ମନ୍ଦିରରୁ ପୂଜକଙ୍କୁ ଉଠାଇନେଲା ପ୍ରଶାସନ

ଭଞ୍ଜନଗର,୨୧।୪(ଡି.ଏନ.ଏ.)-ଗଞ୍ଜାମରେ ଲକ୍‌ଡାଉନ ସାମାନ୍ୟ କୋହଳ ହୋଇଥିଲେ ମଧ୍ୟ ମନ୍ଦିରରେ ଲୋକଙ୍କ ଗହଳି ଉପରେ କଟକଣା ଜାରି ରହିଛି। ଏହା ସତ୍ତ୍ୱେ ଭଞ୍ଜନଗର-ବେଲଗୁଣ୍ଠା ରାସ୍ତାର ଜାମପଲ୍ଲୀ ଛକରେ ଥିବା…

ଚିତ୍ରକଳାରେ କରୋନା ସଚେତନତା

ଆସିକା,୨୧ା୪(ଡି.ଏନ୍‌.ଏ.): ଆସିକା କଳାକାର ସଂଘ ପକ୍ଷରୁ ସହରର ବିଜୁ ପଟ୍ଟନାୟକ ଛକ, ବସଷ୍ଟାଣ୍ଡ, ତାଲୁକା ଛକ ଆଦିର ମୁଖ୍ୟ ରାସ୍ତାରେ ଚିତ୍ରକଳା ମାଧ୍ୟମରେ ମହାମାରୀ କରୋନା ସମ୍ପର୍କରେ…

୮ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଦେଲା ସ୍ବାସ୍ଥ୍ୟ ବିଭାଗ: ୬୧ନଂ ବୁଲିଛନ୍ତି ୭ ଡାକ୍ତରଖାନା, ୬୨ରୁ ୬୬ନଂଙ୍କ କୋଲକାତା ଲିଙ୍କ

ଭୁବନେଶ୍ୱର, ୨୧।୪(ବ୍ୟୁରୋ)- ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଙ୍ଗଳବାର ୭୯କୁ ଛୁଇଁଛି। ସେପଟେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ପୂର୍ବ ୮ କରୋନା…

ଡାକମଣ୍ଡଳ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

ପାତ୍ରପୁର,୨୧ା୪(ଡି.ଏନ୍‌.ଏ.): ଲକ୍‌ଡାଉନ ଯୋଗୁ ଗ୍ରାମାଞ୍ଚଳର ଜନସାଧାରଣଙ୍କ ପାଖରେ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପହଞ୍ଚିପାରୁନି। ଏଭଳି ସ୍ଥିତିରେ ଡାକ ବିଭାଗ ପକ୍ଷରୁ ଗରିବଙ୍କୁ ଶୁଖିଲା ଖାଦ୍ୟ ଓ ବିଭିନ୍ନ…

ବେଆଇନ ବାଲି ଗାଡିକୁ ଅଟକାଇଲା ପୋଲିସ

ବନ୍ତ, ୨୧।୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ୍‌ ସମୟରେ କେନ୍ଦୁଝର ଜିଲାରୁ ଭଦ୍ରକ ଅଭିମୁଖେ ଯାଉଥିବା ବେଆଇନ ବାଲି ଗାଡିକୁ ନନ୍ଦିପଦା ପୋଲିସ ଅଟକ ରଖିଛି। ମଙ୍ଗଳବାର ଭୋର ସମୟରେ କେନ୍ଦୁଝର…

ମୟୂରଭଞ୍ଜରେ ସ୍ଥିତି ସମୀକ୍ଷା କଲେ ଡିଜପିି

ବାରିପଦା ଅଫିସ, ୨୧ା୪- ରାଜ୍ୟ ପୋଲିସ ମହା ନିର୍ଦ୍ଦେଶକ(ଡିଜିପି) ଅଭୟ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ପଶ୍ଚିମବଙ୍ଗ ସୀମା ଚକଶୁଳିଆପଦା ଯାଇ ସେଠାରେ ସ୍ଥିତି…

କୋଭିଡ ଯୋଦ୍ଧାଙ୍କୁ ଅସମ୍ମାନ: ଆନନ୍ଦପୁରରେ ସଚେତନତା କାର୍ଯ୍ୟ ସାରି ଫେରୁଥିବା ଆଶା ଦିଦିଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ଆନନ୍ଦପୁର, ୨୧। ୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ଶାଳବଣି ପଞ୍ଚାୟତ ବଳଦୁଆଁ ଗ୍ରାମର ଆଶା ଦିଦି ଅଖଜି ଖଣ୍ଡାଙ୍କୁ ଆକ୍ରମଣ ଘଟଣାରେ ପୋଲିସ ସେହି ଗ୍ରାମର…

ବାଲେଶ୍ୱରରେ ୨ ବର୍ଷର ଶିଶୁକନ୍ୟା କରୋନା ଆକ୍ରାନ୍ତ ଚିହ୍ନଟ: ଆରମ୍ଭ ହେଲା ସ୍ବତନ୍ତ୍ର ନମୁନା ପରୀକ୍ଷା ଶିବିର, ବିଶୁଦ୍ଧୀକରଣ

ସଜନାଗଡ଼, ୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଞ୍ଚଳରେ ସୋମବାର ଏକ ୨ ବର୍ଷର ଶିଶୁକନ୍ୟା କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିବା ପରେ ପ୍ରଶାସନ ପକ୍ଷରୁ…

ବାଲେଶ୍ୱର: ପଶ୍ଚିମବଙ୍ଗ ଫେରନ୍ତାଙ୍କ ତଥ୍ୟ ଯାଞ୍ଚ ଉପରେ କେନ୍ଦ୍ରାଞ୍ଚଳ ଆରଡିସିଙ୍କ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ଜିଲାରେ କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ…

ବିଓଆଇର ମୋବାଇଲ ବ୍ୟାଙ୍କିଙ୍ଗ ସେବା ଆରମ୍ଭ

ବେଗୁନିଆପଡା,୨୧ା୪(ଡି.ଏନ.ଏ.)-କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଗଞ୍ଜାମ ଜିଲାପାଳ ଏ ଦିଗରେ ବହୁ କଟକଣା ମଧ୍ୟ ଜାରି କରିଛନ୍ତି। କିନ୍ତୁ ବେଗୁନିଆପଡ଼ା…