ପରିବାର ସଦସ୍ୟଙ୍କ ମୃତ୍ୟୁ ପରେ ଅନ୍ୟ ୫ ସଦସ୍ୟଙ୍କ ଆତ୍ମହତ୍ୟା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ଜୀବନଗଲା

ଝାରସୁଗୁଡା ଅଫିସ,୩।୬: ଝାରସୁଗୁଡା ଥାନା ବିଟିଏମ୍‌ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ ଅଞ୍ଚଳରେ ପରିବାରର ଜଣେ ସଦସ୍ୟଙ୍କ ମୃତ୍ୟୁ ସହି ନ ପାରି ଅନ୍ୟ ୫ ଜଣ କୀଟନାଶକ…

୨୪ ଘଣ୍ଟାରେ ୮ ହଜାର ୯୦୯ ନୂଆ ଆକ୍ରାନ୍ତ ଚିହ୍ନଟ: କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଟପିଲା

ନୂଆଦିଲ୍ଲୀ,୩।୬ : ମହାମାରୀ କରୋନା ଭାରତରେ କାୟା ବିସ୍ତାର କରିଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୯୦୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ…

ବାପାଙ୍କ କଥାମାନି ଜୟାଙ୍କୁ ବିବାହ କରିଥିଲେ ଅମିତାଭ

ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ବିଗ୍‌ବି ଅମିତାଭ ବଚ୍ଚନଙ୍କର ଜୁନ୍‌ ୩ ଅର୍ଥାତ୍‌ ଆଜି ହେଉଛି ବିବାହ ବାର୍ଷିକୀ। ନିଜ ଜୀବନର ସମସ୍ତ ଛୋଟ ବଡ଼…

ମୁମ୍ବାଇଠାରୁ ମାତ୍ର ୧୫୦ କିମି ଦୂରରେ ବାତ୍ୟା ‘ନିସର୍ଗ’: ହାଇଆଲର୍ଟ ଜାରି

ମୁମ୍ବାଇ,୩।୬: ଦେଶରେ କରୋନା ପରିସ୍ଥିତି ଜଟିଳ ରୂପ ଧାରଣ କରିଥିବାବେଳେ ଗୋଟିଏ ପରେ ଗୋଟିଏ ବାତ୍ୟା ଲୋକଙ୍କୁ ଆହୁରି ଭୟଭୀତ କରିଛି। ବାତ୍ୟା ଅମ୍ଫନ୍‌ ପରେ ଏବେ…

ରୁକ୍ମିଣୀଙ୍କୁ ବିବାହ କଲେ ମହାପ୍ରଭୁ

ପୁରୀ ଅଫିସ,୩ା୬:  ବିଦର୍ଭ ରାଜା ଭୀଷ୍ମକଙ୍କ କନ୍ୟା ରୁକ୍ମିଣୀ ମା’ ବିମଳାଙ୍କ ଦର୍ଶନ ସାରି ଫେରୁଥିବା ବେଳେ ମହାପ୍ରଭୁ ତାଙ୍କୁ ହରଣ କରି ନେଉଥିଲେ। ଏହି ସମୟରେ…

ପୁରୀରେ ପହଞ୍ଚିଲା ବଉଳକାଠ

ପୁରୀ ଅଫିସ/ସାକ୍ଷୀଗୋପାଳ, ୩ା୬(ଡି.ଏନ୍‌.ଏ): ଚଳିତବର୍ଷ ସ୍ନାନ ଓ ରଥଯାତ୍ରାରେ ଶ୍ରୀଜଗନ୍ନାଥ ଓ ବଡଠାକୁରଙ୍କ ପହଣ୍ଡି ବିଜେ ନିମନ୍ତେ ବାହୁଟ ସେବାଲାଗି ଆବଶ୍ୟକ ବଉଳ କାଠ ଶଗଡ଼ି ମଙ୍ଗଳବାର…

୧୦୦୮ ଗରା ଜଳରେ ସ୍ନାନ କଲେ ଶ୍ରୀଲୋକନାଥ

ପୁରୀ ଅଫିସ,୩ା୬: ଶ୍ରୀଲୋକନାଥ ମନ୍ଦିରରେ ମଙ୍ଗଳବାର ପ୍ରଭୁ ଶ୍ରୀଲୋକନାଥଙ୍କ ଜଳାଶାୟୀ ନୀତି ସମ୍ପନ୍ନ ହୋଇଛି। ଦ୍ୱିପ୍ରହର ଧୂପ ସରିବା ପରେ ଶ୍ରୀଲୋକନାଥ ୧୦୦୮ ଗରା ସୁବାସିିତ ଜଳରେ…

୫ ଜିଲାରେ ଉଜାଡ଼ିବ ଜଙ୍ଗଲ, ଚାଷ

କଟକ ଅଫିସ,୩ା୬: ପାକିସ୍ତାନୀ ପଙ୍ଗପାଳ ଏବେ ଛତିଶଗଡ଼ରେ ଉପଦ୍ରବ ଚଳାଇଛି। କିନ୍ତୁ ଓଡ଼ିଶାରେ ସେମାନଙ୍କ ଆଗମନ ସୂଚନା ପାଇବା ପରେ ଫସଲ ବଞ୍ଚାଇବା ଚିନ୍ତାରେ ଚାଷୀଙ୍କ ଭିତରେ…

ଓଡ଼ିଶା ଫେରିବାକୁ ମଙ୍ଗଳସୂତ୍ର ବିକିଲେ: ବିକା ଟଙ୍କାରେ ସାଇକେଲ କିଣି ବେଙ୍ଗାଲୁରୁରୁ ଭଦ୍ରକ ଫେରିଲେ ଦମ୍ପତି

କଟକ ଅଫିସ,୩ା୬: ଜଣେ ସଧବା ନାରୀର ଅସ୍ମିତା ହେଉଛି ତା’ର ମଙ୍ଗଳସୂତ୍ର। କିନ୍ତୁ ଲକ୍‌ଡାଉନ୍‌ ଜନିତ ବେରୋଜଗାରି ଶ୍ରମିକମାନଙ୍କ ଦାରିଦ୍ର୍ୟ ଓ ଅଭାବକୁ ତେଜି ସେମାନଙ୍କୁ ଏଭଳି…

କୋଚିଂ ସେଣ୍ଟର ଖୋଲିବାକୁ ସର୍ତ୍ତମୂଳକ ଅନୁମତି ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଘରୋଇ ଶିକ୍ଷକ

ଭୁବନେଶ୍ୱର, ୩।୬(ବ୍ୟୁରୋ): କରୋନା ମହାମାରୀ ଲକ୍‌ଡାଉନ୍‌ ଯୋଗୁ ୩ମାସ ହେଲା ଟ୍ୟୁଶନ ଓ କୋଚିଂସେଣ୍ଟର ବନ୍ଦ ରହିଛି। ଏହା ଛାତ୍ରୀଛାତ୍ରଙ୍କ ଶିକ୍ଷାର ବିକାଶ ଉପରେ ଘୋର ପ୍ରଭାବ…