ଭଦ୍ରକ ଅଫିସ,୨୪ା୪: ଭଦ୍ରକ ଜିଲାରେ ଶୁକ୍ରବାର ପୁଣି ଜଣେ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ରୋଗୀ ସଂଖ୍ୟା ୧୨ରେ ପହଞ୍ଚିଛି। ତାଙ୍କର…
ଭୁବନେଶ୍ୱର,୨୪ା୪(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୦ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା…
ସୁନ୍ଦରଗଡ, ୨୪|୪ (ଡି.ଏନ୍.ଏ) - ସୁନ୍ଦରଗଡ ବିଜୁ ଜନତା ଦଳ ପକ୍ଷରୁ ଗୁରୁବାରଠାରୁ ତିନିଦିନିଆ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଳୟ ରେଡକ୍ରସ ସ୍ବାସ୍ଥ୍ୟ…
ସମ୍ବଲପୁର,୨୪ା୪(ବ୍ୟୁରୋ) - ରବିଧାନ ଅମଳ ଅବସ୍ଥାକୁ ଆସି ଯାଇଥିଲା। କରୋନା କଟକଣା ସତ୍ତ୍ୱେ ଚାଷର ଉପଯୁକ୍ତ ଯତ୍ନ ନେଇଥିଲା ଚାଷୀ। ହେଲେ ସମ୍ବଲପୁର ଜିଲାରେ ମଙ୍ଗଳବାର ସନ୍ଧ୍ୟାର…
ନୂଆପଡା ଅଫିସ/ବୋଡେନ,୨୪|୪ - କରୋନା ଲକ୍ଡାଉନ ପରେ ଶ୍ରମିକମାନେ ଜିଲା ତଥା ରାଜ୍ୟ ବାହାରେ ହଇରାଣ ହେବା ପରେ ବିକଳ୍ପ ଚିନ୍ତା କରି ଘରକୁ ଫେରିଆସୁଛନ୍ତି। ହେଲେ…
ନୂଆପଡ଼ା ଅଫିସ,୨୪ା୪- ଜିଲା ବାହାର କିମ୍ବା ରାଜ୍ୟ ବାହାରୁ ଆସୁଥିବା ଶ୍ରମିକ କିମ୍ବା ଅନ୍ୟ ଶ୍ରେଣୀର ଲୋକଙ୍କୁ ପୃଥକ୍ ବାସରେ ରଖିବାକୁ କ୍ୱାରାଣ୍ଟାଇନ ସେଣ୍ଟର କରାଯାଉଛି। ସେଠାରେ…
ଭବାନୀପାଟଣା,୨୪।୪(ସ୍ବ.ପ୍ର)-ମହାମାରୀ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରାଦେଶରେ ଲକ୍ ଡାଉନ ଜାରି ରହିଛି। ଏପରି ସ୍ଥିତିରେ ରାଜ୍ୟର ଆର୍ଥିକ ମେରୁଦଣ୍ଡ ସାଜିଥିବା ଚାଷୀକୂଳ ଘୋର ସଙ୍କଟ…
ଝାରସୁଗୁଡ଼ା ଅଫିସ,୨୪ା୪- ଝାରସୁଗୁଡ଼ା ଜିଲାରେ ଥିବା ସମସ୍ତ ବୃହତ୍, ମଧ୍ୟମ ଓ କ୍ଷୁଦ୍ରଶିଳ୍ପ ଅନୁଷ୍ଠାନ ତଥା ଖଣିଜ ଉପତ୍ାଦନ ପ୍ରତିଷ୍ଠାନ ନିମନ୍ତେ ଗୁରୁବାର ଜିଲା ବିପର୍ଯ୍ୟୟ ପରିଚାଳନା…
ଟିଟିଲାଗଡ଼,୨୪।୪(ଡି.ଏନ.ଏ.)-ମହାମାରୀ କରୋନା ରେଡ୍ ଜୋନ୍ ଭାବେ ପରିଚିତ ବାଲେଶ୍ୱର ଅଞ୍ଚଳର ଜଣେ ସରକାରୀ କର୍ମଚାରୀ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ ପହଞ୍ଚତ୍ବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା ା…
ବଲାଙ୍ଗୀର ଅଫିସ, ୨୪ା୪ - ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ ଜଙ୍ଗଲ ଅଞ୍ଚଳରେ ବସବାସ କରୁଥିବା ଅନୁସୂଚିତ ଜନଜାତି ଓ ପାରମ୍ପରିକ ବନବାସୀଙ୍କ ଏକ ମୁଖ୍ୟ ଉପଜୀବ୍ୟ…