ସୀମାନ୍ତ ଲୋକଙ୍କୁ ଉତ୍ତମ ସେବା ଯୋଗାଇବ ଫାଣ୍ଡି: ଡିଆଇଜି

ପଟ୍ଟାଙ୍ଗୀ,୧ା୬(ଡି.ଏନ୍‌.ଏ.)-କୋରାପୁଟ ଜିଲା ତଥା ଆନ୍ଧ୍ର ସୀମାନ୍ତ ପଟ୍ଟାଙ୍ଗୀ ଥାନା ଅନ୍ତର୍ଗତ ସୁଙ୍କି ପଞ୍ଚାୟତ କାର୍ଯ୍ୟାଳୟର ଅସ୍ଥାୟୀ ଗୃହରେ ଚାଲିଥିବା ସୁଙ୍କି ଫାଣ୍ଡିକୁ ସୋମବାର ଡିଆଇଜି ସଫିନ ଅହମ୍ମଦ…

୨ ସ୍ପେଶାଲ ଟ୍ରେନ୍‌ରେ ପହଞ୍ଚିଲେ ପ୍ରବାସୀ

ବଲାଙ୍ଗୀର ଅଫିସ, ୧ା୬: ବଲାଙ୍ଗୀର ରେଳଷ୍ଟେଶନ୍‌ରେ ରବିବାର ରାତିରେ ୨ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚିଥିଲା। ତାମିଲନାଡୁର ତିରପୁରରୁ ରାଉରକେଲା ଯାଉଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ରାତି…

ଜଳୁଛି ଆମେରିକା

ଅନେକ ଦିନ ହେବ ନିରବ ରହିଥିବା କୃଷ୍ଣକାୟ ଏବଂ ଶ୍ବେତାଙ୍ଗ ପ୍ରସଙ୍ଗ ପୁଣିଥରେ ଉଠିଛି ଆମେରିକାରେ । ନିକଟରେ କୃଷ୍ଣକାୟ ଆମେରିକୀୟ ଜର୍ଜ ପ୍ଲୋୟଡଙ୍କୁ ଜଣେ ପୋଲିସ…

ଟିଟିଲାଗଡ଼ କୋଭିଡ କେୟାର ସେଣ୍ଟର ଉଦ୍‌ଘାଟିତ

ଟିଟିଲାଗଡ଼, ୧।୬ (ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ ମାତୃ ଓ ଶିଶୁ ଡାକ୍ତରଖାନା କୋଭିଡ କେୟାର ସେଣ୍ଟର ଭାବରେ କାର୍ଯ୍ୟ ଆରମ୍ଭ କରିଛି। ସୋମବାର ଅନୁଷ୍ଠିତ ଏକ…

ଡିପ୍ରେସନର ରୂପ ନେଲା ‘ନସର୍ଗ’

ନୂଆଦିଲ୍ଲୀ,୧।୬: କ୍ରମଶଃ ଉଗ୍ରରୂପ ଧାରଣ କରୁଛି ବାତ୍ୟା ‘ନସର୍ଗ’। ସୋମବାର ଏହା ଡିପ୍ରେସନର ରୂପ ନେଇଥିବା ବେଳେ ଆଗାମୀ ୧୨ ଘଣ୍ଟା ପରେ ଏହା ଡିପ୍‌ ଡିପ୍ରେସନର…

୧୮ ରାଜ୍ୟ ସଭା ଆସନ ଲାଗି ୧୯ରେ ନିର୍ବାଚନ

ନୂଆଦିଲ୍ଲୀ,୧ା୬(ପି.ଟି.)-ରାଜ୍ୟ ସଭାର ୧୮ଟି ଆସନ ଲାଗି ଆସନ୍ତା ୧୯ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ନିର୍ବାଚନ କମିଶନ(ଇସି)ଙ୍କ ପକ୍ଷରୁ ଏହା ଘୋଷଣା କରାଯାଇଛି। ଏହିସବୁ ଆସନରେ…

୭୧ ଦିନ ପରେ ଜଳେଶ୍ୱରରେ ଟ୍ରେନ୍‌ ରହଣି : ଯାତ୍ରୀଙ୍କୁ କରାଗଲା ଥର୍ମାଲ ସ୍କ୍ରିନିଂ

ଜଳେଶ୍ୱର, ୧।୬(ସ୍ବ.ପ୍ର.)-କରୋନା ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଯାତ୍ରୀବାହୀ ଟ୍ରେନ ଚଳାଚଳ ବନ୍ଦ ରହିଥିଲା। ଦୀର୍ଘ ୭୧ ଦିନ ପରେ ସୋମବାର ପ୍ରଥମ କରି ୦୨୦୭୪ ଡାଉନ୍‌…

ଠିକ୍‌ ସମୟରେ ମୌସୁମୀ: ଚଳିତବର୍ଷ ସ୍ବାଭାବିକ ବର୍ଷା

ନୂଆଦିଲ୍ଲୀ,୧।୬: ସୋମବାର କେରଳରେ ମୌସୁମୀ ପହଞ୍ଚିଛି। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ପୂର୍ବରୁ ଜୁନ୍‌ ୧ରେ ମୌସୁମୀ କେରଳ ଛୁଇଁବ ବୋଲି ମଧ୍ୟ ପୂର୍ବାନୁମାନ କରାଯାଇଥିଲା। ଦକ୍ଷିଣ…

ହାର୍ଦ୍ଦିକଙ୍କ ପୂର୍ବରୁ ୪ କ୍ରିକେଟର୍‌ ବିନା ବିବାହରେ ହୋଇଥିଲେ ପିତା

ଭାରତୀୟ କ୍ରିକେଟ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପିତା ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ଏହି ଖୁସିଖବର ନିଜ ଫ୍ୟାନ୍‌ଙ୍କୁ ଜଣାଇଛନ୍ତି…

ଖାତା ମୂଲ୍ୟାଙ୍କନକାରୀଙ୍କୁ ଭତ୍ତା ପ୍ରଦାନ ପାଇଁ ଦାବିପତ୍ର

କେନ୍ଦୁଝର, ୧ା୬ (ସ୍ବ.ପ୍ର.)-ଚଳିତବର୍ଷ କରୋନା ମହାମାରୀ ସତ୍ତ୍ୱେ ମାଧ୍ୟମିକ ଶିକ୍ଷା ପରିଷଦ, କଟକ ଦ୍ୱାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଖାତା ମୂଲ୍ୟାୟନ ଗତ ୨୬ ତାରିଖଠାରୁ…