ବଡ଼ବିଲରେ କାଳବୈଶାଖୀ ବର୍ଷା ସାଙ୍ଗକୁ କୁଆପଥର ମାଡ଼

ବଡ଼ବିଲ, ୨୪।୪(ସ.ପ୍ର.)-କେନ୍ଦୁଝର ଜିଲା ବଡ଼ବିଲରେ ଶୁକ୍ରବାର ମଧ୍ୟାହ୍ନରେ କାଳ ବୈଶାଖୀ ସାଙ୍ଗକୁ, ବର୍ଷା, ଘଡଘଡି ଓ ପ୍ରବଳ ମାତ୍ରାରେ କୁଆପଥର ମାଡ଼ ହୋଇଛି। ପ୍ରବଳବେଗରେ ପବନ ଯୋଗୁ…

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ନବ

ଝାରସୁଗୁଡା ଅଫିସ,୨୪।୪: ସାରା ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରିଛି। ସାରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ମଧ୍ୟ କଡା…

ସାଇକେଲ୍‌ରେ ମୁମ୍ବାଇରୁ ଗୋରଖପୁର ଯାତ୍ରା

ମୁମ୍ବାଇ,୨୪।୪: ଦେଶରେ ଲକ୍‌ଡାଉନ୍‌ ଯୋଗୁ ଏକପ୍ରକାର ସବୁ ଠପ୍‌ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସମସ୍ତ ପ୍ରବାସୀଙ୍କୁ ଯିଏ ଯେଉଁଠାରେ ଅଛି…

ଭଦ୍ରକର ନୂଆ ବ୍ଲକ୍‌କୁ ଡେଇଁଲା କରୋନା: ଜିଲାରେ ପୁଣି ୪ କରୋନା ପଜିଟିଭ୍‌

ଭଦ୍ରକ ଅଫିସ, ୨୪।୪- ଶୁକ୍ରବାର ଭଦ୍ରକରେ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ପୂର୍ବରୁ ଭଦ୍ରକ ସହର ସମେତ…

ଚିନ୍ତା ବଢ଼ାଇଲେଣି ପଶ୍ଚିମବଙ୍ଗ ଫେରନ୍ତା: ଆକ୍ରାନ୍ତ ମାମଲାରେ ଯାଜପୁର, ବାଲେଶ୍ୱରକୁ ଟପିଲା ଭଦ୍ରକ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଗୋଟିଏ ଦିନରେ ଭଦ୍ରକ ଜିଲାରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଦ୍ୱାରା ଜିଲାରେ ମୋଟ ପଜିଟିଭ୍‌ଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ପ୍ରଥମେ ରାଜ୍ୟରେ…

ମନୋହରଙ୍କ କାର୍ଯ୍ୟକାଳ ୨ ମାସ ବଢିପାରେ ଆଇସିସି ଅଧ୍ୟକ୍ଷ ପଦ ଦୌଡ଼ରେ ଗେଭ୍ସ ସର୍ବାଗ୍ରେ

ନୂଆଦିଲ୍ଲୀ,୨୪।୪(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଅଧ୍ୟକ୍ଷ ଭାବେ ଶଶାଙ୍କ ମନୋହରଙ୍କ କାର୍ଯ୍ୟକାଳ ଆଉ ୨ ମାସ ବଢିପାରେ। ଜୁନ୍‌ରେ ସେ ପଦ ଛାଡିବେ ବୋଲି ଆଶା…

ଘରେ କାମ କରୁଥିବା ଯାଜପୁର ମହିଳାଙ୍କ ଶେଷକୃତ୍ୟ ସମ୍ପନ୍ନ କଲେ ଗମ୍ଭୀର

ନୂଆଦିଲ୍ଲୀ,୨୪। ୪(ପି.ଟି.): ପୂର୍ବତନ କ୍ରିକେଟର ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀର ତାଙ୍କ ଘରେ କାମ କରୁଥିବେ ଜଣେ ମହିଳାଙ୍କ ଶେଷକୃତ୍ୟ ସମ୍ପନ୍ନ କରିଛନ୍ତି। ୪୯ ବର୍ଷୟା…

ଆଇପିଏଲ୍‌ ଲାଗି ଏସିଆ କପ୍‌ କାର୍ଯ୍ୟସୂଚୀ ପରିବର୍ତ୍ତନ ଗ୍ରହଣୀୟ ନୁହଁ: ପିସିବି

କରାଚି,୨୪।୪ (ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ସ୍ଥଗିତ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ପାଇଁ ଏସିଆ କପ୍‌ କାର୍ଯ୍ୟସୂଚୀରେ ପରିବର୍ତ୍ତନକୁ ଗ୍ରହଣ କରିବୁ ନାହିଁ…

କୋଭିଡ-୧୯ ମହାମାରୀ: ୟୁରୋପିଆନ ଚାମ୍ପିୟନଶିପ୍‌ ବାତିଲ

ପ୍ୟାରିସ୍‌,୨୪।୪ (ଏଏଫ୍‌ପି): କୋଭିଡ୍‌-୧୯ ମହାମାରୀ କାରଣରୁ ଆଉ ଏକ ବଡ଼ ଇଭେଣ୍ଟ ବାତିଲ ହୋଇଛି। ପ୍ୟାରିସ୍‌ରେ ଆସନ୍ତା ଅଗଷ୍ଟ ମାସରେ ଆୟୋଜନ ହେବାକୁ ଥିବା ହାଇପ୍ରୋଫାଇଲ ୟୁରୋପିଆନ୍‌…

ପୋର୍ଟ ଭିତରେ ଜଳିଗଲା ହାଇଓ୍ବା

ପାରାଦୀପ, ୨୪।୪ (ସ୍ବ.ପ୍ର.)-ପାରାଦୀପ ପୋର୍ଟର ୧ନମ୍ବର ଗେଟ୍‌ ପାଖରେ ଚାଲିଥିବ ଏକ ନୂତନ ପ୍ରକଳ୍ପ(ଜେଏସ୍‌ଡବ୍ଲ୍ୟୁ)ରେ ଶୁକ୍ରବାର ଏକ ହାଇଓ୍ବାରେ ନିଆଁ ଲାଗି ଗାଡ଼ିଟି ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ଗାଡ଼ିଟି…