ଏଥର ହେବ ସ୍ବାଭାବିକଠାରୁ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୬: କେରଳରେ ମୌସୁମୀ ପହଞ୍ଚିବା ପରେ ଦେଶବାସୀଙ୍କ ଆଶ୍ୱସ୍ତି ମିଳିଛି। ଏଥର ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଲା-ନିନା…

ଭାରତ ସୀମାର ୩୫ କିମି ଭିତରେ ଉଡ଼ିଲା ଚାଇନା ଯୁଦ୍ଧ ବିମାନ

ନୂଆଦିଲ୍ଲୀ,୧।୬: ଭାରତ ସୀମାର ୩୦ରୁ୩୫ କିଲୋମିଟର ଭିତରେ ଚାଇନା ଯୁଦ୍ଧ ବିମାନ ଉଡ଼ିଛି। ଭାରତୀୟ ସେନା ପକ୍ଷରୁ ଏହା ଉପରେ ତୀକ୍ଷଣ୍‌ ଦୃଷ୍ଟି ରଖାଯାଇଥିବା କୁହାଯାଉଛି। ପୂର୍ବ…

କବିତା ମାଧ୍ୟମରେ କରୋନା ଯୋଦ୍ଧାଙ୍କ ସଂଘର୍ଷର କଥା କହିଲେ ସୋନାକ୍ଷୀ

ମୁମ୍ବାଇ: କରୋନା ମହାମାରୀକୁ ଦୂରେଇ ଦେବା ପାଇଁ ଦେଶରେ ଲାଗୁ କରାଯାଇଥିଲା ଲକ୍‌ଡାଉନ। ଏହି ସମୟରେ କରୋନାକୁ ଦୂରେଇ ଦେବାକୁ ଘରଠାରୁ ଦୂରରେ ରହି ଏକ ଅଦୃଶ୍ୟ…

୨୦୨୫ ସୁଦ୍ଧା ଭାରତ ହେବ ଯକ୍ଷ୍ମା ମୁକ୍ତ: ପୃଥିବୀର ଧାର୍ଯ୍ୟ ଲକ୍ଷ୍ୟର ୫ ବର୍ଷ ପୂର୍ବରୁ ମିଳିବ ସଫଳତା

ନୂଆଦିଲ୍ଲୀ,୧।୬: ଭାରତରୁ ୨୦୨୫ ସୁଦ୍ଧା ଯକ୍ଷ୍ମା ଲୋପ ପାଇବ। ପୃଥିବୀରୁ ଏହା ୨୦୩୦ ସୁଦ୍ଧା ଲୋପ ହେବ ବୋଲି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ତେବେ ଏହାର ୫…

କ୍ରିକେଟର ଦିନେଶ କାର୍ତ୍ତିକଙ୍କ ଗର୍ଭବତୀ ସ୍ତ୍ରୀଙ୍କୁ ବିବାହ କରିଥିଲେ ମୁରଲୀ ବିଜୟ

ଭାରତର ଅଭିଜ୍ଞ ଉଇକେଟ କିପର ବ୍ୟାଟ୍ସମ୍ୟାନ ଦିନେଶ କାର୍ତ୍ତିକ ଆଜି ୩୫ତମ ଜନ୍ମଦିନ ପାଳନ କରୁଛନ୍ତି। ମହେନ୍ଦ୍ର ସିଂ ଧୋନୀଙ୍କ ପରି ଦୀନେଶ କାର୍ତ୍ତିକ ତାଙ୍କର ଶେଷ…

ଗାଧୋଇବାକୁ ଯାଇ ପୋଖରୀରେ ବୁଡିଗଲେ ୨ ନାବାଳିକା, ୨ ନାବାଳକ

ଢେଙ୍କାନାଳ ଅଫିସ, ୧।୬: ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ବାରବାଙ୍କ ଶବର ସାହିରେ ଥିବା ପୋଖରୀକୁ ଗାଧୋଇବାକୁ…

ଅନୁପ୍ରବେଶ ଉଦ୍ୟମ ପଣ୍ଡ: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୧।୬: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଅନୁପ୍ରବେଶ କରୁଥିବା ୩ ଆତଙ୍କବାଦୀ ଭାରତୀୟ ସେନାଙ୍କ ଗୁଳିରେ ନିହତ ହୋଇଛନ୍ତି। ନୌଶେରା…

ଜୀବନର ଶେଷ ସମୟ ହସ୍ପିଟାଲ ବେଡ୍‌ରେ ‘ହୁଡ୍‌ ହୁଡ୍‌ ଦବଙ୍ଗ’ ଗୀତ ଗାଉଥିଲେ ଓ୍ବାଜିଦ୍‌

ବଲିଉଡ୍‌ର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଓ୍ବାଜିଦ୍‌ ଖାନ୍‌ଙ୍କ ପରଲୋକରେ ସ୍ତବ୍ଧ ହୋଇଯାଇଛି ବଲିଉଡ୍‌ ସଙ୍ଗୀତ ଜଗତ। ଗତ କିଛିଦିନ ହେବ ସେ କିଡ୍‌ନୀ ରୋଗରେ ପୀଡିତ ହୋଇ…

ଭାରତୀୟ ଉଚ୍ଚାୟୁକ୍ତଙ୍କୁ ସମନ ଜାରି କଲା ପାକିସ୍ତାନ

ଇସଲାମାବାଦ୍‌,୧।୬: ଦିଲ୍ଲୀ ପୋଲିସ ପକ୍ଷରୁ ପାକିସ୍ତାନ ଦୂତାବାସରେ ଭିଜା ସହାୟକ ଭାବେ କାର୍ଯ୍ୟ କରୁଥିବା ୨ ଅଧିକାରୀଙ୍କୁ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗରେ ଗିରଫ କରାଯାଇଥିଲା। ସେମାନେ…

ମାସ୍କ ନ ପିନ୍ଧିଲେ ଜରିମାନା ସହ ଗିରଫ କରାଯିବ: ଡିଜିପି

ଭୁବନେଶ୍ୱର, ୧।୬(ବ୍ୟୁରୋ): ବାହାରେ ଛେପ ପକାଇଲେ ଓ ମାସ୍କ ନ ପିନ୍ଧିଲେ ଜରିମାନା ଦେବାକୁ ପଡ଼ିବ। ପ୍ରଥମ ଓ ଦ୍ୱିତୀୟ ଥର ନିୟମ ଭାଙ୍ଗି ଧରାପଡ଼ିଲେ ୫ଶହ…