ଅଧିକ ନୋଟ୍‌ ଛାପିବା ଠିକ୍‌ ନୁହେଁ: ଏନ୍‌.କେ .ସିଂ

ନୂଆଦିଲ୍ଲୀ,୨୬।୪: ବର୍ତ୍ତମାନ କେନ୍ଦ୍ର ଏବଂ ରାଜ୍ୟ ସରକାରଗୁଡିକ ବିଭିନ୍ନ ଚ୍ୟାଲେଞ୍ଜର ସାମ୍ନା କରୁଛନ୍ତି। ରାଜକୋଷରେ ବିତ୍ତୀୟ ନିଅଣ୍ଟ ଏବଂ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। କୋଭିଡ୍‌-୧୯…

CORONAVIRUS UPDATE: ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୩

ଭୁବନେଶ୍ୱର,୨୬।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ…

ମାସ୍କ ନ ପିନ୍ଧିଲେ ମିଳିବନି ସାମଗ୍ରୀ

ଢେଙ୍କାନାଳ ଅଫିସ, ୨୬।୪ - କରୋନା ସଂକ୍ରମଣ ପ୍ରତିହତ କରିବାକୁ ମାର୍ଚ୍ଚ ୨୫ରୁ ଲକ୍‌ଡାଉନ୍‌ ଜାରି ରହିଛି। ଲୋକମାନଙ୍କ ସୁବିଧା ଏବଂ ଗ୍ରାମାଞ୍ଚଳ ଅର୍ଥନୀତିକୁ ଟ୍ରାକ୍‌କୁ ଫେରାଇ…

ଭାଟି ଲାଇସେନ୍ସ ରଦ୍ଦ ପାଇଁ ହେବ ଆବେଦନ: ମିଳିଲା ଚୋରା କାରବାର ଚେର ଘଟଣା

ଅନୁଗୋଳ ଅଫିସ, ୨୬।୪ - ଅନୁଗୋଳ ସହର ଉପକଣ୍ଠରେ ଥିବା କରଡ଼ାଗାଡ଼ିଆ ମଦ ଭାଟିକୁ ବନ୍ଦ କରାଯାଇଥିଲେ ବି ସେଠାରୁ ୪୪୪୦ ଲିଟର ଦେଶୀ ଚୋରା ମଦ…

ଆମାଜନ୍‌ର ଲୋକାଲ ଶପ୍‌ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୬।୪: ଆମାଜନ୍‌ ଇନ୍‌ ପକ୍ଷରୁ ଭାରତରେ ଲୋକାଲ ଶପ୍‌ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଥିରେ ସାରା ଦେଶରେ ୫୦୦ ଦୋକାନ ଏବଂ ରିଟେଲର ଯୋଡି ହୋଇଛନ୍ତି। ଗ୍ରାହକଙ୍କୁ…

ମାଓବାଦୀଙ୍କଠାରୁ ସାମାଜିକ ଦୂରତା ରକ୍ଷା ପାଇଁ ନିବେଦନ

ବାଲିଗୁଡା,୨୬ା୪(ଡି.ଏନ୍‌.ଏ.)- ବିଶ୍ୱରେ ମହାମାରୀ କରୋନାର ଭୟାବହତା ଜାରି ରହିଛି। ଏପରି ସ୍ଥଳେ ସାମାଜିକ ଦୂରତ୍ୱକୁ ବିଶେଷ ପ୍ରାଧାନ୍ୟ ଦିଆଯାଉଛି। ଏନେଇ ଦେଶରେ ଲକ୍‌ଡାଉନ୍‌ କଟକଣା ଜାରି କରାଯାଇଛି।…

କାଠଗାଡି ଜବତ, ଗାର୍ଡକୁ ଧକ୍କା ମାରି ଚାଳକ ଛୁ

ପାତ୍ରପୁର,୨୬ା୪(ଡି.ଏନ୍‌.ଏ.)- ଶାଗୁଆନ କାଠ ନେଉଥିବା ଏକ ଟାଟା ମ୍ୟାଜିକ ଗାଡି (ଏପି୩୦ୟୁ-୮୦୧୭)କୁ ବ୍ରହ୍ମପୁର ମୋବାଇଲ ଡିଭିଜନ ଫରେଷ୍ଟର ଏନ୍‌. ବାଲାଜୀ ରେଡ୍ଡୀ ଓ ତାଙ୍କ ଟିମ ଶନିବାର…

ଗ୍ରାହକ ସାଜି ମଦ ବ୍ୟବସାୟୀଙ୍କୁ ଧରିଲା ପ୍ରଶାସନ

ଭଞ୍ଜନଗର,୨୬।୪(ଡି.ଏନ.ଏ)-ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ ଶନିବାର ଅପରାହ୍ନରେ ଲକ୍‌ଡାଉନ୍‌ ସ୍ଥିତି ଅନୁଧ୍ୟାନ କରୁଥିଲେ। ଧୁମୁଛାଇ ଛକ ନିକଟରେ ଯାନବାହନ ଯାଞ୍ଚ ଚାଲିଥିବା ବେଳେ ଜଣେ ନିଶାସକ୍ତ ତାଙ୍କ…

ଛାତ୍ରୀଛାତ୍ରଙ୍କୁ ଘରକୁ ଯାଇ ପୁସ୍ତକ ବାଣ୍ଟିଲେ ଶିକ୍ଷକ: ମେ’ ୩ ସୁଦ୍ଧା ବଣ୍ଟାଯିବ ୧୮୭୭୨୫୮ ବହି

ବ୍ରହ୍ମପୁର ଅଫିସ,୨୬ା୪ - କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ଏହାର ପ୍ରଭାବରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିଛି।…

ଗୁଳିକାଣ୍ଡରେ ଯୁବକଙ୍କ ମୃତ୍ୟୁ ଘଟଣା, ୨ ଗିରଫ

ବୁଗୁଡ଼ା,୨୬ା୪(ଡି.ଏନ.ଏ.)-ବୁଗୁଡ଼ା ଥାନା ଅନ୍ତର୍ଗତ କଇମ ନିକଟସ୍ଥ କୁବେରେଶ୍ୱର ମନ୍ଦିରରେ ଏପ୍ରିଲ୍‌ ୪ରେ ଗୁଳିମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ବୁଗୁଡ଼ା ପୋଲିସ ଶନିବାର ଏହି ଘଟଣାରେ ୨…