୮ ଲକ୍ଷ ମୂଲ୍ୟର ବ୍ରାଉନସୁଗାର ଜବତ: ୨ ଗିରଫ

ଭଦ୍ରକଅଫିସ,୩୧ା୫: ରବିବାର ସକାଳୁ ଚରମ୍ପା ଓଭରବ୍ରିଜ ନିକଟରୁ ୮୧ ଗ୍ରାମ୍‌ ବ୍ରାଉନ ସୁଗାର ଜବତ ସହ ଦୁଇ ଜଣଙ୍କୁ ଗିରଫ କରିଛି କେନ୍ଦ୍ରୀୟ ଅବକାରୀ ଗୁଇନ୍ଦା ବିଭାଗର…

ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ବେଆଇନ ପାର୍କିଂ: ଜରୁରୀ କଲ୍‌ ଆସିଲେ ବାହାରିପାରୁନି ଆମ୍ବୁଲାନ୍ସ

ଗଞ୍ଜାମ,୩୧ା୫(ଡି.ଏନ୍‌.ଏ.): ଗଞ୍ଜାମ ସହର ବଡ଼ ବଜାରଠାରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ସରକାର ୧୦୮ ଆମ୍ବୁଲାନ୍ସ ସେବା ଯୋଗାଇ ଦେଇଛନ୍ତି। ମେଡିକାଲ ସମ୍ମୁଖରେ ରହୁଥିବା ଏହି ଆମ୍ବୁଲାନ୍ସ ନିକଟରେ ବେଆଇନ…

ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌କୁ ପଛରୁ ପିଟିଲା ଟ୍ରଲର, ୭ ଗୁରୁତର

ବସ୍ତା,୩୧।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ ଜାତୀୟ ରାଜପଥର ଦଣ୍ଡିକା ଛକ ନିକଟରେ ରବିବାର ବସ୍‌କୁ ଏକ ଟ୍ରଲର ପଛପଟୁ ଧକ୍କା ଦେଇଛି।…

ବେଲଜିୟମ୍‌ ରାଜକୁମାର କରୋନା ପଜିଟିଭ୍‌

ବ୍ରସେଲ୍ସ୍‌,୩୧।୫: ବେଲଜିୟମ୍‌ର ରାଜକୁମାର ଜୋଆକିମ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ମେ ୨୬ରେ ଇଟର୍ନଶିପ୍‌ ପାଇଁ ଫ୍ରାନ୍ସ୍‌ ଯାତ୍ରା କରିଥିଲେ। ଏହାର ଦୁଇଦିନ…

ଦେଶରେ ୫ ହଜାରରୁ ଅଧିକ ମୁଣ୍ଡ ନେଲାଣି କରୋନା

ନୂଆଦିଲ୍ଲୀ,୩୧।୫: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୮,୩୮୦ ନୂଆ ରୋଗୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ରବିବାର…

ଜୁନ୍‌ ୧୭ରୁ ରାଜ୍ୟରେ ଖୋଲିବ ନାହିଁ ସ୍କୁଲ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ଜୁନ୍‌ ୧୭ ତାରିଖରୁ ସ୍କୁଲ ଖୋଲିବ ନାହିଁ। ଏନେଇ ରବିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଶନିବାର…

ଆଜି ରାଜ୍ୟରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ: କ୍ୱାରାଣ୍ଟାଇନ୍‌ ସେଣ୍ଟରର ୧୧୯, ଲୋକାଲ କେସ୍‌ ୧୦

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରବିବାର ରାଜ୍ୟରେ ସର୍ବାଧିକ ୧୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ପଜିଟିଭ୍‌ ୧୯ ଜିଲାର ଥିବା ବେଳେ କେନ୍ଦ୍ରାପଡ଼ାରୁ ସର୍ବାଧିକ ଆକ୍ରାନ୍ତ ଅଛନ୍ତି। ତେବେ…

ତାମିଲନାଡୁରେ ଜୁନ୍‌ ୩୦ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌

ନୂଆଦିଲ୍ଲୀ,୩୧।୫: ପଞ୍ଜାବ ପରେ ତାମିଲନାଡୁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟସୀମାକୁ ଜୁନ୍‌ ୩୦ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ତାମିଲନାଡୁରେ ସମସ୍ତ ଜିଲାକୁ ୮ଟି ଜୋନ୍‌ରେ ବିଭକ୍ତ କରାଯାଇଛି।…

କରୋନା ଭୂତାଣୁ ଉପରେ ଗବେଷଣା: ସ୍ଥାପିତ ହେବ ୧୬ ଜୈବ ବ୍ୟାଙ୍କ

ନୂଆଦିଲ୍ଲୀ,୩୧।୫: ଭାରତରେ କରୋନା ଭୂତାଣୁ ଉପରେ ଅଧିକ ଗବେଷଣା ପାଇଁ ୧୬ଟି ଜୈବ ବ୍ୟାଙ୍କ ସ୍ଥାପନ କରାଯିବ। ଏନେଇ ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ ୯ଟି…

୧୯ ଜିଲାରୁ ୧୨୯ ପଜିଟିଭ୍‌: କେନ୍ଦ୍ରାପଡ଼ାରୁ ସର୍ବାଧିକ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ୧୨୯ ନୂଆ ପଜିଟିଭ୍‌ ୧୯ ଜିଲାର। ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲାରେ ସର୍ବାଧିକ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଗଜପତିରେ…