ବିପତ୍ତି ବେଳେ ବିକୃତ ମାନସିକତା: ୧୦୪ ନଂକୁ ଆସୁଛି ଫେକ୍‌ କଲ୍‌, ମହିଳା କର୍ମଚାରୀଙ୍କୁ କରୁଛନ୍ତି ଅଶାଳୀନ ବ୍ୟବହାର

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଗୋଟିଏ ପଟେ କରୋନା ମହାମାରୀ ସହ ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ଆକ୍ରାନ୍ତଙ୍କୁ ଶୀଘ୍ର ଚିହ୍ନଟ କରାଯିବା…

ତହସିଲ, ଏନ୍‌ଏସି ଓ ପୋଲିସ ପ୍ରଶାସନ ପକ୍ଷରୁ ସଚେତନତା

ଗଞ୍ଜାମ,୨୧ା୪(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ରାଜ୍ୟ ଓ ଜିଲା ପ୍ରଶାସନ ରାତିଦିନ ଏକ କରିଦେଇଛନ୍ତି l ଏଥିପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କଡା ଆଭିମୁଖ୍ୟ…

କୋଭିଡ-୧୯: ୩.୩ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କଲେ ଗଲ୍ଫର ଅର୍ଜୁନ

ନୂଆଦିଲ୍ଲୀ,୨୧।୪ (ପି.ଟି.): କୋଭିଡ୍‌-୧୯ ମୁକାବିଲା ପାଇଁ ଯୁବ ଗଲ୍ଫର ଅର୍ଜୁନ ଭଟ୍ଟି ପ୍ରୟାସ ଜାରି ରଖିଛନ୍ତି। ସେ ୩.୩ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କରିଛନ୍ତି। ନିଜର…

ବିଦ୍ୟୁତ କର୍ମଚାରୀଙ୍କ ପାଇଁ ପ୍ରୋତ୍ସାହନ ଦାବି କଲା ସଂଘ

ଭୁବନେଶ୍ୱର,୨୧।୪(ବ୍ୟୁରୋ)- ସାରା ମାନବ ସମାଜ କରୋନା ମୁକାବିଲାରେ ଲାଗିପଡିଛି। ଏହି ଲଢେଇରେ ବିଦ୍ୟୁତ ବିଭାଗର ବହୁତ ଅବଦାନ ରହିଛି। ଏହା କେବଳ ଜରୁରୀ ନୁହେଁ, ଅତ୍ୟନ୍ତ ଆବଶ୍ୟକତା…

ଅନ୍‌ଲାଇନରେ ବିକ୍ରି ହେବ କୃଷିଜାତ ଦ୍ରବ୍ୟ

ଭୁବନେଶ୍ୱର,୨୧।୪(ବ୍ୟୁରୋ)- କୃଷି ଭିତ୍ତିକ ଦ୍ରବ୍ୟ ଲକ୍‌ଡାଉନ ସମୟରେ ଯେପରି ବଜାରରେ ପହଞ୍ଚି ପାରିବ, ସେଥିପାଇଁ ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ କରାଯାଇଛି। ଏହି କ୍ରମରେ କୃଷି ଓ…

ଗାଭାସ୍କରଙ୍କ ପ୍ରସ୍ତାବ: ଭାରତ, ଅଷ୍ଟ୍ରେଲିଆ ମଧ୍ୟରେ ବଦଳ ହେଉ ଟି-୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୨୧।୪(ପି.ଟି.): କୋଭିଡ-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଦେଇଛନ୍ତି। ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟ ଟି୨୦ ବିଶ୍ୱକପ୍‌…

କର୍ତ୍ତବ୍ୟ ଆଗ ବିବାହ ପଛ: ବ୍ୟକ୍ତିଗତ ସ୍ବାର୍ଥକୁ ପଛରେ ପକାଇ ଉଦାହରଣ ସୃଷ୍ଟି କଲେ ସୁନ୍ଦରଗଡ଼ର ୨ ମହିଳା ପୋଲିସ କର୍ମଚାରୀ

ସୁୁନ୍ଦରଗଡ, ୨୧।୪ (ଡି.ଏନ୍‌.ଏ.): ମହାମାରୀ କରୋନା ସହ ଲଢେଇରେ ସବୁଠୁ ବଡ ଯୋଦ୍ଧା ପାଲଟିଛନ୍ତି ଡାକ୍ତର ଏବଂ ପୋଲିସ। ଏହି ଲଢେଇରେ କର୍ତ୍ତବ୍ୟକୁ ଆଗରେ ରଖି ଏମାନେ…

ମୋହନବାଗାନ ଆଇ-ଲିଗ୍‌ ଚାମ୍ପିୟନ ଘୋଷିତ: ବାକି ମ୍ୟାଚ୍‌ ବାତିଲ ନେଇ ଲିଗ୍‌ କମିଟିର ପ୍ରସ୍ତାବ ଗୃହୀତ

ନୂଆଦିଲ୍ଲୀ,୨୧।୪ (ପି.ଟି.): ଦେଶର ଅନ୍ୟତମ ପ୍ରମୁଖ ପୁଟବଲ ପ୍ରତିଯୋଗିତା ଆଇ- ଲିଗ୍‌ର ଚାମ୍ପିୟନ ଦଳ ସଂକ୍ରାନ୍ତରେ ଘୋଷଣା କରାଯାଇଛି। ମୋହନ ବାଗାନକୁ ଏଥର ଆଇ- ଲିଗ୍‌ ଚାମ୍ପିୟନ…

କରୋନା ସହାୟତା: ସତ୍ୟବାଦୀ ବ୍ଲକର ମହିଳା ମହାସଂଘ ଦେଲେ ୧ ଲକ୍ଷ ଟଙ୍କା

ସାକ୍ଷୀଗୋପାଳ, ୨୧।୪(ଡି.ଏନ୍‌.ଏ): କରୋନା ସହାୟତା ପାଇଁ ସତ୍ୟବାଦୀ ବ୍ଲକର ମହିଳା ମହାସଂଘଗୁଡିକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୧ ଲକ୍ଷ ୬ ହଜାର ୭ଶହ ଟଙ୍କା ପ୍ରଦାନ କରିଛନ୍ତି।…

ମାସ୍କ ନ ପିନ୍ଧି କରୁଥିଲେ ସଉଦା: ୬୦ଜଣ ଗଣିଲେ ୧୨ ହଜାର ଟଙ୍କା ଜରିମାନା

ବିଜେପୁର, ୨୧।୪(ଡି.ଏନ୍‌.ଏ.): କରୋନା ମହାମାରୀକୁ ପ୍ରତିହତ କରିବାକୁ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି । ଏହି କ୍ରମରେ ବାହାରକୁ ବାହାରିବା ସମୟରେ ମାସ୍କ…