ପଞ୍ଚସଖା ପଡ଼ିଆରେ ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ

ସାକ୍ଷୀଗୋପାଳ, ୩୦।୫(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ବକୁଳ ବନ ସ୍ଥିତ ପଞ୍ଚସଖା ପଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ସମୁହ ‘ବନ୍ଦେ ଉତ୍କଳ ଜନନୀ’ଗାନ କରାଯାଇଛି।…

ଖୋର୍ଦ୍ଧାରେ ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ: ସାମିଲ ହେଲେ ବିଧାୟକ, ଜିଲାପାଳ..

ଖୋର୍ଦ୍ଧା ଅଫିସ,୩୦।୫ : କରୋନା ଯୋଦ୍ଧାଙ୍କ ତ୍ୟାଗ, ନିଷ୍ଠାକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ପରିସରରେ ଶନିବାର ଜିଲାସ୍ତରୀୟ…

ସଙ୍ଗରୋଧ କେନ୍ଦ୍ରରେ ବନ୍ଦେ ଉତ୍କଳ ଜନନୀ ଗାଇଲେ ପ୍ରବାସୀ

ଚୌଦ୍ୱାର,୩୦ା୫(ଡି.ଏନ.ଏ.)-କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ଚୌଦ୍ୱାର କଲେଜ ମହିଳା ଛାତ୍ରୀ ନିବାସରରେ ରହୁଥିବା ପ୍ରବାସୀମାନେ ଜଗନ୍ନାଥ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହମବତୀ ଜାଳିବା ସହିତ ‘ବନ୍ଦେ ଉତ୍କଳ ଜନନୀ…

ଓଡ଼ିଶା: ଆଜିର ଫଟୋ (ମେ ୩୦, ୨୦୨୦)

ରାଜଧାନୀରେ ଟାଣ ଖରା   ପୁରୀ ଶ୍ରୀମନ୍ଦିର ସମ୍ମୁଖରେ ସଭିଏଁ ବୋଲିଲେ 'ବନ୍ଦେ ଉତ୍କଳ ଜନନୀ'   ବ୍ରହ୍ମପୁର ସହରରେ ପିପିଇ କିଟ ପିନ୍ଧିଥିବା  ଡାକ୍ତର ଓ…

‘ବନ୍ଦେ ଉତ୍କଳ ଜନନୀ’: ନବୀନ ନିବାସରେ ମୁଖ୍ୟମନ୍ତ୍ରୀ, ପରିବାର ସହ ଗାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩୦।୫(ବ୍ୟୁରୋ): କୋଭିଡ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଜଣାଇଛନ୍ତିି ପ୍ରତିଟି ଓଡ଼ିଆ। ଶନିବାର ଅପରାହ୍ନ ୫.୩୦ ମିନିଟ୍‌ରେ ରାଜ୍ୟ , ଦେଶ ତଥା ବିଶ୍ୱର କୋଣ ଅନୁକୋଣରେ ଥିବା…

ଗଞ୍ଜାମ ସହରରେ ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ

ଗଞ୍ଜାମ,୩୦ା୫(ଡି.ଏନ.ଏ.)-ଗଞ୍ଜାମ ସହରରେ ଶନିବାର ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବରୁ ଜିଲା ପ୍ରଶାସନ ପକ୍ଷରୁ ଚିହ୍ନଟ ହୋଇଥିବା ଜବରଦଖଲ ସ୍ଥାନକୁ ଜେସିବି ମେଶିନ ଦ୍ୱାରା ଭଙ୍ଗାଯାଇଛି।…

କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇଲା ଗଞ୍ଜାମ ପୋଲିସ

ଛତ୍ରପୁର,୩୦ା୫(ଡି.ଏନ.ଏ.)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧକ୍ରମେ ଶନିବାର ଅପରାହ୍ନରେ ଛତ୍ରପୁରସ୍ଥିତ ପୋଲିସ ପଡିଆରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

କୋଭିଡ ଯୋଦ୍ଧାଙ୍କୁ ସମ୍ମାନ: ସବୁ ଓଡ଼ିଆ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର,୩୦।୫(ବ୍ୟୁରୋ): କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ପାଇଁ ଓଡ଼ିଶା ତଥା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆମାନେ ଶନିବାର ଅପରାହ୍ନ ୫.୩୦ ମିନିଟରେ ‘ବନ୍ଦେ ଉତ୍କଳ ଜନନୀ’…

ମଙ୍ଗସପୁରକୁ ସଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ସୁନ୍ଦରଗଡ଼, ୩୦।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ବ୍ଲକ ଅନ୍ତର୍ଗତ ମଙ୍ଗସପୁର ସଂଗରୋଧ କେନ୍ଦ୍ରରେ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସେହି ଗ୍ରାମକୁ ସଟ୍‌ ଡାଉନ୍‌…

ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦୪: ସୁସ୍ଥ ହେଲେଣି ୩୧୮

ବ୍ରହ୍ମପୁର ଅଫିସ,୩୦ା୫- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଡ଼ି ଚାଲିଛି। ଶୁକ୍ରବାର ଜିଲାରେ ୬ ନୂତନ ସଂକ୍ରମିତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୪ ରେ…