ଭାରସାମ୍ୟ ହରାଇ ଓଲଟିଲା ଧାନ ବୋଝେଇ ଟ୍ରକ୍‌

କୋକସରା, ୩୧ା୫,(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଫାଣ୍ଡି ଅନ୍ତର୍ଗତ ଡଙ୍ଗରୀଗୁଡା ବୁଲାଣି ୨୬ ନମ୍ବର ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ…

ସମାନ୍ୟ ବଚସାରୁ ଠେଙ୍ଗାରେ ପିଟି ଯୁବକଙ୍କୁ ହତ୍ୟା

ଜୁନାଗଡ, ୧।୬(ସ୍ବ.ପ୍ର): କଳହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ବିଜ୍ରାଦର ଗ୍ରାମରେ ସାମାନ୍ୟ ବଚସାରୁ ଜଣକୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ା ହତ୍ୟାର…

ଇତିହାସ ରଚିଲା ଆମେରିକା: ମହାକାଶଚାରୀଙ୍କୁ କକ୍ଷପଥରେ ପହଞ୍ଚାଇଲା ସ୍ପେସ୍‌ଏକ୍ସ

ଓ୍ବାଶିଂଟନ,୩୧ା୫-ଆମେରିକା ଏହାର ଦୁଇଜଣ ମହାକାଶଚାରୀଙ୍କୁ ମହାକାଶକୁ ପଠାଇ ଇତିହାସ ରଚିଛି। ଶନିବାର ରାତିରେ ଫ୍ଲୋରିଡାର କେନେଡି ମହାକାଶ କେନ୍ଦ୍ରରୁ ସ୍ପେସ୍‌ଏକ୍ସ କମ୍ପାନୀର କ୍ରିଉ ଡ୍ରାଗନ ମହାକାଶଯାନ ସଫଳତାର…

ଏକାମ୍ରକ୍ଷେତ୍ର ଯୋଜନା କାର୍ଯ୍ୟ ଆରମ୍ଭ

ଶ୍ରୀଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ଉଦ୍ଦିଷ୍ଟ ଉଚ୍ଛେଦ କାମ ଦୀର୍ଘ ଦିନ ପରେ ପୁଣି ଆରମ୍ଭ ହୋଇଛି । ଏକାମ୍ରକ୍ଷେତ୍ର ଯୋଜନାରେ ଲିଙ୍ଗରାଜ ମନ୍ଦିରର ଉନ୍ନୟନ କାର୍ଯ୍ୟ…

ଗଜପତିରେ ପୁଣି ୧୬ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଲା

ପାରଳାଖେମୁଣ୍ଡି, ୩୧ା୫ (ସ୍ବ.ପ୍ର.) - ଗଜପତି ଜିଲାରେ ପୁଣି ୧୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ା ସେମାନଙ୍କୁ ଆର୍‌.ସୀତାପୁରଠାରେ ଥିବା କୋଭିଡ୍‌ ହସ୍ପିଟାଲରେ ରବିବାର ଭର୍ତ୍ତି…

ଟ୍ରେନ୍‌ରେ ତାମିଲନାଡୁରୁ ଫେରିଲେ ୧୭୩ ପ୍ରବାସୀ

ରାୟଗଡ଼ା ଅଫିସ,୩୧ା୫: ପ୍ରବାସୀ ଓଡ଼ିଆଙ୍କୁ ନେଇ ତାମିଲନାଡ଼ୁରୁ ବାହାରିଥିବା ଏକ ସ୍ବତନ୍ତ୍ର ଟ୍ରେନ୍‌ ରବିବାର ସନ୍ଧ୍ୟାରେ ରାୟଗଡ଼ା ଷ୍ଟେଶନରେ ପହଞ୍ଚିଥିଲା। ଏଥିରୁ ମାଲକାନଗିରି ଜିଲାର ୫ ଶ୍ରମିକ,…

ସ୍ବାବ୍‌ ପରୀକ୍ଷା ଦାବିରେ ପ୍ରବାସୀଙ୍କ ରାସ୍ତାରୋକୋ

ତିଗିରିଆ,୩୧।୫(ଡି.ଏନ୍‌.ଏ.)- କଟକ ଜିଲା ତିଗିରିଆ ବ୍ଲକ ଅନ୍ତର୍ଗତ ଜେମାଦେଈପୁର ପଞ୍ଚାୟତସ୍ଥିତ କ୍ଷେତ୍ରମୋହନ ଚୌଧୁରୀ ନୋଡାଲ ଉ.ପ୍ରା.ବିଦ୍ୟାଳୟରେ ଥିବା ପ୍ରବାସୀମାନଙ୍କ ସ୍ବାବ୍‌ ପରୀକ୍ଷା ବିଳମ୍ବ ହେଉଛି। ଏନେଇ ପ୍ରବାସୀମାନେ…

୬ କାର୍ଯ୍ୟରତ କର୍ମଚାରୀ କରୋନା ଆକ୍ରାନ୍ତ

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ(ଡି.ଏନ୍‌.ଏ.),୩୧ା୫- କେନ୍ଦ୍ରାପଡା ଜିଲାରେ ରବିବାର ୧୮ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ଅଙ୍ଗନୱାଡି କର୍ମୀ, ଆଶାକର୍ମୀ ଓ…

୩ ମାସରେ ଅଜଣା ରୋଗ ନେଲାଣି ୧୭ ଜୀବନ  

ମାଲକାନଗିରି,୩୧ା୫(ଡି.ଏନ୍‌.ଏ.)-ଅଜଣା ରୋଗରେ ମାଲକାନଗିରି ଜିଲାରେ ଗୋଟିଏ ଗ୍ରାମରେ ୩ ମାସ ମଧ୍ୟରେ ୧୭ଜଣଙ୍କ ମୃତ୍ୟୁ ହୋଇଛି। ଜିଲା ସଦର ବ୍ଲକ୍‌ ପେଡ଼ାକୋଣ୍ଡା ପଞ୍ଚାୟତ କେନ୍ଦୁଗୁଡ଼ା ଗ୍ରାମରେ ଫେବୃୟାରୀ…

ଦଣ୍ଡାବାଡି କ୍ବାରାଣ୍ଟାଇନରେ ନିମ୍ନମାନ ଖାଦ୍ୟ ପ୍ରଦାନ ଅଭିଯୋଗ : ଖାଇ ନ ପାରି ଫୋପାଡିଲେ ଲୋକେ

ବୈପାରିଗୁଡା,୩୧ା୫ (ଡି.ଏନ୍‌.ଏ.)-କୋରାପୁଟ ଜିଲା ବୈପାରୀଗୁଡା ବ୍ଲକ ଅନ୍ତର୍ଗତ ଦଣ୍ଡାବାଡି ପଞ୍ଚାୟତର କ୍ୱାରାଣ୍ଟାଇନ ସେଣ୍ଟରରେ ନିମ୍ନମାନର ଖାଦ୍ୟ ପ୍ରଦାନ ନେଇ ଅନ୍ତେବାସୀ ଅଭିଯୋଗ କରଛନ୍ତି। ଶନିବାର ଦରସିଝା ଭାତ…