ଟୋକନ ପାଇ ଟାର୍ଗେଟକୁ ଚାହିଁ ବସିଛି ଚାଷୀ

ଖପ୍ରାଖୋଲ, ୩୧ା୫(ଡି.ଏନ.ଏ)-ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକର ଅପର ସୁକତେଲ ମଧ୍ୟମ ଜଳସେଚନ ପ୍ରକଳ୍ପ ଜଳ ସେଚିତ ଅଞ୍ଚଳ ଓ ସୁକତେଲ ନଦୀକୂଳେ ଥିବା ଦମେଇପାଲି, ଯୁରିଆ, ଗୌଡପାଲି…

୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୧୨୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୩୧।୫ : ମହାରାଷ୍ଟ୍ର ପରେ ଏବେ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୯୫ ଜଣ କରୋନା…

ତେଲଙ୍ଗାନାରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

ଖପ୍ରାଖୋଲ, ୩୧ା୫(ଡି.ଏନ.ଏ.)-ତେଲଙ୍ଗାନା ରାଜ୍ୟକୁ ଦାଦନ ଶ୍ରମିକଭାବେ କାମ କରିବାକୁ ଯାଇ ଜୀବନ ହରାଇଛନ୍ତି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ ଭରୁଆମୁଣ୍ଡା ଗାଁର ବାଲେଶ୍ୱର…

ପିତା ହେବାକୁ ଯାଉଛନ୍ତି ଏହି ଭାରତୀୟ କ୍ରିକେଟର

ଭାରତୀୟ କ୍ରିକେଟ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପିତା ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ଏହି ଖୁସିଖବର ନିଜ ଫ୍ୟାନ୍‌ଙ୍କୁ ଜଣାଇଛନ୍ତି…

ଏନ୍‌ଏଚ୍‌ରେ ବେଆଇନ ପାର୍କିଙ୍ଗ୍‌ ଯୋଗୁ ଦୁର୍ଘଟଣା : ଅଳ୍ପକେ ବର୍ତ୍ତିଲେ ଲୋକ

କେନ୍ଦୁଝର, ୩୧ା୫ (ସ୍ବ.ପ୍ର.)-କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗା ୨୦ନଂ ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ବେଆଇନ ଟ୍ରକ ପାର୍କିଙ୍ଗ ଯୋଗୁଁ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ହେଁ…

୩ ବାଇକ୍‌ ସହ ଚୋରା କୋଇଲା ଜବତ, ଜଣେ ଗିରଫ

ପଦ୍ମପୁର, ୩୧ା୫(ଡି.ଏନ୍‌.ଏ.)- ବାସୁଦେବପୁର ବ୍ଲକ ଅଧୀନ ନାୟକାଣିଡିହୀ ପୋଲିସ କୋରବାଟିଆ ଛକ ଠାରୁ ୩ଟି ବାଇକ୍‌ ସହ ୬ କୁଇଣ୍ଟାଲରୁ ଊର୍ଦ୍ଧ୍ୱ କୋଇଲା ଶନିବାର ସନ୍ଧ୍ୟାରେ ଜବତ…

ବିଭିନ୍ନ ଦାବି ନେଇ ଦିଆଯିବ ଧାରଣା

ଯୋଡ଼ା, ୩୧।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଏକ ଖଣିପ୍ରବଣ ଉପାନ୍ତ ଅଞ୍ଚଳ। ଏହି ଅଞ୍ଚଳରୁ କେନ୍ଦ୍ର ଓ ରାଜ୍ୟ ସରକାର ହଜାର ହଜାର କୋଟି ଟଙ୍କାର…

ଖାଦ୍ୟ ବ୍ୟାଗ କାନ୍ଧେଇ ଦେଢ କି.ମି. ଚାଲିଲେ ସରପଞ୍ଚ

ଖଇରା, ୩୧।୫(ଡି.ଏନ.ଏ)-କରୋନା ମୁକାବିଲା ଲାଗି ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରାଯାଇଛି। ପ୍ରବାସରୁ ଫେରି ପଞ୍ଚାୟତ ସଙ୍ଗରୋଧରେ ରହୁଥିବା ଲୋକଙ୍କୁ ରହିବା, ଖାଇବା, ପିଇବା ବ୍ୟବସ୍ଥା ସରପଞ୍ଚଙ୍କ…

ପୁଣି ଏକ ବାତ୍ୟା ଆଶଙ୍କା: ସତର୍କ କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୩୧।୫: ଅମ୍ଫନ୍‌ ପରେ ପୁଣି ଏକ ବାତ୍ୟା ଆଶଙ୍କା। ଆରବ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟରେ ପରିଣତ ହେବ ବୋଲି…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଖଟିଆରେ ମହିଳାଙ୍କୁ ବୋହି ମେଡିକାଲରେ ଭର୍ତ୍ତି କଲେ ପରିବାର ଲୋକ

ପଦ୍ମପୁର,୩୧ା୫(ଡି.ଏନ.ଏ.)-ରାସ୍ତା ଖରାପ ଯୋଗୁ ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ। ଫଳରେ ଅସହ୍ୟ ଯନ୍ତ୍ରଣା ଭୋଗୁଥିବା ଜଣେ ମହିଳାଙ୍କୁ ପରିବାର ଲୋକ ଖଟିଆରେ ବୋହି ମେଡ଼ିକାଲରେ ଭର୍ତ୍ତି କରିଛନ୍ତି।…