ସାମାଜିକ ଦୂରତା ନିୟମ ମାନୁନାହାନ୍ତି ଲୋକେ: ମାଛ ମାର୍କେଟରେ ଅସମ୍ଭବ ଭିଡ଼

ବନ୍ତ,୧୯ା୪(ଡି.ଏନ୍‌.ଏ.): କରୋନା ମହାମାରୀ ରୋକିବା ପାଇଁ ସରକାର ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦେଉଥିବା ବେଳେ ଲୋକମାନେ ଏହି ନିୟମକୁ ମାନିବାକୁ ପ୍ରସ୍ତୁତ ନୁହନ୍ତି। ଅତ୍ୟାଶ୍ୟକୀୟ ସାମଗ୍ରୀ…

ଦେଶରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୯।୪: ଗୋଟିଏ ପଟେ କରୋନା ସଂକ୍ରମଣକୁ ନେଇ ଦେଶରେ ଚାଲିଥିବା ଲକ୍‌ଡାଉନର ଅବଧି ସରି ସରି ଆସୁଥିବା ବେଳେ ଅନ୍ୟପଟେ କିନ୍ତୁ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି…

ଚାଷୀଙ୍କ ଉପରେ କରୋନା ଚଡ଼କ: ଜମିରେ ସଢୁଛି ପନିପରିବା

ଛତ୍ରପୁର,୧୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଚଡ଼କ ଚାଷୀ, ମୂଲିଆ ଓ କୃଷି ଶ୍ରମିକଙ୍କ ଉପରେ ଅଧିକ ପଡ଼ିଥିବା ଜଣାପଡ଼ିଛି। ଲକ୍‌ଡାଉନ୍‌ ଓ ପ୍ରତ୍ୟହ ୧୯ଘଣ୍ଟିଆ ସଟ୍‌ଡାଉନ ଯୋଗୁ…

ଆଶା ଦେଖାଇଛି ଅକ୍ସଫୋର୍ଡ ଟିକା

ନୂଆଦିଲ୍ଲୀ,୧୯।୪: କରୋନା ଭାଇରସ୍‌ରେ ସାରା ବିଶ୍ୱରେ ସାଢ଼େ ୨୨ ଲକ୍ଷରୁ ଊର୍ଦ୍ଧ୍ୱ ସଂକ୍ରମିତ ହୋଇଥିବାବେଳେ ଦେଢ଼ ଲକ୍ଷ ଲୋକଙ୍କ ଜୀବନ ଗଲାଣି। ଏହି ମହାମାରୀଠାରୁ କିଭଳି ଜୀବନ…

ଲକ୍‌ଡାଉନ ପରେ ଅନିଶ୍ଚିତତା

ନୂଆଦିଲ୍ଲୀ,୧୯।୪: କରୋନା ମହାମାରୀ ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପିବା ପରେ ଏହାର ସଂକ୍ରମଣ ରୋକିବା ପାଇଁ ଗୋଟିଏ ପରେ ଗୋଟିଏ ଦେଶ କଠୋର ପଦକ୍ଷେପମାନ ଗ୍ରହଣ କରିଛନ୍ତି।…

ଆମେରିକାକୁ କାଳ ଅସିଦ୍ଧ ପରୀକ୍ଷା

ଓ୍ବାଶିଂଟନ,୧୯।୪: କରୋନା ଭାଇରସ୍‌ ବିଶ୍ୱକୁ ଗ୍ରାସକରି ଚାଲିଥିବା ବେଳେ ଆମେରିକା ଏଥିରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ସର୍ବାଧିକ ଭୂତାଣୁ ଆକ୍ରାନ୍ତ ଓ ମୃତ୍ୟୁସଂଖ୍ୟା ଏଠାରେ ଦେଖିବାକୁ ମିଳିଛି।…

ଭାରତକୁ ସାଲ୍ୟୁଟ୍‌ କଲା ଜାତିସଂଘ

କୋଭିଡ୍‌-୧୯ ମହାମାରୀ ବିରୋଧୀ ଲଢ଼େଇରେ ଅନ୍ୟ ଦେଶକୁ ସହାୟତା କରିଥିବା ଭାରତ ଓ ଅନ୍ୟ ରାଷ୍ଟ୍ରଙ୍କୁ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ସାଲ୍ୟୁଟ୍‌ ଜଣାଇଛନ୍ତି। କରୋନା ସଂକ୍ରମିତଙ୍କ…

ଜମାତ ସହ ସମ୍ପୃକ୍ତ ୪ ହଜାର ସଂକ୍ରମିତ

ନୂଆଦିଲ୍ଲୀ,୧୯।୪: ଭାରତରେ କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ୧୪,୩୭୮ରେ ପହଞ୍ଚତ୍ଥିବାବେଳେ ସେଥିରୁ ୪୨୯୧ମାମଲା ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ଗତ ମାସରେ ଅନୁଷ୍ଠିତ ତବଲିଘି ଜମାତ ଧର୍ମସଭା ସହ ସମ୍ପୃକ୍ତ ବୋଲି…

ଅଢ଼େଇ ହଜାରରେ ଫୋନ୍‌ ବିକି ଖାଦ୍ୟ ଆଣିଥିଲେ ଦାଦନ

ଗୁରୁଗ୍ରାମ,୧୯।୪: ଲକ୍‌ଡାଉନ୍‌ ଯୋଗୁ ଗରିବ, ନିରାଶ୍ରୟ ଲୋକଙ୍କ ମୁଣ୍ଡବ୍ୟଥା ବଢ଼ିଛି। କାମଧନ୍ଦା ବନ୍ଦ ହୋଇଯିବା ପରେ ପରିବାର ପୋଷିବା ସେମାନଙ୍କ ଲାଗି କଷ୍ଟକର ହୋଇପଡ଼ିଛି। ଅନେକେ ଖାଇବାକୁ…

୨୦ରୁ ଆଦାୟ ହେବ ଟୋଲ୍‌ ଟିକସ୍‌

ନୂଆଦିଲ୍ଲୀ,୧୯।୪: ଚଳିତ ମାସ ୨୦ ତାରିଖରୁ ଟୋଲ୍‌ ଟିକସ୍‌ ସଂଗ୍ରହ ପୁଣି ଥରେ ଆରମ୍ଭ ହେବ। ନ୍ୟାଶନାଲ ହାଇଓ୍ବେ ଅଥରିଟି ଅଫ୍‌ ଇଣ୍ଡିଆ(ଏନ୍‌ଏଚ୍‌ଏଆଇ) ପକ୍ଷରୁ ଏ ନେଇ…