଥିଲା ସୋର ଡାକ୍ତରଖାନା: ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ସୋର,୪।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ଜଳଦା ଗ୍ରାମର ବିପିନ୍ନ ବିହାରୀ ମହାନ୍ତି ମୁମ୍ବାଇରୁ ଆସି ସ୍ଥାନୀୟ କ୍ୱାରେଣ୍ଟାଇନ କେନ୍ଦ୍ରରେ ରହିଥିଲେ। ବୁଧବାର ବିଳମ୍ବିତ ରାତିରେ…

ମୋଦି-ମୋରିସନ୍‌ ଭର୍ଚୁଆଲ୍‌ ଶିଖର ସମ୍ମିଳନୀ

ନୂଆଦିଲ୍ଲୀ, ୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରତିପକ୍ଷ ସ୍କଟ୍‌ ମୋରିସନ୍‌ଙ୍କ ମଧ୍ୟରେ ଭର୍ଚୁଆଲ୍‌ ଶିଖର ସମ୍ମିଳନୀ ଗୁରୁବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୋଦି…

ଢେଙ୍କାନାଳରେ ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା: ପୁଣି ୧୦ ନୂଆ ପଜିଟିଭ୍‌ ଚିହ୍ନଟ

ଢେଙ୍କାନାଳ ଅଫିସ,୪।୬: ଢେଙ୍କାନାଳ ଜିଲାରେ ଗୁରୁବାର ୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୧ ହୋଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ…