ସହରରେ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ଅନୁଗୋଳ ଅଫିସ,୪ା୬ - ଅନୁଗୋଳ ପୋଲିସ ପକ୍ଷରୁ ବୁଧବାର ସହରରେ ଫ୍ଲାଗ୍‌ମାର୍ଚ୍ଚ କରାଯାଇଥିଲା। ଏହି ସମୟରେ ଅନ୍‌ଲକ୍‌-୧ ନିୟମ ଅବମାନନା କରିଥିବା କେତେଜଣ ଦୋକାନୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…

ଜବରଦଖଲମୁକ୍ତ ହେଲା ସରକାରୀ ପୋଖରୀ: ଦଖଲକାରୀ ପରିବାର ଦେବେ ୨୬ ଲକ୍ଷ ୧ ହଜାର ୫୫୫ ଟଙ୍କା

ଅନୁଗୋଳ ଅଫିସ,୪ା୬ - ଦୀର୍ଘବର୍ଷ ଧରି ଜବରଦଖଲରେ ଥିବା ମତ୍ସ୍ୟ ବିଭାଗର କେତେକ ପୋଖରୀ ମଙ୍ଗଳବାର ଦଖଲମୁକ୍ତ ହୋଇଛି। ଏହାପରେ ବୁଧବାର ଅନୁଗୋଳ ମତ୍ସ୍ୟ ବିଭାଗ ଉକ୍ତ…

୫ ରାଜ୍ୟର ଅର୍ଥ ବ୍ୟବସ୍ଥା ଟ୍ରାକ୍‌କୁ ଫେରୁଛି

ନୂଆଦିଲ୍ଲୀ,୪।୬: କରୋନା ସଂକ୍ରମଣକୁ ରୋକିବା ଲାଗି ସରକାର ଜାରି କରିଥିବା ଲକ୍‌ଡାଉନ ଯୋଗୁ ସାରା ଦେଶର ଅର୍ଥବ୍ୟବସ୍ଥାକୁ ଗଭୀର ଭାବେ କ୍ଷତି ପହଞ୍ଚିଛି। ବର୍ତ୍ତମାନ ଆର୍ଥତ୍କ କାର୍ଯ୍ୟକଳାପ…

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଯୁବକଙ୍କ ଜୀବନଗଲା: ଶ୍ମଶାନରୁ ମୃତଦେହ ଜବତ

ପାଟପୁର,୪ା୬- ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପାଟପୁର ଲଛବିଲ ସାହିରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣେ ଯୁବକଙ୍କ ବୁଧବାର ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଛି। ସେ ହେଲେ…

ଗରିବ କଲ୍ୟାଣ ଯୋଜନାରେ ୫୩,୨୪୮ କୋଟି ଟଙ୍କା ପ୍ରଦାନ

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ ଅନ୍ତର୍ଗତ କେନ୍ଦ୍ର ସରକାର ଲୋକଙ୍କୁ ୫୩,୨୪୮ କୋଟି ଟଙ୍କା ପ୍ରଦାନ କରିଛନ୍ତି। ବିତ୍ତୀୟ ସହାୟତା ଭାବେ ୪୨ କୋଟି ଲୋକଙ୍କୁ…

ନୟାଗଡ ସୀମା ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବ

ଫୁଲବାଣୀ ଅଫିସ, ୪ା୬- କନ୍ଧମାଳ ଜିଲାରେ ଏସ୍‌ଓଜି ଏବଂ ଡିଭିଏଫ୍‌ ଯବାନଙ୍କ ଦ୍ୱାରା ମିଳିତ କୋମ୍ବିଂ ବେଳେ ନୟାଗଡ ଜଙ୍ଗଲ ସୀମାରେ ଏକ ମାଓବାଦୀ କ୍ୟାମ୍ପ ବୁଧବାର…

ସଞ୍ଚୟ ଖାତା ଉପରେ ସୁଧହାର କମାଇଲା ଏସ୍‌ବିଆଇ

ନୂଆଦିଲ୍ଲୀ,୪।୬: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ସଞ୍ଚୟ ଖାତା ଉପରେ ସୁଧହାର ହାରକୁ ୦.୦୫% ହ୍ରାସ କରିଛି। ଫଳରେ ଏହା ୨.୭୦%କୁ ଖସିଛି। ସେହିଭଳି ଘରୋଇ କ୍ଷେତ୍ରର…

ଡିଜିଟାଲ ଟିକସର ଯାଞ୍ଚ କରିବ ଆମେରିକା

ନୂଆଦିଲ୍ଲୀ,୪।୬: ଭାରତ ସମେତ ଅନ୍ୟ ଦେଶଗୁଡିକ ଲାଗୁ କରୁଥିବା ଡିଜିଟାଲ ଟିକସ ସମ୍ପର୍କରେ ଆମେରିକା ଯାଞ୍ଚ କରିବ ବୋଲି ଜଣାପଡିଛି। ଆମେରିକା ଟେକ୍‌ କମ୍ପାନୀଗୁଡିକ ଉପରେ ଜାଣିଣୁଣି…

ଗଞ୍ଜାମ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଦୁର୍ବଳ ନଦୀବନ୍ଧ, ଘାଇ ମରାମତି ନିର୍ଦ୍ଦେଶ

ଛତ୍ରପୁର,୪ା୬(ଡି.ଏନ୍‌.ଏ.)- ଛତ୍ରପୁରସ୍ଥିତ ଓସ୍ବାସ ଭିଡିଓ କନ୍‌ଫରେନ୍ସ ହଲ୍‌ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଜିଲାପାଳ ବିଜୟ…

ଡାର୍କନେଟ୍‌ରେ ୧ ଲକ୍ଷ ଲୋକଙ୍କ ଡାଟା

ନୂଆଦିଲ୍ଲୀ,୪।୬: ୧ ଲକ୍ଷରୁ ଅଧିକ ଲୋକଙ୍କ ଆଧାର, ପାନ୍‌ ଏବଂ ପାସ୍‌ପୋର୍ଟ ସମେତ ଅନ୍ୟ ତଥ୍ୟର ସ୍କାନ୍‌ ନଥି ଡାର୍କନେଟ୍‌ରେ ବିକ୍ରି ଲାଗି ଉପଲବ୍ଧ ରହିଛି। ସାଇବର…