ପ୍ରବାସୀଙ୍କୁ ଋଣ ଯୋଗାଇଦେବାକୁ ନିର୍ଦ୍ଦେଶ

ଛତ୍ରପୁର,୨୯ା୫(ଡି.ଏନ.ଏ)- ଗଞ୍ଜାମ ଜିଲାକୁ ଏକ ଲକ୍ଷରୁ ଉର୍ଦ୍ଧ୍ୱ ପ୍ରବାସୀ ଫେରିଲେଣି। ରୋଜଗାର ବାଟ ମିଳିଲେ ଏମାନେ ଆଉ ଅନ୍ୟ ରାଜ୍ୟକୁ ଯିବେନି। ତେଣୁ ଚାଷଠାରୁ ଆରମ୍ଭ କରି…

ଚୋରି ପିକ୍‌ଅପ ଭ୍ୟାନ୍‌ ଉଦ୍ଧାର, ୪ ଗିରଫ

ଯୋଡ଼ା, ୨୯।୫ (ଡି.ଏନ.ଏ.)-କରୋନା ମହାମାରୀ ଯୋଗୁ ସାରା ଦେଶରେ ଲକଡାଉନ ଚାଲିଥିବା ବେଳେ ଚୋରମାନେ ଏହାର ଫାଇଦା ପାଇବା ଉଠାଇବା ପାଇଁ ଅଧିକ ସକ୍ରିୟ ହୋଇପଡିଛନ୍ତି। କେନ୍ଦୁଝର…

ରାସ୍ତା, କଲ୍ୟାଣ ମଣ୍ଡପ କାର୍ଯ୍ୟର ସମୀକ୍ଷା କଲେ ଉପଜିଲାପାଳ

ଯୋଡ଼ା, ୨୯।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଉପଜିଲାପାଳ ପ୍ରତାପ ପ୍ରିତୀମୟ ଗୁରୁବାର ସନ୍ଧ୍ୟାରେ ଯୋଡାଠାରେ ଥିବା କଲ୍ୟାଣ ମଣ୍ଡପ ଓ ରଣାଶାଳ ଘାଟିଠାରୁ ବାଂଶପାଣି ରାସ୍ତାର ସମୀକ୍ଷା…

ଫଳ ବେପାରୀଙ୍କ କବ୍‌ଜାରେ ରାମରାମ ଗଳି

କେନ୍ଦୁଝର, ୨୯ା୫(ଡି.ଏନ୍‌.ଏ.)-କେନ୍ଦୁଝର ସହରରେ ଅବୈଧ କବ୍‌ଜା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଟ୍ରାଫିକ ସମସ୍ୟା ଲାଗି ରହିଛି। ପୌରପାଳିକା ଅଧୀନ ଥିବା ବିଭିନ୍ନ ଗଳିକନ୍ଦି ଏପରିକି ଜାତୀୟ…

ସାମାଜିକ ଦୂରତ୍ୱ, ମାସ୍କକୁ ପୋଲିସର ଗୁରୁତ୍ୱ

କେନ୍ଦୁଝର, ୨୯ା୫ (ସ୍ବ.ପ୍ର.)-କରୋନା ସଂକ୍ରମଣ ରୋକିବା ଲଢେଇକୁ କଠୋର କରିବା ଲାଗି ଲକ୍‌ ଡାଉନର ପ୍ରଥମ ପର୍ଯ୍ୟାୟରେ ପୋଲିସ ହାତରେ ଧରିଥିଲା ଲାଠି। ଠିକ ଏଭଳି କଠୋର…

ପୋଖରୀରେ ବୁଡ଼ି ନାବାଳିକାଙ୍କ ଜୀବନ ଗଲା

ରାଇରଙ୍ଗପୁର,୨୯ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନଥାନା ଅଧୀନ ଇଚିଣ୍ଡା ବସ୍ତୀର ଜଣେ ନାବାଳିକା ଗୁରୁବାର ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ହେଲେ ବଜରଙ୍ଗ ବେହେରାଙ୍କ ଝିଅ ବେବିନା(୧୦)।…

ଦୁର୍ଘଟଣାରେ ଆହତ ଯୁବକଙ୍କ ଜୀବନ ଗଲା

ଖଇରା, ୨୯ା୫(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ଥାନା ଭାସ୍କରପୁର ଗ୍ରାମର ଜନ୍ମେଜୟ ପୁରୀ ଚିକିତ୍ସାଧୀନ ଅବସ୍ଥାରେ କଟକ ବଡ ଡାକ୍ତରଖାନାରେ ପ୍ରାଣ ହରାଇଛନ୍ତି। ସେ ମଙ୍ଗଳବାର ବାଇକରେ ଶ୍ବଶୁର…

ହଙ୍ଗେରୀରେ ଦର୍ଶକଙ୍କୁ ଅନୁମତି

ବୁଦାପେଷ୍ଟ,୨୯ା୫ (ଏପି)- ହଙ୍ଗେରୀରେ ପୁଣି ଦର୍ଶକଙ୍କ ଉପସ୍ଥିତିରେ ଫୁଟ୍‌ବଲ ମ୍ୟାଚ ଆୟୋଜନ ହୋଇପାରିବ ବୋଲି ଦେଶର ଫୁଟ୍‌ବଲ ମହାସଂଘ କହିଛି। ଏଥିପାଇଁ ସ୍ଥାନୀୟ ସରକାର ଅନୁମତି ଦେଇଛନ୍ତି।…

ଟି୨୦ ବିଶ୍ୱକପ୍‌ : ନିଷ୍ପତ୍ତି ଜୁନ୍‌ ୧୦କୁ ଘୁଞ୍ଚିଲା

ନୂଆଦିଲ୍ଲୀ, ୨୯ା୫ (ପି.ଟି.)-ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ (ଆଇସିସି) ବୋର୍ଡର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହା ଟେଲି କନଫରେନ୍ସିଂ ଜରିଆରେ ହୋଇଥିଲା। ଏଥିରେ ଅଷ୍ଟ୍ରେଲିଆରେ…

ଜାତୀୟ କ୍ରୀଡ଼ା ସ୍ଥଗିତ

ନୂଆଦିଲ୍ଲୀ, ୨୯।୫(ପି.ଟି.)-ଆସନ୍ତା ଅକ୍ଟୋବର-ନଭେମ୍ବରରେ ଗୋଆରେ ହେବାକୁଥିବା ୩୬ତମ ଜାତୀୟ କ୍ରୀଡ଼ାକୁ କୋଭିଡ-୧୯ ପାଇଁ ଅନିର୍ଦ୍ଦିଷ୍ଟକାଳ ପାଇଁ ସ୍ଥଗିତ ରଖା ଯାଇଛି। ଅକ୍ଟୋବର ୨୦ରୁ ନଭେମ୍ବର ୪ ମଧ୍ୟରେ…