ଇସ୍ଲାମାବାଦ,୨୩।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ସେ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ପାକିସ୍ତାନର ସ୍ବାସ୍ଥ୍ୟମନ୍ତ୍ରୀ ଜଫର ମିର୍ଜା ଟୁଇଟ…
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଯାଜପୁରରେ ଚିହ୍ନଟ ହୋଇଥିବା ୪ ନୂଆ କରୋନା ପଜିଟିଭ୍ଙ୍କ ମଧ୍ୟରେ ୩ଜଣ ମହିଳା ଏବଂ ଜଣେ ଯୁବକ ରହିଛନ୍ତି। ରାଜ୍ୟ ସୂଚନା ଏବଂ ପ୍ରସାରଣ ବିଭାଗର…
ଲାଠୋର,୨୩।୪ (ଡି.ଏନ.ଏ.): କରୋନା ମୁକାବିଳା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍ ଡାଉନ୍ ଘୋଷଣା କରଛନ୍ତି। ଏହାଦ୍ୱାରା ସବୁ କ୍ଷେତ୍ର ପ୍ରଭାବିତ ହୋଇଛି। ଏଣୁ…
ଲଖନପୁର,୨୩ା୪(ଡି.ଏନ୍.ଏ.) : କରୋନା ଭାଇରସ୍ ନିୟନ୍ତ୍ରଣ ପାଇଁ ସରକାର ଲକ୍ଡାଉନ୍ ଜାରି କରିଛନ୍ତି। ଏଥିରେ ଗରିବ,ଅସହାୟ ଓ ନିର୍ମାଣ ଶ୍ରମିକ କାମଦାମ ନ ପାଇ ଘରେ ବସିରହିଛନ୍ତି।…
ଭୋପାଳ,୨୩।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏପରିସ୍ଥଳେ କରୋନା ଯୋଦ୍ଧା ପାଲଟି ଥିବା ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷା…
ଲାଞ୍ଜିଗଡ,୨୩।୪(ଡି.ଏନ୍.ଏ):ସାମ୍ପ୍ରତିକ ପରିସ୍ଥିତିରେ କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ନେଇ ସରକାରଙ୍କ ତରଫରୁ ସ୍ବାସ୍ଥ୍ୟ କ୍ଷେତ୍ରରେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଣୁ ଲାଞ୍ଜିଗଡସ୍ଥିତ ବେଦାନ୍ତ ଆଲୁମିନା ରିଫାଇନାରୀ ମଧ୍ୟ…
ନୂଆଦିଲ୍ଲୀ,୨୩।୪: ଦେଶର ‘ଫାଷ୍ଟ ଲେଡି’ ସବିତା କୋବିନ୍ଦ ଏବେ ଦେଶବାସୀଙ୍କ ହୃଦୟ ଜିତି ନେଇଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି।…
ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ପଜିଟିଭ୍ ଯାଜପୁର ଜିଲାର। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଓ୍ବେବ୍ସାଇଟ୍ରେ ସୂଚନା ଦିଆଯାଇଛି।…
ଦିଗପହଣ୍ଡି,୨୩ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଣିଆନାଳ ଛକ ରାସ୍ତାକଡ଼ରୁ ଛତିଶଗଡ଼ ଅଞ୍ଚଳର ୧୬ ଜଣ ଇଟାଭାଟି ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରେ ୨…
ଭୁବନେଶ୍ୱର,୨୩।୪(ବ୍ୟୁରୋ) - ରାଜ୍ୟରେ ପୁଣି ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଁଚିଛି। ଏ ସମ୍ପର୍କରେ ଗୁରୁବାର ରାଜ୍ୟ ସ୍ୱାସ୍ଥ୍ୟ…