କରୋନା ସଂକ୍ରମଣ ଆଶଙ୍କା: ଉତ୍ତେଜନା ପରେ ବନ୍ଦ ହେଲା ଟ୍ରାନ୍ସପୋର୍ଟ ଅଫିସ

କେନ୍ଦୁଝର,୨୫।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗାଠାରେ ଚାଲିଥିବା ଟ୍ରାନ୍ସପୋର୍ଟ ଅଫିସକୁ ସ୍ଥାନୀୟ ସରପଞ୍ଚ ଓ ସଦର ପୋଲିସ ଉଦ୍ୟମରେ ଶନିବାର ବନ୍ଦ କରାଯାଇଛି। ଫଳରେ…

ଦେଢ ବର୍ଷର ଶିଶୁକୁ ଘରେ ଛାଡି କନଷ୍ଟେବଳ ସାଜିଛନ୍ତି କରୋନା ଯୋଦ୍ଧା

ନୂଆଦିଲ୍ଲୀ,୨୫।୪: ନିଜର ବୃତ୍ତିକୁ ନେଇ ଦିନେ ପରିବାରଠାରୁ ପଡୋଶୀଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ନିକଟରେ ସମାଲୋଚନା ଶିକାର ହେଉଥିବା ମହିଳା କନଷ୍ଟେବଳ ଆଜି ଏକ ଅଦୃଶ୍ୟ ଯୁଦ୍ଧରେ ଅଗାଧାଡିର…

ଦିଲ୍ଲୀରେ ଜଣେ ହେଡ୍‌ କନଷ୍ଟେବଳ କରୋନା ପଜିଟିଭ୍‌: କ୍ୱାରାଣ୍ଟାଇନ୍‌ରେ ୧୧ ପୋଲିସ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀର ଅଲିପୁର ଥାନାରେ ଜଣେ ହେଡ୍‌ କନଷ୍ଟେବଳ କରୋନା ଭାଇରସ୍‌ ସଂକ୍ରମଣରେ ସଂକ୍ରମିତ ହୋଇଛନ୍ତି। ଏହାପରେ ଥାନାରେ ଅନ୍ୟ ୧୧ ପୋଲିସକର୍ମୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା ଜଣାପଡ଼ିଛି।…

ବିନା ଲକ୍‌ଡାଉନ୍‌ରେ ବି କରୋନାକୁ ପରାସ୍ତ କରିଛି ଭିଏତ୍‌ନାମ୍‌: କୌଣସି ସଂକ୍ରମିତଙ୍କ ହୋଇନି ମୃତ୍ୟୁ

ହନୋଇ,୨୫।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ କେତେକ ଦେଶରେ ଲକ୍‌ଡାଉନ୍‌ ମଧ୍ୟ ଜାରି ରହିଛି। ଆମେରିକାରେ ମୃତକଙ୍କ…

ଗୁଡ଼୍‌ଭେଲାରେ କାଳବୈଶାଖୀ: ଉଡ଼ିଗଲା ଛପର, ଭାଙ୍ଗିଲା ଗାଈ ଗୁହାଳ; ବିଦ୍ୟୁତ୍‌ ସରବରାହ ବ୍ୟାହତ

ଗୁଡ଼୍‌ଭେଲା,୨୫।୪(ଡି.ଏନ୍‌.ଏ.): ଗୋଟିଏ ପଟେ କରୋନା ସମସ୍ତଙ୍କ ଉପରେ ଦାଉ ସାଧୁଥିବାବେଳେ କାଳବୈଶାଖୀ ଲୋକଙ୍କ କଷ୍ଟ ଆହୁରି ବଢ଼ାଇଦେଇଛି। ଶୁକ୍ରବାର ହୋଇଥିବା କାଳବୈଶାଖୀରେ ବଲାଙ୍ଗୀର ଜିଲା ଗୁଡ଼୍‌ଭେଲା ବ୍ଲକର…

କୋଭିଡ-୧୯: ବ୍ରାଜିଲରେ ମୃତଦେହ ରଖିବାକୁ ସ୍ଥାନର ଅଭାବ!

ବ୍ରସିଲିଆ,୨୫।୪: କରୋନା ସଂକ୍ରମଣ ଚାଇନାରୁ ଆରମ୍ଭ ହୋଇଥିବା ବେଳେ ଏବେ ଏହା ସାରା ବିଶ୍ୱରେ ମହାମାରୀର ରୂପ ନେଇଛି। ଆମେରିକାରେ ପ୍ରତିଦିନ ସର୍ବାଧିକ କରୋନା ସଂକ୍ରମିତଙ୍କ ମୃତ୍ୟୁ…

ପୁଲଓ୍ବାମା ଅବନ୍ତିପୋରାରେ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୫।୪: ଜମ୍ମୁ-କଶ୍ମୀର ପୁଲାଓ୍ବାମା ଜିଲାର ଅବନ୍ତିପୋରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶନିବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୩ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଅବନ୍ତିପୋରାର…

ଓଡ଼ଗାଁରେ ସରକାରୀ ନିୟମକୁ ବେଖାତିର: ସ୍କୁଲକୁ ପିଲାଙ୍କୁ ଡକାଇ ଶିକ୍ଷକ ବାଣ୍ଟୁଛନ୍ତି ବହି, ସାମାଜିକ ଦୂରତାର ପ୍ରଶ୍ନ ନାହିଁ

ଓଡଗାଁ,୨୫।୪(ସ୍ବ.ପ୍ର.)- କରୋନା ମୁକାବିଲାକୁ ନେଇ ସମ୍ପ୍ରତି ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପିଲାଙ୍କୁ ଘରେ ଘରେ ବୁଲି ଶିକ୍ଷକ…

ସମୁଦ୍ରରେ ବୁଡ଼ିଲା ଡଙ୍ଗା: ଜଣେ ମସ୍ୟଜୀବୀଙ୍କ ଜୀବନ ଗଲା, ୪ ପହଁରି ପହଁରି କୂଳକୁ ଫେରିଲେ

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡ଼ମପେଟାରେ ସମୁଦ୍ରରେ ଡ଼ଙ୍ଗା ବୁଡିଯିବାରୁ ଜଣେ ମସ୍ୟଜୀବୀଙ୍କ ମୃତ୍ୟ ଘଟିଛି। ଅନ୍ୟ ୪ ମତ୍ସ୍ୟଜୀବୀ ପହଁରି ପହଁରି କୂଳକୁ…

ସୌଦିରେ କୋରଡ଼ା ମାଡ଼ ବନ୍ଦ: ସୁପ୍ରିମ୍‌ କୋର୍ଟ ରାୟ

ରିୟାଦ୍‌,୨୫।୪: ସୌଦିରେ ଏଣିକି ଅପରାଧୀଙ୍କୁ ଆଉ କୋରାଡ଼ା ମାଡ଼ ଦିଆଯିବା ଦଣ୍ଡାଦେଶ କରାଯିବ ନାହିଁ। ଏନେଇ ସୌଦିର ସୁପ୍ରିମ୍‌ କୋର୍ଟ ଏକ ରାୟ ଦେଇଛନ୍ତି। ଏହା ପରିବର୍ତ୍ତେ…