ଛତ୍ରପୁରରେ ଟ୍ରେନ୍‌ ଚେନ୍‌ ପୁଲିଂ କରି ପୁଣି ଓହ୍ଲାଇଲେ ୧୨୦୦ ପ୍ରବାସୀ: ଭୁଲିଗଲେ ସାମାଜିକ ଦୂରତା

ଛତ୍ରପୁର,୨୯ା୫(ଡି.ଏନ୍‌.ଏ)-ପୁଣି ଟ୍ରେନ ଚେନ ପୁଲିଂ କରି ଓହ୍ଲାଇ ପଡ଼ିଛନ୍ତି ପ୍ରବାସୀ। ଏପରି ଘଟଣା ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନରେ ଦେଖିବାକୁ ମିଳିଛି। ସୁରଟରୁ ପ୍ରବାସୀଙ୍କୁ ନେଇ…

ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ପାଟପୁର,୨୯ା୫- ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ବତାଗଡ ଗ୍ରାମର ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ଉକ୍ତ ଗ୍ରାମର ରାଧା ଗୌଡ଼ (୨୪)। ଶାଶୁଘର…

ଅଭିନୟ ମାଧ୍ୟମରେ କରୋନା ସଚେତନତା

ଆରଡ଼ି,୨୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ଶୁକ୍ରବାର କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ା ଯାଜପୁର ଜିଲା ମଙ୍ଗଳପୁରର ଚିନ୍ମୟ କଲ୍ୟାଣ ସାମାଜିକ ସଂଗଠନ…

ଧାନ ଫସଲରେ ପତ୍ରପୋଡ଼ା ରୋଗ: ଚାଷୀ ହତାଶ

ଚମ୍ପୁଆ,୨୯ା୫(ଡି.ଏନ୍‌.ଏ.)- ଚମ୍ପୁଆ କୃଷି ଜିଲା ଅନ୍ତର୍ଗତ ଚମ୍ପୁଆ ବ୍ଲକର ଅଢଙ୍ଗାପାଳ ଗ୍ରାମରେ ପତ୍ରପୋଡା ରୋଗ ଯୋଗୁ ପ୍ରାୟ ୪ ଏକର ଧାନ ଫସଲ ଉଜୁଡ଼ି ଯିବା ଆଶଙ୍କା…

ଫଙ୍ଗପାଳ କେବଳ ଫସଲ ନୁହେଁ ମଣିଷ ପାଇଁ ମଧ୍ୟ କ୍ଷତିକାରକ !

ନୂଆଦିଲ୍ଲୀ,୨୯।୫: ପାକିସ୍ତାନରେ ଏକର ଏକର ଫସଲ ନଷ୍ଟ କରୁଥିବା ପଙ୍ଗପାଳ ଦଳ ଏବେ ଭାରତରେ କାୟା ବିସ୍ତାର କରିବାକୁ ଯାଉଛନ୍ତି। ଏବେସୁଦ୍ଧା ଏହା ରାଜସ୍ଥାନ, ଗୁଜରାଟ, ମହାରାଷ୍ଟ୍ର,…

ପ୍ରବାସୀ ଶ୍ରମିକଙ୍କୁ ଦୁର୍ବ୍ୟବହାର ଘଟଣା: ବିଡିଓଙ୍କ ନିଲମ୍ବନ ଦାବି କଲେ ବିଭିନ୍ନ ଅନୁଷ୍ଠାନ

ବାଲେଶ୍ୱର ଅଫିସ, ୨୯।୫-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ଗତ ୧୩ ତାରିଖରେ ସୁରଟରୁ ଫେରିଥିବା ୪୦ ପ୍ରବାସୀ ଓଡ଼ିଆ ଶ୍ରମିକମାନେ ପହଞ୍ଚତ୍ବା ପରେ ଦୀର୍ଘ ୨ଘଣ୍ଟା ଧରି…

କୋଭିଡ୍‌ ହସ୍‌ପିଟାଲ ନର୍ସଙ୍କ ସ୍ବାବ ପରୀକ୍ଷା ଦାବିରେ ବିକ୍ଷୋଭ

ବାଲେଶ୍ୱର ଅଫିସ, ୨୯।୫-ବାଲେଶ୍ୱର ଜିଲା କୁରୁଡ଼ାସ୍ଥିତ କୋଭିଡ୍‌-୧୯ ହସ୍‌ପିଟାଲରେ କାର୍ଯ୍ୟରତ ନର୍ସମାନଙ୍କର ସ୍ବାବ ପରୀକ୍ଷା ନିମନ୍ତେ ଦାବି କରାଯାଇଛି। ଶୁକ୍ରବାର ହସ୍‌ପିଟାଲ ସମ୍ମୁଖରେ ନର୍ସମାନେ ୨ଘଣ୍ଟା କାମ…

କ୍ୱାରାଣ୍ଟାଇନ କେନ୍ଦ୍ରରେ ଯୋଗ ଶିଖାଉଛନ୍ତି ଶୁଭେନ୍ଦୁ

ଚୌଦ୍ୱାର,୨୯ା୫(ଡି.ଏନ୍‌.ଏ)-ପୌରପାଳିକା ତରଫରୁ ଚୌଦ୍ୱାର କଲେଜ ମହିଳା ଛାତ୍ରୀ ନିବାସରେ ହୋଇଥିବା କ୍ୱାରାଣ୍ଟାଇନ କେନ୍ଦ୍ରରେ ପୌରପାଳିକା ୧୭ ନଂ. ୱାର୍ଡ ନୂଆସାହିର ଶୁଭେନ୍ଦୁ ସିଂ ପ୍ରତିଦିନ ପ୍ରବାସୀମାନଙ୍କୁ ଯୋଗ…

ଜୁନ୍‌ ପହିଲାରୁ ପୂର୍ବଭଳି କାର୍ଯ୍ୟ କରିବ ସମସ୍ତ ସରକାରୀ କାର୍ଯ୍ୟାଳୟ

ଡେରାଡୁନ,୨୯।୫: ଦେଶରେ କରୋନା ମହାମାରୀ ପାଇଁ ଚାଲିଥିବା ଲକ୍‌ଡାଉନ ୪.୦ର ଅବଧି ମେ’ ୩୧ରେ ଶେଷ ହେଉଛି। ଏହି ଅବଧି ଆଗକୁ ବଢିବ କି ନାହିଁ ତାହା…

୬ ଫୁଟ ନୁହେଁ ୨୦ ଫୁଟ ପର୍ଯ୍ୟନ୍ତ ବ୍ୟାପିପାରେ କରୋନା

ଲସ୍‌ ଆଞ୍ଜେଲସ୍‌,୨୯।୫: କରୋନା ଭାଇରସ ସଂକ୍ରମଣ ପାଇଁ ଯେଉଁ ସାମାଜିକ ଦୂରତ୍ୱ ୬ ଫୁଟ ରଖାଯାଇଥିଲା ତାହା ପର୍ଯ୍ୟାପ୍ତ ନୁହେଁ। କାରଣ ଛିଙ୍କିଲେ ବା କାଶିଲେ ଏହି…