କରୋନା ଭାଇରସ ଥିମ୍‌କୁ ନେଇ ରିଲଜ ହେବ ସଲମାନଙ୍କ ଗୀତ ‘ପ୍ୟାର କରୋନା’

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ କରୋନା ଭାଇରସ ଥିମ୍‌କୁ ନେଇ ଏକ ଗୀତ ରିଲିଜ କରିବେ ବୋଲି ସୂଚନା ଦେଇଛନ୍ତି। ୫୪ ବର୍ଷୀୟ ଏହି ଅଭିନେତା…

ପ୍ରହସନ ପାଲଟିଛି ଲୋକଙ୍କୁ ମାସ୍କ ବଣ୍ଟନ

ଲଖନପୁର,୧୯।୪(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍‌) ତରଫରୁ ଲଖନପୁର ବ୍ଲକ୍‌ରେ ମାସ୍କ ବଣ୍ଟନ କରାଯାଉଛି। ଅଙ୍ଗନଓ୍ବାଡି କର୍ମୀ ଓ ଆଶାକର୍ମୀମାନେ…

ଆଠମଲ୍ଲିକରୁ ଗଲା ତୁଳସୀ, ପଦ୍ମଫୁଲ

ଆଠମଲ୍ଲିକ, ୧୯ା୪(ଡି.ଏନ.ଏ.)- ଲକଡାଉନ ଯୋଗୁ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ତୁଳସୀ ପତ୍ର ଓ ଫୁଲର ଅଭାବ ଦେଖା ଯାଉଥିବାବେଳେ ରବିବାର ଏକ କାର୍ ଆଠମଲ୍ଲିକରୁ ପୁରୀ…

କୃତିଙ୍କ ହେୟାର ମସାଜ୍‌ କରୁଛନ୍ତି ପୁଲକିତ

ମୁମ୍ବାଇ: କୃତି ଖରବନ୍ଦା ଏବଂ ପୁଲକିତ ସମ୍ରାଟ ଦୁହେଁ ଦୀର୍ଘ ଦିନ ହେବ ଲିଭ୍‌ ଇନ୍‌ ରିଲେଶନସିପ୍‌ରେ ରହୁଛନ୍ତି। କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା…

କଥକ ଅଭ୍ୟାସ କଲେ ସୋନାଲି

ମୁମ୍ବାଇ: ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ସମସ୍ତେ ଘରେ ବନ୍ଦହୋଇ ରହିଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ବଲିଉଡ ତାରକା। ଅଭିନେତା, ଅଭିନେତ୍ରୀମାନେ ଘରେ ରହି…

କରୋନା ସହ ଲଢିବାକୁ ୪୧ ଆଫ୍ରିକୀୟ ଦେଶରେ ରହିଛି ୨ ହଜାରରୁ କମ୍‌ ଭେଣ୍ଟିଲେଟର!

ଓ୍ବାକାଣ୍ଡା,୧୯।୪: କରୋନା ଭାଇରସ ଏବେ ଆଫ୍ରିକା ମହାଦେଶରେ ପ୍ରବେଶ କରିବା ଆରମ୍ଭ କରିଛି। ହେଲେ ସବୁଠାରୁ ଚିନ୍ତାର ବିଷୟ ଏହାର ଅନେକ ଦେଶରେ କରୋନା ସହ ଲଢିବାକୁ…

ମାସ୍କ ବ୍ୟବହାର ସହ ସାମାଜିକ ଦୂରତା ଅବଲମ୍ବନ କରିବାକୁ ଆହ୍ବାନ

ଗୁଡଭେଲା,୧୯।୪ଡି.ଏନ.ଏ.): ସମଗ୍ର ଦେଶରେ ବର୍ତ୍ତମାନ କରୋନା ବିରୋଧରେ ଲଢେଇ ଚାଲିଛି। ଏହି ସମୟରେ ଡାକ୍ତର, ନର୍ସ, ପୋଲିସ, ପରାମେଡିକାଲ, ସଫେଇ କର୍ମଚାରୀ, ପ୍ରଶାସନିକ ଅଧିକାରୀ ଓ ବିଭିନ୍ନ…

୬୮ ବର୍ଷରେ ପ୍ରଥମଥର: ପାଳନ ହେବନି ବ୍ରିଟେନ ରାଣୀଙ୍କ ଜନ୍ମଦିନ

ଲଣ୍ଡନ,୧୯।୪: ବ୍ରିଟେନ ମହାରାଣୀ ଏଲିଜାବେଥଙ୍କ ଜନ୍ମଦିନ ଚଳିତ ବର୍ଷ ପାଳନ କରାଯିବନାହିଁ। ୬୮ ବର୍ଷରେ ପ୍ରଥମଥର ମହାରାଣୀଙ୍କ ଜନ୍ମଦିନ ପାଳନକୁ ବନ୍ଦ କରିଦିଆଯାଇଛି। ଦେଶରେ କରୋନା ସଂକ୍ରମଣକୁ…

ଲକ୍‌ଡାଉନ୍‌ରେ ସକ୍ରିୟ ଚୋରା ମଦ ବେପାରୀ: ୪ ମହୁଲି ମଦ ଭାଟି ଭାଙ୍ଗିଲା ଜି.ଉଦୟଗିରି ପୋଲିସ

ଜି.ଉଦୟଗିରି,୧୯।୪(ଡି.ଏନ୍‌.ଏ.): କରୋନା ମୁକାବିଲାକୁ ନେଇ ଜାରି ରହିଥିବା ଲକ୍‌ ଡାଉନ୍‌ ସମୟରେ ପ୍ରାୟ ସବୁକିଛି ବନ୍ଦ ରହିଛି। ଏହାର ସୁଯୋଗ ନେଇ ଚୋରା ମଦ ବେପାରୀ ଜଙ୍ଗଲ…

ଏମିତି ଦେଶ, ଯେଉଁଠି ଜଣେ ଦୋଷ କଲେ ୩ ପିଢ଼ିଙ୍କୁ ମିଳିଥାଏ ଦଣ୍ଡ

ପ୍ୟୋଙ୍ଗ୍‌ୟାଙ୍ଗ୍‌,୧୯।୪: ବିଶ୍ୱରେ ଅନେକ ଦେଶ ରହିଛି। ଯେଉଁଠାରେ ନୀତି, ନିୟମ ମଧ୍ୟ ଭିନ୍ନ ରହିଥାଏ। କିନ୍ତୁ ଏପରି ଏକ ଦେଶ ଅଛି, ଯେଉଁଠି କିଛି ଅଜବ ନିୟମ…