ୟୁଏସ୍‌ରେ ଚାକିରି ହରାଇଛନ୍ତି ୪.୧ କୋଟି

ଓ୍ବାଶିଂଟନ,୨୯।୫: କରୋନା ଜନିତ ଲକ୍‌ଡାଉନ ଲାଗି ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ରେ ୪.୧ କୋଟି ଲୋକ ଚାକିରି ହରାଇଛନ୍ତି। ଗତ ସପ୍ତାହରେ ୨.୧ ନିୟୁତ ଲୋକ ବେରୋଜଗାରୀ ଭତ୍ତା…

ଭୋଡାଫୋନ-ଆଇଡିଆରୁ ଅଂଶଧନ କିଣିବ ଗୁଗୁଲ୍‌

ମୁମ୍ବାଇ,୨୯।୫: ଟେଲିକମ୍‌ ସେବା ପ୍ରଦାନକାରୀ କମ୍ପାନୀ ଭୋଡାଫୋନ-ଆଇଡିଆରୁ ୫%ଅଂଶଧନ କିଣିବାକୁ ଲକ୍ଷ୍ୟ ରଖିଛି ଆମେରିକାର ଅଗ୍ରଣୀ ସଫ୍ଟଓ୍ବାର କମ୍ପାନୀ ଗୁଗୁଲ୍‌ । ଗତ କିଛି ବର୍ଷ ଏହି…

ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇଥାଏ ତୁଳସୀପତ୍ରର କାଢ଼ା

ନ୍ୟାଶନାଲ ସେଣ୍ଟର ଫର୍‌ ବାୟୋଟେକ୍ନୋଲୋଜି ଇନ୍‌ଫର୍‌ମେଶନ ଅନୁସାରେ, ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇବା ପାଇଁ ତୁଳସୀପତ୍ର ବେଶ୍‌ ଲାଭଦାୟକ। ପ୍ରତି ସଂକ୍ରାମକ ରୋଗରୁ ଏହି ପତ୍ର ମୁକ୍ତି…

ମୂଷା ଖାଇଦେଲା ରବର ଷ୍ଟାମ୍ପ, ବିନା ମୋହରରେ ଦିଆଯାଉଛି ରସିଦ

ଭବାନୀପାଟଣା/କେଗାଁ,୨୯।୫(ସ୍ବ.ପ୍ର/ଡି.ଏନ୍‌.ଏ.) - କଳାହାଣ୍ଡି ଜିଲା ଗୋଲାମୁଣ୍ଡା ସିଡିପିଓ କାର୍ଯ୍ୟାଳୟରେ ବିନା ମୋହର(ରବର ଷ୍ଟାମ୍ପ)ରେ ରସିଦ ଦିଆଯାଉଛି। ରବର ଷ୍ଟାମ୍ପକୁ ମୂଷା ଖାଇ ଦେଇଥିବାରୁ ଏପରି କରାଯାଉଥିବା ଦାୟିତ୍ୱରେ…

କରୋନା ଆକ୍ରାନ୍ତଙ୍କ ନାମରେ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗ, କୋଭିଡ଼ ହସ୍ପିଟାଲ ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଦେବଗଡ଼,୨୯ା୫(ଡି.ଏନ.ଏ.) - ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କଠାରୁ ଆରମ୍ଭ କରି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ କରୋନା ଯୋଦ୍ଧା କୁହାଯାଉଥିବା ସ୍ବାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀ ଓ ପୋଲିସ…

ତାଲା ପକାଇ ବେପାର

ଢେଙ୍କାନାଳ ଅଫିସ, ୨୯।୫ - ଢେଙ୍କାନାଳ ଜିଲାରେ ଲକ୍‌ଡାଉନ୍‌ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରାଯାଇ ମଦ କାରବାର ଚାଲିଛି। ଦୋକାନ ଆଗପଟେ ଶଟର ପକାଇ ପଛପଟେ ବେପାର…

ବାଟବଣା ବୃତ୍ତିହରା ବୁଣାକାର

ଭାପୁର, ୨୯।୫ - ତନ୍ତକୁ ସାହାରା କରି ଗଡ଼ିଚାଲିଥିଲା ଜୀବନ। ଦିନରାତି କଷ୍ଟ କରି ଯାହା ମିଳୁଥିଲା ସେଥିରେ ହସଖୁସିରେ ପରିବାର ଚଳୁଥିଲା। ଅନେକ ସମସ୍ୟା ଆସିଛି…

ନୋ ପାର୍କିଂକୁ ନେଇ ଅଡ଼ୁଆ

ଅନୁଗୋଳ ଅଫିସ, ୨୯ା୫ - ଅନୁଗୋଳ ପୂର୍ତ୍ତ ବିଭାଗ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ରାସ୍ତା ପାର୍ଶ୍ୱରେ ଗୁରୁବାର ନୋ ପାର୍କିଂ ବୋର୍ଡ ଲଗାଯାଇଛି। ଫଳରେ ଏଠାରେ…

ବାଲିଗୁଡା ଏନ୍‌ଏସି: ୪ଦିନ ହେଲା ଜଳଯୋଗାଣ ବନ୍ଦ

ବାଲିଗୁଡ଼ା,୨୯ା୫(ଡି.ଏନ୍‌.ଏ.)- ଦୀର୍ଘ ସପ୍ତାହେ ହେଲାଣି ଲୋ ଭୋଲଟେଜ ଯୋଗୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବାଲିଗୁଡ଼ା ଅଞ୍ଚଳବାସୀ। ଦିନକୁ ଦିନ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଉଥିବାବେଳେ…

ବ୍ରହ୍ମପୁରରୁ ଭୁବନେଶ୍ୱର ଗଲା ଗୋଟିଏ ବସ୍‌

ବ୍ରହ୍ମପୁର ଅଫିସ, ୨୯ା୫- ଘରୋଇ ବସ୍‌ ଚଳାଚଳ ସ୍ବାଭାବିକ କରିବା ନେଇ ସରକାରଙ୍କ ଅନୁମତି ପରେ ବି ଗୁରୁବାର ବ୍ରହ୍ମପୁରରୁ ସ୍ବାଭାବିକ ହୋଇପାରିନି ବସ୍‌ ଚଳଚଳ। ସେବା…