CORONAVIRUS UPDATE: ରାଜ୍ୟରେ ଆଉ ୧୨୯ ପଜିଟିଭ୍‌ ଚିହ୍ନଟ, ମୋଟ ଆକ୍ରାନ୍ତ ସଂଖ୍ୟା ୧,୯୪୮କୁ ବୃଦ୍ଧି

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧,୯୪୮କୁ ବୃଦ୍ଧି ପାଇଛି। ସେଥିରୁ ମୋଟ ଆକ୍ଟିଭ୍‌…

ସଂକ୍ରମିତଙ୍କୁ ଶୋଷୁଛି ଘରୋଇ ହସ୍ପିଟାଲ

ନୂଆଦିଲ୍ଲୀ,୩୧।୫: ମହାମାରୀ କରୋନା ଲୋକଙ୍କ ନିଦ ହଜାଇ ଦେଇଛି। ଭାରତରେ କରୋନା ରୋଗୀଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ପର୍ଯ୍ୟାପ୍ତ ସରକାରୀ ସୁବିଧା…

ବହୁମତ ଦେଇଥିଲା ଗୁରୁଦାୟିତ୍ୱ

ନୂଆଦିଲ୍ଲୀ,୩୧ା୫(ପି.ଟି.): ୨୦୧୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବହୁମତ ପାଇବା ସହ ଦ୍ୱିତୀୟ ପର୍ଯ୍ୟାୟ ସରକାର ଗଠନ କରିଥିଲେ। ଏହି ସରକାର ଉପରେ ଜନସାଧାରଣଙ୍କର ଅଧିକ…

କେନ୍ଦୁପତ୍ର କେରି ଦାମ୍‌ ବଢ଼ାଇଲେ ସରକାର: ଉପକୃତ ହେବେ ୮ ଲକ୍ଷ ୩୫ ହଜାର ବନ୍ଧାଳି, ତୋଳାଳି

ଭୁବନେଶ୍ୱର,୩୧। ୫(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ଆର୍ଥିକ ଦୁଃସ୍ଥିତିରେ ଥିବା କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଏବଂ ସାମୟିକ କର୍ମଚାରୀଙ୍କୁ ରାଜ୍ୟ ସରକାର ସହାୟତା ପ୍ରଦାନ କରିବେ। ରାଜ୍ୟରେ କାର୍ଯ୍ୟରତ…

ଏମ୍‌ପିରେ ଜୁନ ୧୫ ଯାଏ ଲକ୍‌ଡାଉନ୍‌

ଭୋପାଳ,୩୧।୫: ମଧ୍ୟପ୍ରଦେଶ(ଏମ୍‌ପି)ରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ବେଳେ ଲକ୍‌ଡାଉନ୍‌କୁ ଜୁନ ୧୫ ଯାଏ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶିବରାଜ୍‌ ସିଂ ଚୌହାନ ଶନିବାର ଘୋଷଣା…

୨୮% ସଂକ୍ରମିତଙ୍କଠାରେ ଲକ୍ଷଣ ନାହିଁ

ନୂଆଦିଲ୍ଲୀ,୩୧ା୫(ପି.ଟି.): ଭାରତରେ ଏପ୍ରିଲ ୩୦ ସୁଦ୍ଧା ୪୦,୧୮୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨୮ ପ୍ରତିଶତଙ୍କଠାରେ କୋଭିଡ୍‌-୧୯ର କୌଣସି ଲକ୍ଷଣ ନ ଥିଲା…

ତାଲା ଖୋଲିଦେଲା ଅନ୍‌ଲକ୍‌ ୧

ନୂଆଦିଲ୍ଲୀ,୩୧ା୫(ପି.ଟି.): ସାରା ଦେଶରେ ଲାଗୁ ହୋଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ ରବିବାର ଶେଷ ହେଉଥିବାବେଳେ ପଞ୍ଚମ ପର୍ଯ୍ୟାୟ ଲକ୍‌ଡାଉନ କେବଳ ନିଷିଦ୍ଧାଞ୍ଚଳରେ ଜୁନ୍‌ ୩୦ ପର୍ଯ୍ୟନ୍ତ ବଳବତ୍ତର…

ଖବର ପ୍ରକାଶ ପରେ ଦିବ୍ୟାଙ୍ଗ ଭାଇ, ଭଉଣୀଙ୍କୁ ମିଳିଲା ଭତ୍ତା

ଖଜୁରିପଡ଼ା/ବଲସକୁମ୍ପା,୩୧ା୫(ଡି.ଏନ୍‌.ଏ.)- ଖଜୁରିପଡା ବ୍ଲକ ବଲସକୁମ୍ପା ପଞ୍ଚାୟତ ଛନ୍ଦୁରୁପଦର ଗ୍ରାମର ବୀରେନ୍ଦ୍ର ପ୍ରଧାନଙ୍କ ପୁଅ ସତ୍ୟବାନ ଏବଂ ଝିଅ ସତ୍ୟପ୍ରଭା ଜନ୍ମରୁ ଦିବ୍ୟାଙ୍ଗ ହୋଇଥିଲେ ମଧ୍ୟ ସେମାନଙ୍କୁ ଭତ୍ତା…

କିରାମାହାରେ ୫ ଦିନ ହେଲା ଜଳଯୋଗାଣ ବନ୍ଦ

ଦାରିଙ୍ଗବାଡ଼ି,୩୧।୫(ଡି.ଏନ୍‌.ଏ.)- ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ୫ଦିନ ହେଲା ପାଇପରେ ପାଣି ଆସୁନାହିଁ। ଏଭଳି ସମସ୍ୟାରେ ଘାଣ୍ଟି ହେଉଛନ୍ତି ବ୍ରାହ୍ମଣୀଗଁ। ଥାନା ଝିଞ୍ଜିରିଗୁଡା ପଞ୍ଚାୟତ କିରାମାହା ଗ୍ରାମବାସୀ। ବିଦ୍ୟୁତ୍‌…

ଶ୍ରମିକଙ୍କୁ କାର୍ଯ୍ୟସ୍ଥଳକୁ ଫେରାଇ ଆଣିବାକୁ ସ୍ବତନ୍ତ୍ର ଟ୍ରେନ୍‌

ନୂଆଦିଲ୍ଲୀ,୩୧।୫: ବର୍ତ୍ତମାନ ଦେଶର ଅର୍ଥ ବ୍ୟବସ୍ଥା ସାମ୍ନାରେ ବିଭିନ୍ନ ଚ୍ୟାଲେଞ୍ଜ ରହିଛି। ଲକ୍‌ଡାଉନ ଶେଷ ହେବା ପରେ ଅର୍ଥ ବ୍ୟବସ୍ଥା ଧୀରେ ଧୀରେ ପୁଣି ଥରେ ଟ୍ରାକ୍‌କୁ…