କରୋନା ଯୋଦ୍ଧାଙ୍କୁ ଫୁଲଚନ୍ଦନ ଦେଇ ସମ୍ବର୍ଦ୍ଧନା

ରାଇରଙ୍ଗପୁର,୩୧ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁରର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ପକ୍ଷରୁ ଅଞ୍ଚଳର କରୋନା ଯୋଦ୍ଧାମାନଙ୍କୁ ଫୁଲଚନ୍ଦନ ଦେଇ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଶନିବାର ପରିଷଦ…

ବାରିପଦାରେ ଆରମ୍ଭ ହେଲା କରୋନା ଟେଷ୍ଟିଂ

ବାରିପଦା ଅଫିସ,୩୧ା୫- ମୟୂରଭଞ୍ଜ ଜିଲା ବାରିପଦାର ରଙ୍ଗମାଟିଆସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜରେ ରବିବାରଠାରୁ କରୋନା ଟେଷ୍ଟିଂ ଆରମ୍ଭ ହୋଇଛି। ଜିଲାପାଳ ବିନୀତ ଭରଦ୍ୱାଜ ଏହି…

ଜଳନ୍ତା ଚିତାରେ ପାଣି ଢାଳି ଅନ୍ତିମ ସଂସ୍କାର ରୋକିଲା ପୋଲିସ

ଜୟପୁର,୩୧।୫: ରାଜସ୍ଥାନର ଜୟପୁର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ମୃତ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାର କରାଯାଉଥିବାବେଳେ ପୋଲିସ ପହଞ୍ଚି ଜଳୁଥିବା ଚିତାରେ ପାଣି…

ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା ନ ହେଲେ ଚକାବନ୍ଦ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱର ବସ୍‌ଷ୍ଟାଣ୍ଡରେ ରାଜ୍ୟ ସରକାରଙ୍କ ପରିବହନ ଶ୍ରମିକଙ୍କ ପ୍ରତି ବୈମାତୃକ ମନୋଭାବକୁ ବିରୋଧ କରି ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ୱାର୍କର୍ସ ୟୁନିୟନ ପକ୍ଷରୁ ରବିବାର…

ଅନଲାଇନ୍‌ ପାଠପଢ଼ାରେ ନେଟ୍‌ଓ୍ବାର୍କ ବାଧକ: ଥ୍ରୀ-ଜି ସେବା ପାଇଁ ଦାବି କଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୩୧ା୫(ଡି.ଏନ୍‌.ଏ.)- କରୋନା ପାଇଁ ଛାତ୍ରୀଛାତ୍ରଙ୍କ ପାଠପଢାରେ ଡୋରି ବନ୍ଧାହୋଇଛି। ଫଳରେ ଅନ୍‌ଲାଇନରେ ପଢିବାକୁ ସରକାର ବ୍ୟବସ୍ଥା କରିଛନ୍ତି। ମାତ୍ର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଟାଓ୍ବାର ନ ଥିବାବେଳେ…

ମହାରାଷ୍ଟ୍ରରେ ଜୁନ୍‌ ୩୦ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ୍‌

ମୁମ୍ବାଇ,୩୧।୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଜୁନ ୩୦ ଯାଏ ଲକଡାଉନ ଅବଧି ବଢ଼ାଇଛନ୍ତି। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସରକାର ଏଭଳି ନିଷ୍ପତ୍ତି…

ଝଡତୋଫାନରେ ତାଜମହଲ କ୍ଷତିଗ୍ରସ୍ତ

ଆଗ୍ରା, ୩୧।୫ : ବିଶ୍ୱପ୍ରସିଦ୍ଧ ତାଜମହଲ ଝଡତୋଫାନ ଯୋଗୁ କ୍ଷତିଗ୍ରସ୍ତ ହୋଇଛି। ତାଜମହଲର ମାର୍ବଲ ଓ ରେଲିଂରେ ଲାଗିଥିବା ଜାଲି ଓ ଲାଲ ପଥରର ଜାଲି ଭାଙ୍ଗି…

ଓଡ଼ିଶା: ଆଜିର ଫଟୋ (ମେ ୩୧, ୨୦୨୦)

ପୁରୀରେ ଆଗେଇ ଚାଲିଛି ରଥ କାମ   ଭୁବନେଶ୍ୱରରେ ହେଲମେଟ ପିନ୍ଧି ନ ଥିବା ଲୋକଙ୍କୁ ଯାଞ୍ଚ କରୁଛନ୍ତି ପୋଲିସ   ରାସ୍ତା କଡ଼ରେ ଜୀବନ: ପ୍ରବଳ…

ଉତ୍ତରାଖଣ୍ଡ କ୍ୟାବିନେଟ୍‌ ମନ୍ତ୍ରୀ ସତପାଲ ମହାରାଜାଙ୍କୁ କରୋନା

ଡେରାଡୁନ୍‌,୩୧।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି। ଉତ୍ତରଖଣ୍ଡର କ୍ୟାବିନେଟ ମନ୍ତ୍ରୀ ସତପାଲ ମହାରାଜ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ତାଙ୍କ ପୁଅ,…

କଳିଙ୍ଗା ଘାଟିରେ ଡକାୟତି: କାର୍‌ ମାଲିକଙ୍କୁ ଆକ୍ରମଣ କରି ଲୁଟ୍‌

ଜି.ଉଦୟଗିରି/ଶଙ୍କରାଖୋଲ,୩୧ା୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଜି.ଉଦୟଗିରି ଥାନା କଳିଙ୍ଗା ଘାଟିରେ ଶନିବାର ରାତିରେ ଦୁର୍ବୃତ୍ତମାନେ ଏକ କାର୍‌କୁ ଅଟକାଇ ମାଲିକଙ୍କୁ ଆକ୍ରମଣ କରିବା ସହ ଟଙ୍କା ଓ ମୋବାଇଲ…