ସଙ୍ଗରୋଧ କେନ୍ଦ୍ରରେ ଅସନ୍ତୋଷ: ୨ ଅନ୍ତେବାସୀଙ୍କ ବିରୋଧରେ ଏତଲା ଦେଲେ ସରପଞ୍ଚ

ଭଞ୍ଜନଗର,୨୭।୫(ଡି.ଏନ.ଏ)-ତାରସିଂ ଥାନା ଗାଲେରୀ ସଙ୍ଗରୋଧ କେନ୍ଦ୍ରରେ ଅବ୍ୟବସ୍ଥା ନେଇ ଅନ୍ତେବାସୀମାନେ ବୁଧବାର ହୋହଲ୍ଲା କରିବା ସହ ଖାଦ୍ୟ ଗ୍ରହଣ କରିନଥିଲେ। ଏହାପରେ ପ୍ରଶାସନର ହସ୍ତକ୍ଷେପ ପରେ ସମସ୍ୟାର…

ବଧୂ ହତ୍ୟା ଅଭିଯୋଗ

ଭଣ୍ଡାରିପୋଖରୀ, ୨୭।୫ (ଡି.ଏନ.ଏ.)-ଭଣ୍ଡାରିପୋଖରୀ ଥାନା ବାଲିପୋଖରୀ ଗ୍ରାମରେ ଜଣେ ମହିଳାଙ୍କୁ ଶାଶୁ ଘର ଲୋକେ ମାରି ଦେଇଥିବା ଅଭିଯୋଗ ହୋଇଛି। ମୃତମହିଳା ହେଲେ ପ୍ରମିଳା ଦାସ। ପ୍ରମିଳାଙ୍କ…

ଡ୍ରାଇଭରଙ୍କୁ ମାଡ଼ ମାରି ପ୍ରବାସୀ ଯୁବକ ଫେରାର

ପଦ୍ମପୁର, ୨୭ା୫(ଡି.ଏନ.ଏ.)-ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ବିରସ ରାସ୍ତାର ସୁଇସଗେଟ୍‌ ଛକ ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ପ୍ରବାସୀ ଯୁବକ ବସ୍‌ ଡ୍ରାଇଭର ଓ ଦୁଇଜଣ ଯୁବକଙ୍କୁ ମାଡ଼…

ସ୍ବତନ୍ତ୍ର ଟ୍ରେନ୍‌ରେ ଫେରିିଲେ ୨୮୪ ପ୍ରବାସୀ

ବାରିପଦା ଅଫିସ,୨୭ା୫- ଲକ୍‌ଡାଉନ ଯୋଗୁ ତାମିଲନାଡ଼ୁରେ ଫସି ରହିଥିବା ୨୮୪ ପ୍ରବାସୀ ମଙ୍ଗଳବାର ସ୍ବତନ୍ତ୍ର ଟ୍ରେନ୍‌ରେ ମୟୂରଭଞ୍ଜ ଜିଲା ବାରିପଦାକୁ ଫେରିଛନ୍ତି। ଏହି ପ୍ରବାସୀମାନଙ୍କ ମଧ୍ୟରୁ ୨୧୮…

୪ ଜିଲାରେ ଅମ୍ଫନ ପ୍ରଭାବ: ବିଦ୍ୟୁତ୍‌ ବିଭାଗର ୬୨କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କ୍ଷତି

ବାଲେଶ୍ୱର ଅଫିସ,୨୭।୫-ମହାବାତ୍ୟା ଅମ୍ଫନ ଉତ୍ତରଓଡ଼ିଶାରେ ତାଣ୍ଡବ ରଚିଥିଲା। ଏଥିରେ ବିଦ୍ୟୁତ୍‌ ବିଭାଗର ବ୍ୟାପକ କ୍ଷୟକ୍ଷତି ହୋଇଛି। ଗାଁଠାରୁ ସହର ପର୍ଯ୍ୟନ୍ତ ୩୩କେଭି, ୧୧କେଭି ଏବଂ ଏଲ୍‌ଟି ଲାଇନ୍‌…

ପ୍ରବାସୀଙ୍କୁ ବିଡିଓଙ୍କ ଦୁର୍ବ୍ୟବହାର ପ୍ରସଙ୍ଗ: ବିଡିଓଙ୍କ ନିଲମ୍ବନ ଦାବିରେ ବ୍ଲକ ସମ୍ମୁଖରେ ବିକ୍ଷୋଭ

ଲଙ୍ଗଳେଶ୍ୱର, ୨୭।୫(ଡି.ଏନ.ଏ.)-ପ୍ରବାସୀ ଶ୍ରମିକଙ୍କୁ ବାଲିଆପାଳ ବିଡିଓଙ୍କ ଦୁର୍ବ୍ୟବହାର ଘଟଣା ଇତିମଧ୍ୟରେ ୧୩ ଦିନ ପୂରିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ଏହାର ପ୍ରତିବାଦ କରି ମଙ୍ଗଳବାର…

‘ଅମ୍ଫନ’ କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପାଇଁ ଦାବିପତ୍ର

ବାଲିଆପାଳ,୨୭।୫(ସ୍ବ.ପ୍ର.)- ଅମ୍ଫନ ବାତ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ ସହାୟତା ପ୍ରଦାନ ପାଇଁ ଚାଷୀ ଏକତା ମଞ୍ଚ ଓ ଉପକୂଳ ଭିଟାମାଟି ସୁରକ୍ଷା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଏବଂ…

ଲକ୍‌ଡାଉନ୍‌ରେ ପୋଲିସ ୟୁନିଫର୍ମରେ ଇନ୍ଦୁମତୀ

ନୂଆଦିଲ୍ଲୀ, ୨୭ା୫ (ପି.ଟି.)-ଲକ୍‌ଡାଉନ୍‌ ଯୋଗୁ ଭାରତର ଜାତୀୟ ସିନିୟର ମହିଳା ଫୁଟ୍‌ବଲ ଦଳର ଖେଳାଳିମାନେ ଏବେ ଘରେ ସେମାନଙ୍କ ପରିବାର ସହିତ ଦିନ ବିତାଉଛନ୍ତି। ହେଲେ ସେମାନଙ୍କର…

ବୋପାନ୍ନାଙ୍କ ଟେନିସ ସ୍କଲାରଶିପ୍‌ ପ୍ରୋଗ୍ରାମ୍‌

ନୂଆଦିଲ୍ଲୀ,୨୭ା୫(ପି.ଟି.)-ଭାରତର ଡବଲ୍ସ ଟେନିସ ବିଶାରଦ ରୋହନ ବୋପାନ୍ନା ମଙ୍ଗଳବାର ଉଚ୍ଚାଭିଳାଷୀ ଟେନିସ୍‌ ସ୍କଲାରଶିପ୍‌ ପ୍ରୋଜେକ୍ଟ ଆରମ୍ଭ କରିଛନ୍ତି। ଏଥିରେ ଉଭୟ ଟେନିସ ଓ ଏକାଡେମିକ୍‌ ଶିକ୍ଷା ପ୍ରଦାନର…

ଓସିଏ: ଚୟନକର୍ତ୍ତା ନିଯୁକ୍ତି ପ୍ରକ୍ରିୟା ଆରମ୍ଭ

କଟକ ଅଫିସ,୨୭ା୫ : ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ ଚୟନକର୍ତ୍ତା ନିଯୁକ୍ତି ପ୍ରକ୍ରିୟା ପୁନର୍ବାର ଆରମ୍ଭ ହୋଇଛି। କରୋନା କଟକଣା ନିମନ୍ତେ ଏହି ପ୍ରକ୍ରିୟାକୁ ସାମୟିକ ସ୍ଥଗିତ…