କେନ୍ଦୁଝରରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ, ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଲା

କେନ୍ଦୁଝର,୩୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ରବିବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି।…

ମହାରାଷ୍ଟ୍ରରେ ଆଉ ୯୧ ପୋଲିସ କରୋନା ସଂକ୍ରମିତ

ମୁମ୍ବାଇ,୩୧।୫: କରୋନା ଭାଇରସ ମହାରାଷ୍ଟ୍ର ପୋଲିସର ଚିନ୍ତା ବଢାଇ ଚାଲିଛି। ଏହି କରୋନା ଯୋଦ୍ଧା ଏବେ ସଙ୍କଟରେ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯୧ ଜଣ…

ହତ୍ୟା ଉଦ୍ୟମ ମାମଲା: ଜେଲ୍‌ ଗଲେ ଦୁଇ ଭାଇ

ଦିଗପହଣ୍ଡି,୩୧ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ ବ୍ରାହ୍ମଣ ନୂଆପଡ଼ା ଗାଁର ଦୁଇ ଭାଇ ବି. ଶ୍ୟାମସୁନ୍ଦର ଏବଂ ବି. ଶ୍ରୀରାମୁଲୁଙ୍କୁ ରବିବାର ଗିରଫ କରି…

ଅହମଦାବାଦରେ ୧୭୨ କରୋନା ପଜିଟିଭ ମହିଳା କରିଛନ୍ତି ସନ୍ତାନ ପ୍ରସବ: ୪୪ ଶିଶୁ ସଂକ୍ରମିତ !

ଅହମଦାବାଦ,୩୧।୫: ଗୁଜୁରାଟରେ କରୋନା ସଂକ୍ରମଣ ସ୍ଥିତି ଖରାପ ଥିବା ବେଳେ ବେଳକୁ ବେଳ ଏଥିରେ ବୃଦ୍ଧି ଘଟୁଛି। ଏବେସୁଦ୍ଧା ଗୁଜରାଟରେ ୧୬,୩୪୩ ଜଣ କରୋନା ସଂକ୍ରମିତ ଚିହ୍ନଟ…

ଲକ୍‌ଡାଉନ୍‌ର ରାତି ସ୍ବପ୍ନ ନୁହେଁ, ଭୋକ ଦେଇଛି

କଟକ ଅଫିସ,୩୧।୫: ଭଦ୍ରକର ବାସିନ୍ଦା ହେଲେ ଗୌରହରି। ପିଲାଟି ବେଳୁ ପୋଲିଓ ଆକ୍ରାନ୍ତ ହୋଇ ତାଙ୍କର ଡାହାଣ ଗୋଡ଼ କାମ କରୁନି। ଭିନ୍ନକ୍ଷମ ହୋଇଥିଲେ ସୁଦ୍ଧା କେବେ…

ଲକ୍‌ଡାଉନ ବେଳର କଳାକୃତି: ପଥରରେ ଦଶଭୁଜା

କଟକ ଅଫିସ,୩୧।୫: ଲକ୍‌ଡାଉନ୍‌ ବେଳେ ନିହାଣ ମୁନରେ ନିଜ ଚମତ୍କାର କଳା ପ୍ରତିଭା ଦେଖାଇଛନ୍ତି କଟକ ମହାନଦୀ ବିହାର ଅଞ୍ଚଳର ଯୁବଶିଳ୍ପୀ ହିମାଂଶୁ ଶେଖର ପରିଡ଼ା (୩୩)।…

ଗୁଣ୍ଠାଓ୍ବାର୍ଡା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ମହିଳାଙ୍କ ସନ୍ତାନ ପ୍ରସବ

ଚିତ୍ରକୋଣ୍ଡା,୩୧ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ଗୁଣ୍ଠାୱାର୍ଡl କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବାହାର ରାଜ୍ୟରୁ ଫେରି ରହୁଥିବା ଅନ୍ତେବାସୀଙ୍କ ମଧ୍ୟରୁ ଜଣେ ମହିଳା ସନ୍ତାନ ପ୍ରସବ କରିଛନ୍ତି।…

ପ୍ରଦର୍ଶନକାରୀଙ୍କୁ ଟ୍ରମ୍ପ୍‌ଙ୍କ ଚେତାବନୀ: ଆମ ପାଖରେ ରହିଛି ଭୟଙ୍କର କୁକୁର ସହିତ ମାରଣାସ୍ତ୍ର

ଓ୍ବାଶିଂଟନ,୩୧।୫: କରୋନା ମହାମାରୀ ସଙ୍କଟ ସମୟରେ ଆମେରିକାରେ ଜଣେ ଅଣ-ଶ୍ୱେତାଙ୍ଗଙ୍କ ମୃତ୍ୟୁ ନେଇ ପ୍ରଦର୍ଶନ ଜାରି ରହିଛି। ମିନେସୋଟା ରାଜ୍ୟର ମିନେପୋଲିସ ସହରରେ ପୋଲିସ ହେପାଜତରେ ଅଣ-ଶ୍ୱେତାଙ୍ଗ…

ମୂଲ୍ୟବାନ କାଠ ପଟା, କରତ ଜବତ

ଓଡ଼ଗାଁ,୩୧ା୫(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବନ ବିଭାଗ ରବିବାର ସକାଳୁ ବାହାଡ଼ାଝୋଲା ସେକ୍ସନ କଇଁଠପଲି ଗାଁରେ ଚଢ଼ାଉ କରି ବହୁ ମୂଲ୍ୟବାନ କାଠ ପଟା ଜବତ କରିଛି।…

ରଥଯାତ୍ରା ହେଲେ…ବଡ଼ଦାଣ୍ଡରୁ ଖାଲି ହେବ ହୋଟେଲ, ଲଜ୍‌; କାହା ଘରକୁ ଆସିବେନି ବନ୍ଧୁବାନ୍ଧବ

ପୁରୀ ଅଫିସ,୩୧।୫: ମହାମାରୀ କରୋନାର ପ୍ରଭାବ ମହାପ୍ରଭୁଙ୍କ ବିଭିନ୍ନ ପର୍ବପର୍ବାଣି ଉପରେ ପଡିଛି। ବିଧି ରକ୍ଷା ପାଇଁ ସ୍ନାନଯାତ୍ରା ଶ୍ରୀମନ୍ଦିର ଭିତରେ କରାଯିବାକୁ ଥିବାବେଳେ ମହାପ୍ରଭୁଙ୍କ ରଥ…