ପ୍ରଶାସନ ପକ୍ଷରୁ ତତ୍ପରତା: ବଙ୍ଗଭାଷୀଙ୍କୁ ମିଳିବ ସ୍ଥାୟୀ ଜମି ପଟ୍ଟା

ମହାକାଳପଡ଼ା,୫ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତିଘର , ଖରିନାସୀ, ରାମନଗର ସମେତ ଅନ୍ୟ ବଙ୍ଗଭାଷୀ ଅଞ୍ଚଳରେ ସରକାରୀ ଜମି ଜମା ସମସ୍ୟାକୁ ନେଇ…

ଅଧିକାରୀଙ୍କ ଭୁଲ୍‌ ସର୍ଭେରୁ ଦାଦନ ପରିବାର ଆୟକରଦାତା

ନୂଆପଡ଼ା,୫ା୯ (ମକାରୁ ବେମାଲ):ଅଧିକାରୀଙ୍କ ଭୁଲ୍‌ ସର୍ଭେ ଯୋଗୁ ଏକ ଦାଦନ ପରିବାର ଆୟକରଦାତା ଭାବେ ପରିଗଣିତ ହେଉଛନ୍ତି। ଏହାର ବାସ୍ତବ ଚିତ୍ର ନୂଆପଡ଼ା ଜିଲା କୋମନା ବ୍ଲକ୍‌…

ଭାରତରେ ବଡ଼ ନିବେଶ କରିଛି ଏହି କମ୍ପାନୀ, ଟ୍ରମ୍ପ ପଚାରିଲେ -ଆମେରିକାରେ କେତେ ନିବେଶ କରିବେ?

ନୂଆଦିଲ୍ଲୀ,୫।୯: ହ୍ୱାଇଟ ହାଉସରେ ଆୟୋଜିତ ଏକ ରାତ୍ରିଭୋଜରେ ସିଲିକନ ଭ୍ୟାଲିର ଶୀର୍ଷ ଟେକ୍ନୋଲୋଜି ଲିଡରଙ୍କୁ ନେଇ ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସିଧାସଳଖ ପ୍ରଶ୍ନ ପଚାରିଛନ୍ତି:…

ପ୍ରସିଦ୍ଧ ଦେବଗଡ ଗଣେଶ ମେଳା: ଏତିକି ଟଙ୍କାରେ ନିଲାମ ହେଲା ଶ୍ରୀଗଣେଶଙ୍କ ଆଶୀର୍ବାଦ ଲଡୁ

ଦେବଗଡ,୫।୯(ଶଶାଙ୍କ ଶେଖର ଝାଙ୍କର):ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଦେବଗଡ ଗଣେଶ ମେଳାର ନବମ ଦିନରେ ଶ୍ରୀଣେଶଙ୍କ ଆଶୀର୍ବାଦ ଲଡୁ ନିଲାମ ହୋଇଛି। ଏହି ନିଲାମରେ ଭାଗ୍ୟଶାଳୀ ବିଜେତା ଭାବେ…

ପାରିବାରିକ ସମ୍ପତ୍ତି ବିଭାଜନ ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଡିଏନଏ ପରୀକ୍ଷା ପାଇଁ ବାଧ୍ୟ କରାଯାଇପାରିବନି

କଟକ,୫।୯: ଓଡ଼ିଶା ହାଇକୋର୍ଟ ନିକଟରେ ରାୟ ଦେଇଛନ୍ତି ଯେ ପାରିବାରିକ ସମ୍ପତ୍ତି ବିଭାଜନ ମାମଲାରେ ଜଣେ ପକ୍ଷକୁ ତାଙ୍କର ପିତୃତ୍ୱ ନିର୍ଣ୍ଣୟ ପାଇଁ ଡିଏନଏ ପରୀକ୍ଷା କରିବାକୁ…

ଗୋମାଂସ ବିକ୍ରି ପାଇଁ ପ୍ରସ୍ତୁତିବେଳେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୬ ଅଟକ

ଦେବଗଡ,୫।୯(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ଥାନା ତଥା ତିଲେଇବଣି ବ୍ଲକ ଅନ୍ତର୍ଗତ କେନ୍ଦେଇଜୁରୀ ଗ୍ରାମରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ପୋଲିସ ଉକ୍ତ ଗ୍ରାମର ୬ ଜଣ ଯୁବକଙ୍କୁ…

ଅଭିଯୁକ୍ତଙ୍କ ଘରେ ପୀଡ଼ିତାଙ୍କୁ ପୁଣି ବଳାତ୍କାର: ପୂରା ଘଟଣା ଜାଣିଲେ…

ଭୋପାଳ,୫ା୯:ମଧ୍ୟପ୍ରଦେଶରେ ବଳାତ୍କାର ହୋଇଥିବା ଜଣେ ନାବାଳିକାଙ୍କୁ ଶିଶୁ କଲ୍ୟାଣ କମିଟି (ସିଡବ୍ଲ୍ୟୁସି) ଅଭିଯୁକ୍ତଙ୍କ ପରିବାରକୁ ପଠାଇଥିବାବେଳେ ସେଠାରେ ସେ ପୁନର୍ବାର ବଳାତ୍କାରର ଶିକାର ହୋଇଛନ୍ତି। ଏହି ମାମଲାରେ…

ଟ୍ରମ୍ପଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟକ୍ତିଗତ ସମ୍ପର୍କ ‘ଏବେ ନାହିଁ’, ବିଶ୍ୱ ନେତାଙ୍କୁ ଚେତାବନୀ

ନ୍ୟୁୟର୍କ/ୱାଶିଂଟନ,୫।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ବ୍ୟକ୍ତିଗତ ସମ୍ପର୍କ ବହୁତ ଭଲ ଥିଲା, କିନ୍ତୁ “ଏବେ ତାହା ନାହିଁ,” ବୋଲି…

ନବୀନ ନିବାସରେ ଦିଲୀପ ରାୟ: ୨୦ ମିନିଟ୍‌ ପର୍ଯ୍ୟନ୍ତ ଆଲୋଚନା, ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୫ା୯(ସୁନୀତ ମିଶ୍ର):ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ଦିଲୀପ ରାୟ ଗୁରୁବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଉଭୟଙ୍କ ମଧ୍ୟରେ ୨୦ ମିନିଟ ଧରି…

ଦେଶରେ ଶିଶୁ ମୃତ୍ୟୁହାର ୨୫କୁ ହ୍ରାସ: ୧୦ ବର୍ଷ ମଧ୍ୟରେ ମୃତ୍ୟୁହାର ୩୭.୫% କମିଛି

ନୂଆଦିଲ୍ଲୀ,୫।୯(ପି.ଟି.):ଦେଶରେ ଶିଶୁ ମୃତ୍ୟୁ ହାର (ଆଇଏମ୍‌ଆର୍‌) ୨୦୧୩ରେ ୪୦ ଥିବାବେଳେ ଏବେ ତାହା ୨୫କୁ ହ୍ରାସ ପାଇଛି। ଅର୍ଥାତ୍‌ ୧୦ ବର୍ଷ ମଧ୍ୟରେ ମୃତ୍ୟୁହାର ୩୭.୫% କମିଛି।…