ପ୍ରବାସୀଙ୍କୁ ଜୀବିକା ଯୋଗାଇବେ ସରକାର: ୧୭ ହଜାର କୋଟି ବ୍ୟୟ ଅଟକଳ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରବାସୀଙ୍କୁ ଜୀବିକା ଯୋଗାଇ ଦେବା ଲକ୍ଷ୍ୟରେ ୧୭ ହଜାର କୋଟି ବ୍ୟୟ ଅଟକଳ ରଖାଯାଇଛି। ଜୁନ୍‌ ୨୦୨୦ରୁ ମାର୍ଚ୍ଚ ୨୦୨୧…

ଟ୍ରମ୍ପଙ୍କ ପ୍ରସ୍ତାବକୁ ନେଇ ଚାଇନା କହିଲା ତୃତୀୟ ପକ୍ଷର ଆବଶ୍ୟକତା ନାହିଁ, ଆଲୋଚନା ମାଧ୍ୟମରେ ହେବ ସମାଧାନ

ବେଜିଂ,୨୯।୫: ଭାରତ ଓ ଚାଇନା ସୀମା ବିବାଦ ଉପରେ ମଧ୍ୟସ୍ଥତା କରିବାକୁ ଆମେରିକା ଆଗ୍ରହ ପ୍ରକାଶ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପ କହିଛନ୍ତି, ଯଦି ଦୁଇ…

କ୍ୟାବିନେଟ ବୈଠକରେ ୨୨ଟି ପ୍ରସ୍ତାବକୁ ଅନୁମୋଦନ: ସବିଶେଷ ଜାଣନ୍ତୁ…

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସମୁଦାୟ ୨୨ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଛି। ଏ…

ଛତ୍ରପୁରରେ ମାନବ ଶୃଙ୍ଖଳ ରକ୍ଷା କରି ଗାନ କରାଯିବ ବନ୍ଦେ ଉତ୍କଳ ଜନନୀ

ଛତ୍ରପୁର,୨୯ା୫(ଡି.ଏନ୍‌.ଏ.): ଶନିବାର ସନ୍ଧ୍ୟା ୫.୩୦ରେ କୋଭିଡ୍‌ ଯୋଦ୍ଧାଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ପାଇଁ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ ମୁଖ୍ୟମନ୍ତ୍ରୀ…

ବଢିବ କି ଲକ୍‌ଡାଉନ୍‌… ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଅମିତ ଶାହ

ନୂଆଦିଲ୍ଲୀ,୨୯।୫: କରୋନା ଯୋଗୁ ଦେଶରେ ଲାଗୁ କରାଯାଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ମେ ୩୧ରେ ଶେଷ ହେବ। ଆଗକୁ ଏହା ବୃଦ୍ଧି କରାଯିବ କି ନାହିଁ ତାହାକୁ…

ଦିବ୍ୟସିଂହପୁରରେ ଭିନ୍ନ ପରମ୍ପରା: ଗୋଟିଏ ଦିନ ପରେ ଶିବପାର୍ବତୀଙ୍କ ବିବାହ ସମ୍ପନ୍ନ

ଛତ୍ରପୁର, ୨୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବଉଳଗାଁ ପଞ୍ଚାୟତ ଦିବ୍ୟସିଂହପୁର ଗାଁରେ ଶିବପାର୍ବତୀଙ୍କ ବିବାହର ଏକ ଭିନ୍ନ ପରମ୍ପରା ରହିଛି। ଏଠାରେ ନିର୍ଦ୍ଧାରିତ ଦିନକ ପରେ…

ଗଞ୍ଜାମରେ ୪ ନୂଆ ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୮, ସୁସ୍ଥ ହେଲେଣି ୩୦୨

ବ୍ରହ୍ମପୁର ଅଫିସ,୨୯।୫: ପ୍ରବାସୀ ଫେରନ୍ତାଙ୍କ ପାଇଁ ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଜିଲାରେ ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ…

କୋଇଲା ବୋଝେଇ ଗାଡ଼ି ଜବତ: ଚାଳକ ଫେରାର

ପଦ୍ମପୁର, ୨୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନାୟକ ନିଦିହି ପୋଲିସ ଶୁକ୍ରବାର ଏକ ଚୋରା କୋଇଲା ବୋଝେଇ ପିକ୍‌ଅପ ଗାଡ଼ି ଜବତ କରିଛି। ଗାଡିଟି…

ଲକ୍‌ଡାଉନ୍‌ ୪.୦: ମାତ୍ର ୧୨ ଦିନରେ ୭୦ ହଜାର ନୂଆ କରୋନା ରୋଗୀ ଚିହ୍ନଟ, ୧୭୦୦ ମୃତ

ନୂଆଦିଲ୍ଲୀ,୨୦।୫: କରୋନା ସଙ୍କଟ ଯୋଗୁ ଦେଶରେ ଜାରି କରାଯାଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଦୁଇ ଦିନ ମଧ୍ୟରେ ଶେଷ ହେବ। ଲକଡାଉନ ୪.୦ର ମାତ୍ର ୧୨ ଦିନ…

ଫେରିଲେ ଏର୍ଣ୍ଣାକୁଲମ୍‌ରେ ଫସିଥିବା କେନ୍ଦ୍ରାପଡ଼ାର ୧୬୯ ଓଡ଼ିଆ ଝିଅ

ଭୁବନେଶ୍ୱର,୨୯।୫(ବ୍ୟୁରୋ): କେରଳର ଫସି ରହିଥିବା ୧୬୯ ଓଡ଼ିଆ ଝିଅ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ସେମାନେ ଆସି ଭୁବନେଶ୍ୱରରେ ଓହ୍ଲାଇଛନ୍ତି। ଏର୍ଣ୍ଣାକୁଲମର ଏକ…