ପୁଲଓ୍ବାମା,୨।୬: ଜମ୍ମୁ-କଶ୍ମୀରରେ ହୋଇଥିବା ଏନ୍କାଉଣ୍ଟରରେ ମଙ୍ଗଳବାର ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସାଇମଙ୍ଗ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ଏହି ଏନ୍କାଉଣ୍ଟର କରାଯାଇଛି। ସୋମବାର ଆରମ୍ଭ…
ନୂଆଦିଲ୍ଲୀ, ୨।୬: ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀର ସୀମାକୁ ଏକ ସପ୍ତାହ ପାଇଁ ସିଲ୍ କରାଯାଇଛି। ସଂକ୍ରମଣ ରୋକିବା ଲାଗି…
ଦେଶରେ କରୋନା ମହାମାରୀ ଧିରେ ଧିରେ ଜଟିଳ ରୂପ ଧାରଣ କରିଛି। ଏହି ସମୟରେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ମାତାପିତାଙ୍କ ଯତ୍ନ ନେବାକୁ ନିବେଦନ କରିଛନ୍ତି। ‘ଗଡ…
ଚେନ୍ନାଇ,୨।୬: କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଗତ ମାର୍ଚ୍ଚ ମାସରୁ ଦେଶରେ ଲାଗୁ ହୋଇଥିଲା ଲକ୍ଡାଉନ। ହେଲେ ଜୁନ୍ ପହିଲାରୁ ଅନ୍ଲକ୍ ୧.୦ ଲାଗୁ ହେବା ପରେ…
ନିଶ୍ଚିନ୍ତକୋଇଲି୨।୬(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଦିନକୁଦିନ କରୋନା ପଜିଟିଭ୍ଙ୍କ ସଂଖ୍ୟା ବଢ଼ୁଛି। କ୍ୱାରାଣ୍ଟାଇନ ସେଣ୍ଟରରେ ପଜିଟିଭ୍ ଚିହ୍ନଟ ହେଉଥିବାରୁ ଗୋଷ୍ଠୀ ସଂକ୍ରମଣର ଭୟ ନ ଥିବା…
ପାଟଣା,୨।୬(ସ୍ବ.ପ୍ର.): କାଳବୈଶାଖୀ ତାଣ୍ଡବରେ ସୋମବାର ଅପରାହ୍ନରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ବହୁ କ୍ଷତି ଘଟିଛି। ଏଠାରେ ଘଡ଼ଘଡ଼ି ସାଙ୍ଗୁ ବର୍ଷା ପବନରେ ବଡ଼ ବଡ଼ ଗଛ…
ଜେନେଭା, ୨।୬: ଜାତିସଂଘ ସୁରକ୍ଷା ପରିଷଦ ନିର୍ବାଚନ ଜୁନ୍ ୧୭ରେ ହେବ। ଏନେଇ ସୂଚନା ପ୍ରକାଶ ପାଇଛି। ଫ୍ରାନ୍ସ୍ର ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏହି ସୂଚନା ପ୍ରକାଶ…
ନୂଆଦିଲ୍ଲୀ,୨।୬: ରାଜଧାନୀ ଦିଲ୍ଲୀର ଉପରାଜ୍ୟପାଳ ଅନିଲ ବୈଜଲଙ୍କ କାର୍ଯ୍ୟାଳୟରେ କରୋନା ତା’ର ଉପସ୍ଥିତି ଜାହିର କରିଛି। ଏଠାରେ ଏକାଥରକେ ୧୩ ଜଣ କରୋନାରେ ପୀଡ଼ିତ ଥିବା ମଙ୍ଗଳବାର…
ବଇଣ୍ଡା,୨।୬ (ଡି.ଏନ୍.ଏନ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ଗ୍ରାମରେ ଥିବା ବ୍ୟାଙ୍କ ଅଫ୍ ବରୋଦାରୁ ସୋମବାର ରାତିରେ ଲୁଟ୍ ଉଦ୍ୟମ ବିଫଳ ହୋଇଛି। କେତେକ ଦୁର୍ବୃତ୍ତ…
ଓଡ଼ାପଡ଼ା, ୨।୬(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ୫୫ ନଂ. ଜାତୀୟ ରାଜପଥର ଗଉଡ଼ାକାଟେଣି ଛକ ନିକଟରେ ମଙ୍ଗଳବାର ସକାଳେ ଏକ ବୋଲେରୋ ଭିତରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଥିବା…