ସହାୟତା ଦେଲା ବରିଷ୍ଠ ନାଗରିକ ମଞ୍ଚ

ବାଲିଆପାଳ, ୨୦।୪(ସ୍ବ.ପ୍ର)-କରୋନା ମୁକାବିଲା ପାଇଁ ଲଙ୍ଗଳେଶ୍ୱର ଉତ୍କଳମଣି ବରିଷ୍ଠ ନାଗରିକ ମଞ୍ଚ ଲଙ୍ଗଳେଶ୍ୱର ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଛି।…

ରିଲିଫ ଫଣ୍ଡକୁ ୨ଲକ୍ଷ ସହାୟତା

ରୂପ୍‌ସା, ୨୦।୪(ଡି.ଏନ.ଏ.)-ସମଗ୍ର ଦେଶ ଓ ରାଜ୍ୟବ୍ୟାପୀ କରୋନା ମୁକାବିଲା ପାଇଁ ସରକାର ଉଦ୍ୟମ ଜାରି ରଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ବହୁ…

ଟାଟା ମୋଟର୍ସର କ୍ଲିକ୍‌ ଟୁ ଡ୍ରାଇଭ

ମୁମ୍ବାଇ,୨୦।୪: ଦେଶର ପ୍ରମୁଖ ଯାନ ନିର୍ମାତା ଟାଟା ମୋଟର୍ସ ପକ୍ଷରୁ କ୍ଲିକ୍‌ ଟୁ ଡ୍ରାଇଭ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏହା ଦ୍ୱାରା ଗ୍ରାହକ ଏଣ୍ଡ ଟୁ ଏଣ୍ଡ…

COVID-19: 7 new cases in Odisha | ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ

ସୋମବାର ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ରୁ ବୃଦ୍ଧି ପାଇ ୬୮ରେ ପହଞ୍ଚିଛି। ରାଜ୍ୟ…

ଜଳଖିଆ ଦୋକାନ ଜଳିଗଲା

ବ୍ରହ୍ମପୁର ଅଫିସ,୧୯ା୪- ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଇଞ୍ଜିନିୟରିଂ ସ୍କୁଲ ଛକରେ ଥିବା ବାବୁ ଟିଫିନ୍‌ ସେଣ୍ଟରରେ ରବିବାର ରାତି ପ୍ରାୟ ସାଢେ ୮ଟାବେଳେ ଅଗ୍ନିକାଣ୍ଡ ଘଟିଛି। ବ୍ରହ୍ମପୁର…

ବିଦେଶୀ ମଦ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ ,୧୯ା୪-କରୋନା ଦୃଷ୍ଟିରୁ ସାରା ଭାରତରେ ଲକ୍‌ଡାଉନ ଘୋଷଣା କରାଯାଇଛି। ସେହିପରି ଓଡ଼ିଶାରେ ମଧ୍ୟ ଲକ୍‌ଡାଉନ ବଳବତ୍ତର ଥିବା ବେଳେ ରାଜ୍ୟର ସମସ୍ତ ମଦ ଦୋକାନ…

କୋଭିଡ୍‌ ଫଣ୍ଡକୁ ସହାୟତା ସହ ମାସ୍କ, ସାବୁନ ବାଣ୍ଟୁଛନ୍ତି ସୁଦର୍ଶନ

ରାଇକିଆ,୧୯ା୪(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ବ୍ଲକ ଗମାଣ୍ଡି ଅଞ୍ଚଳର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସୁଦର୍ଶନ ମଲ୍ଲିକ କୋଭିଡ୍‌ ଫଣ୍ଡକୁ ସହାୟତା ସହ ସାବୁନ ଓ ମାସ୍କ ବାଣ୍ଟି…

ଗାଡି ଭଡାକରି ଗର୍ଭବତୀଙ୍କୁ ଗାଁକୁ ପଠାଇଲେ ଥାନା ଅଧିକାରୀ

ପାତ୍ରପୁର,୧୯ା୪(ଡି.ଏନ୍‌.ଏ.)- ଦୁର୍ଗମ ଅଞ୍ଚଳର ଜଣେ ଗର୍ଭବତୀଙ୍କୁ ଜରଡ଼ା ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସ୍ବାଇଁ ଗାଡ଼ି ଭଡାକରି ଘରେ ଛାଡ଼ିଛନ୍ତି। ଏନେଇ ବିଭିନ୍ନ ମହଲରୁ ତାଙ୍କୁ ପ୍ରଶଂସା କରାଯାଇଛି।…

ଦିବ୍ୟାଙ୍ଗଙ୍କୁ ମାକ୍ସ ବଣ୍ଟନ

ବାଲିଆପାଳ, ୧୯।୪(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ କାର୍ଯ୍ୟରତ ସ୍ବେଚ୍ଛାସେବୀ ସଙ୍ଗଠନ ୟୁଥ୍‌ ଡେଭଲପମେଣ୍ଟ ପ୍ରୋଜେକ୍ଟ (ୱାଇଡ଼ିପି) ପକ୍ଷରୁ ଦିବ୍ୟାଙ୍ଗମାନଙ୍କୁ ଏହି ମହାମାରୀରୁ କିପରି ନିଜକୁ ସୁରକ୍ଷିତ ରଖିବେ…

ଶ୍ରମିକ କାର୍ଡ଼ ହିତାଧିକାରୀଙ୍କୁ ସହାୟତା ବଣ୍ଟନ

ଖଜୁରିପଡା,୧୯ା୪(ଡି.ଏନ.ଏ.)- ଖଜୁରିପଡା ବ୍ଲକର ୧୪ ପଞ୍ଚାୟତରେ ବିଡ଼ିଓ ରବୀନ୍ଦ୍ରନାଥ କହଁରଙ୍କ ତତ୍ତ୍ବାବଧାନରେ ଘରଘର ବୁଲି ଶ୍ରମିକ କାର୍ଡ ହିତାଧିକାରୀଙ୍କୁ ୧୫ ଶହ ଟଙ୍କା ଲେଖାଏ ବଣ୍ଟନ କରାଯାଉଛି।…