ମାନଚିତ୍ର ସଂଶୋଧନ ଆଲୋଚନା ଅଟକିଲା

କାଠମାଣ୍ଡୁ,୨୮ା୫: ନେପାଳ ମାନଚିତ୍ରରେ ପରିବର୍ତ୍ତନ ଲାଗି ବୁଧବାର ପାର୍ଲାମେଣ୍ଟରେ ସମ୍ବିଧାନ ସଂଶୋଧନ ନେଇ ଆଲୋଚନା ହେବାର ଥିଲା। ଏବେ ଆଲୋଚନାରୁ ଏହି ପ୍ରସଙ୍ଗ ବାଦ୍‌ ପଡ଼ିଛି। ଫଳରେ…

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୫୮,୩୩୩ ଛୁଇଁଲା

ନୂଆଦିଲ୍ଲୀ,୨୮।୫: ଦେଶରେ ସାଙ୍ଘାତିକ ହେଲାଣି କରୋନା ସ୍ଥିତି। ଗତ ୨୪ ଘଣ୍ଟାରେ ୬,୫୬୬ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ…

ଅନ୍‌ଲାଇନ୍‌ରେ ଯୌନ ବେପାର

ବେଙ୍ଗାଲୁରୁ,୨୮ା୫: ମହାମାରୀ କରୋନା ଭୟରେ ଦେହଜୀବୀମାନେ ବାହାରକୁ ବାହାରୁ ନାହାନ୍ତି। ଫଳରେ ସେମାନଙ୍କ ବେପାର ଠପ୍‌ ହୋଇଯାଇଛି। ଲୋକମାନେ ମଧ୍ୟ କରୋନା ଭୟରେ ସେମାନଙ୍କ ସହ ମିଳାମିଶା…

ନିଷିଦ୍ଧାଞ୍ଚଳରେ ଜରୁରୀ ଔଷଧର ହୋମ୍‌ ଡେଲିଭରି ସମ୍ଭବ

ନୂଆଦିଲ୍ଲୀ,୨୮ା୫(ପି.ଟି.): କରୋନା ସଂକ୍ରମଣ ରୋକିବା ଲାଗି ନିଷିଦ୍ଧାଞ୍ଚଳ ଘୋଷିତ ସ୍ଥାନଗୁଡ଼ିକରେ ମାଆ ଓ ଶିଶୁମାନଙ୍କ ସ୍ବାସ୍ଥ୍ୟ ଯେପରି ପ୍ରଭାବିତ ନ ହୁଏ, ସେଥିପାଇଁ କ୍ୟାଲସିୟମ, ଆଇରନ/ଫୋଲିକ୍‌ ଏସିଡ,…

ପାଣିଘେରରେ ୩ ଲକ୍ଷ ଲୋକ

ଗୁଆହାଟୀ,୨୮ା୫: ଆସାମରେ ବର୍ଷର ପ୍ରଥମ ବନ୍ୟା ଦେଖିବାକୁ ମିଳିଥିବା ବେଳେ ରାଜ୍ୟର ୧୧ ଜିଲା ଜଳମଗ୍ନ ହୋଇପଡ଼ିଛି। ପ୍ରାୟ ୩ ଲକ୍ଷ ଲୋକ ଏହାଦ୍ୱାରା ପ୍ରଭାବିତ ହୋଇଛନ୍ତି।…

ଜାତୀୟ ସଙ୍ଗୀତ ବିଲ୍‌କୁ ହଂକଂରେ ବିରୋଧ

ହଂକଂ,୨୮ା୫(ଆଇଏଏନ୍‌ଏସ୍‌): ହଂକଂରେ ଚାଇନାର ଜାତୀୟ ସଙ୍ଗୀତକୁ ଅସମ୍ମାନ କଲେ ତାହା ଅପରାଧ ବିବେଚିତ। ଏଭଳି ଉଦ୍ଦେଶ୍ୟ ନେଇ ଲେଜିସ୍‌ଲେଟିଭ୍‌ କାଉନ୍‌ସିଲରେ ଏକ ବିଲ୍‌ ଉପସ୍ଥାପନ ପୂର୍ବରୁ ଅର୍ଦ୍ଧସ୍ବୟଂଶାସିତ…

CORONAVIRUS UPDATE: ରାଜ୍ୟରେ ୧୬୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଗୁରୁବାର ସକାଳେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦କୁ ବୃଦ୍ଧି ହୋଇଛି।…

ଟୁଇଟର ଉପରେ ଟ୍ରମ୍ପ୍‌ କ୍ଷୁବ୍ଧ

ଓ୍ବାଶିଂଟନ,୨୮ା୫(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଦୁଇଟି ପୋଷ୍ଟ ଉପରେ ଟୁଇଟର ପ୍ରଥମ ଥର ଲାଗି ଫ୍ୟାକ୍ଟ ଚେକ୍‌ ଅଭିଯୋଗ ଲଗାଇଛି। ଉକ୍ତ ପୋଷ୍ଟର ତଥ୍ୟ ଯାଞ୍ଚ…

ଆମ୍ବ କିଲୋ ୩ ଲକ୍ଷ ଟଙ୍କା

ଟୋକିଓ: କୁହାଯାଏ, ଆମ୍ବ ଫଳ ମଧ୍ୟରେ ରାଜା। ଏହା ଭାରତର ଜାତୀୟ ଫଳ। ବିଶେଷକରି ବିଶ୍ୱର ସବୁଠୁ ଅଧିକ ଆମ୍ବ ଭାରତୀୟମାନେ ଖାଇଥାନ୍ତି। କିନ୍ତୁ ଏମିତି ଆମ୍ବ…

୨୦୨୧ ଯାଏ ରହିବ କରୋନା

ନୂଆଦିଲ୍ଲୀ,୨୮ା୫(ପି.ଟି.): ଭାରତରେ କରୋନା ସଂକ୍ରମଣ ୨୦୨୧ ପର୍ଯ୍ୟନ୍ତ ରହିବ। ଏହାର ସଂକ୍ରମଣକୁ କମାଇବାକୁ ହେଲେ କୋଭିଡ୍‌ ପରୀକ୍ଷାକୁ ଅତ୍ୟଧିକ ବଢ଼ାଇବାକୁ ପଡ଼ିବ ବୋଲି ବୁଧବାର ସ୍ବାସ୍ଥ୍ୟ ବିଶେଷଜ୍ଞ…