ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ସଂକ୍ରମଣ ପାଇଁ ଲକ୍ଡାଉନ୍ ଚାଲିଥିବା ବେଳେ ରାଜଧାନୀ ଦିଲ୍ଲୀରେ ଏଭଳି ପରିସ୍ଥିତିରେ ଜଣେ ଗର୍ଭବତୀଙ୍କୁ ହସ୍ପିଟାଲରେ ପହଞ୍ଚାଇବା ପାଇଁ ସହାୟତା ଯୋଗାଇ ଦେଇଥିଲେ…
ନୂଆଦିଲ୍ଲୀ,୨୪।୪: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡକର କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ସାରା ଦେଶ କରୋନା ଭାଇରସ ସହ ଲଢୁଥିବା ବେଳେ…
କଣାସ, ୨୪ା୪ (ସ୍ବ.ପ୍ର.): ପୁରୀ ଜିଲାର ଚିଲିକା ଉପକୂଳରେ ଅବସ୍ଥିିତ କଣାସ ବ୍ଲକରେ ବର୍ଷସାରା ପାନୀୟଜଳ ସଙ୍କଟ ଲାଗି ରହିଥାଏ। କାରଣ ଏଠାରେ ଥିବା ନଳକୂପଗୁଡିକରୁ ଲୁଣିପାଣି…
ବ୍ରହ୍ମଗିରି, ୨୪ା ୪(ଡି.ଏନ.ଏ.): ଶ୍ରୀକ୍ଷେତ୍ରର ମହାପ୍ରଭୁ ଜଗନ୍ନାଥ କରୋନା ଯୋଗୁ ଭକ୍ତଙ୍କୁ ଦେଉନାହାନ୍ତି ଦର୍ଶନ। ସେହିପରି ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲାଉଥିବା ବ୍ରହ୍ମକ୍ଷେତ୍ର ବ୍ରହ୍ମଗିରିର ଅଲାରନାଥ ପୀଠ କରୋନା…
ଆର.ଉଦୟଗିରି,୨୪ା୪(ଡି.ଏନ୍.ଏ.)- ଆର.ଉଦୟଗିରି ବ୍ଲକ ଆର.ଉଦୟଗିରି ଗ୍ରାମ ଗୋପବନ୍ଧୁ ବିଦ୍ୟାଳୟର ଶିକ୍ଷୟିତ୍ରୀମାନେ ଅଭିଭାବଙ୍କୁ ବିଦ୍ୟାଳୟକୁ ଡକାଇ ଗୁରୁବାର ବହି ବାଣ୍ଟିଛନ୍ତି। କରୋନା ପାଇଁ ସ୍କୁଲ ବନ୍ଦ ଥିବାବେଳେ ସରକାର…
ନୂଆଦିଲ୍ଲୀ,୨୪।୪: ଦେଶରେ ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ବେଳକୁ ବେଳ ଏହି ସଂଖ୍ୟାରେ ବୃଦ୍ଧି ଘଟିବାରୁ ଏହା ସମସ୍ତଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଲାଣି। ଶୁକ୍ରବାର…
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଭୂମୀ ପେଡେନେକର ‘ଦମ ଲଗାକେ ହୈସା’ମାଧ୍ୟମରେ ବଲିଉଡ୍ରେ ଡେବ୍ୟୁ କରିଥିଲେ। ପ୍ରଥମେ ସେ ସାମାଜିକ ବାର୍ତ୍ତା ଦେଉଥିବା ଫିଲ୍ମରୁ କ୍ୟାରିୟର ଆରମ୍ଭ କରିଥିଲେ…
ରାଇକିଆ,୨୪ା୪(ଡି.ଏନ୍.ଏ.)- ଏମ୍ଜିଏନ୍ଆର୍ଇଜିଏସ୍ କାମ ପାଇଁ କଟକଣା କୋହଳ ପରେ କନ୍ଧମାଳ ଜିଲା ରାଇକିଆ ବ୍ଲକରେ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି। ସାମାଜିକ ଦୂରତ୍ୱକୁ ଧ୍ୟାନ ଦିଆଯାଇ…
କୋରୁକୋଣ୍ଡା,୨୪।୪(ଡି.ଏନ.ଏ): ସାରା ବିଶ୍ୱରେ କରୋନାର ଭୟାବହତା ଦିନକୁ ଦିନ ବଢିବା ଦେଖି ସରକାର ଲକ୍ଡାଉନ୍ ଘୋଷଣା କରିଥିଲେ। ଏହି ସମୟରେ ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନଗୁଡ଼ିକୁ…
ଭୁବନେଶ୍ୱର,୨୪।୪(ବ୍ୟୁରୋ): ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଶୁକ୍ରବାର ଖବରଦାତା ସମ୍ମିଳନୀ ଜରିଆରେ ମନ୍ତବ୍ୟ ରଖିଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ମୁଖ୍ୟ…