୩ ବ୍ୟବସାୟୀଙ୍କ ଠାରୁ ୧୬ ଲକ୍ଷ ୮୦ ହଜାର ଲୁଟ୍‌: * ବନ୍ଧୁକ ଦେଖାଇ ଲୁଟିନେଲେ ଦୁର୍ବୃତ୍ତ

ଧରାକୋଟ,୨୮ା୫(ଡି.ଏନ.ଏ.)- ଧରାକୋଟ ଥାନା ବାଦଗଡ଼ ଗ୍ରାମ ଛକ ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ବଡ ଧରଣର ଲୁଟ୍‌ ହୋଇଛି। ୩ ବ୍ୟବସାୟୀଙ୍କ ଠାରୁ ଖଣ୍ଡା ଓ…

ଓଡିଶାରେ କରୋନା ମୃତ୍ୟୁ ହାର ସାରା ବିଶ୍ବରେ ସର୍ବନିମ୍ନ

କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ଓଡିଶାରେ କରୋନା ମୃତ୍ୟୁ…

ଲକ୍ଷାଧିକ ଟଙ୍କା ହଡ଼ପ କରି ଅଭିଯୁକ୍ତ ଗିରଫ

ଯୋଡ଼ା, ୨୮।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଆର୍ଥ ମୁଭର୍ସ ଓ ଡିପି ସିଂ ନାମକ ଦୁଇଗୋଟି ବ୍ୟବସାୟିକ ସଂସ୍ଥାରେ ଲକ୍ଷାଧିକ ଟଙ୍କା ହଡପ କରିଥିବା ଅଭିଯୋଗରେ ପୋଲିସ…

ପରିବାରର ୫ ଜଣଙ୍କୁ ଆକ୍ରମଣ, ୫ ଗିରଫ

ବଇଣ୍ଡା, ୨୮ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା କୋରାବ ଗ୍ରାମର ଏକ ପରିବାରର ୫ ଜଣ ସଦସ୍ୟଙ୍କୁ ମଙ୍ଗଳବାର ସନ୍ଧ୍ୟାରେ ଭୁଜାଲିରେ ଆକ୍ରମଣ କରାଯାଇଥିବା…

୩ ଘଣ୍ଟା ଉଡିଲା ପାଉଁଶ

କଣିହାଁ, ୨୮ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରେ ଗୁରୁବାର ଅପରାହ୍ନରେ ୩ ଘଣ୍ଟା ଧରି ଏନ୍‌ଟିପିସି ପ୍ରକଳ୍ପରୁ ପ୍ରବଳ ମାତ୍ରାରେ ପାଉଁଶ ଉଡିଥିଲା। ଏଥିଯୋଗୁ ରାସ୍ତାରେ…

ପାନୀୟଜଳ ଓ ବିଦ୍ୟୁତ୍‌ ସେବା ଉପରେ ଗୁରୁତ୍ୱ

ବୌଦ୍ଧ,୨୮ା୫(ସ୍ବ.ପ୍ର.)-ବୌଦ୍ଧ ଜିଲାରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ…

ପୁଣି ଫେରିଲେ ୧୩୧ ପ୍ରବାସୀ ଶ୍ରମିକ

ବୌଦ୍ଧ,୨୮ା୫ (ସ୍ବ.ପ୍ର.)-ଗୁରୁବାର ବୌଦ୍ଧ ଜିଲାରେ ପୁଣି ୧୩୧ ଜଣ ପ୍ରବାସୀ ଶ୍ରମିକ ପହଞ୍ଚିଥିବା ଜଣାଯାଇଛି। ଫଳରେ ଫେରିଥିବା ପ୍ରବାସୀ ଶ୍ରମିକଙ୍କ ସଂଖ୍ୟା ୨୬୩୧ରେ ପହଞ୍ଚତ୍ଛିି। ସେହିପରି ୬୦୫…

କରୋନା ରୋଗୀ ଚିହ୍ନଟ ପରେ ହରଡଖୋଲ ବଜାର ୪୮ଘଣ୍ଟା ସଟ୍‌ଡାଉନ

ସୋନପୁର,୨୮।୫(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ କରୋନା ରୋଗୀଙ୍କ ସଂଖ୍ୟା ବଢି ଚାଲିଛି। ବୁଧବାର ଜିଲାରେ ପୁଣି ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂଖ୍ୟା ୫ରେ ପହଞ୍ଚତ୍ଛି।…

କାହିଁକି ପାକିସ୍ତାନ କ୍ରିକେଟର୍‌ଙ୍କୁ ବିବାହ କରିଥିଲେ ସାନିଆ ମିର୍ଜା

ଭାରତୀୟ ଟେନିସ୍‌ କୁଇନ୍‌ ସାନିଆ ମିର୍ଜା ପାକିସ୍ତାନ କ୍ରିକେଟର ସୋଏବ୍‌ ମଲିକଙ୍କୁ ବିବାହ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। ସେତେବେଳେ ଏହାକୁ ନେଇ ବେଶ୍‌ ଚର୍ଚ୍ଚା ମଧ୍ୟ…

ଜହ୍ନାପଙ୍କ ଅଞ୍ଚଳରେ କୂଆପଥର ବର୍ଷା

ଜହ୍ନାପଙ୍କ,୨୮।୫ (ଡି.ଏନ.ଏ.)-ବୌଦ୍ଧ ବ୍ଲକ ଅନ୍ତର୍ଗତ ଜହ୍ନାପଙ୍କ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଝଡତୋଫାନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଥିଲା। ପ୍ରାୟ ଅଧଘଣ୍ଟା ଧରି କୂଆପଥର ବର୍ଷା…