ଜୀବନ ପଛ କିଣାବିକା ଆଗ: ରାୟଗଡ଼ାରେ ଲକ୍‌ଡାଉନ୍‌ କଟକଣା ଉଲ୍ଲଂଘନ, ଡ୍ରେସ୍‌ ଦୋକାନରେ ଜମୁଛି ଭିଡ

ରାୟଗଡା ଅଫିସ, ୧୮।୪- କରୋନା ମହାମାରୀର ମୁକାବିଲା ଲାଗି କେନ୍ଦ୍ର ସରକାର ଆଗାମୀ ୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କଟକଣାକୁ ବଢ଼ାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାୟଗଡା…

ଦୁଇଦିନ ପୂର୍ବେ ଜନ୍ମନେଇଥିବା ଶିଶୁର ମା’ କରୋନା ପଜିଟିଭ

ରାଞ୍ଚି,୧୮।୪: ଝାଡଖଣ୍ଡ ରାଞ୍ଚିର ସଦର ହସ୍ପିଟାଲରେ ଜଣେ ମହିଳା ୨ ଦିନ ତଳେ ଏକ ସନ୍ତାନ ପ୍ରସବ କରିଥିଲେ। ଏବେ ସେ କରୋନାରେ ସଂକ୍ରମିତ ଥିବା ଜଣାପଡିଛି।…

କରୋନା ଚିକିତ୍ସା ଉପକରଣ ଆଣିବା ଲାଗି ଚାଇନା ଗଲା ଏୟାର ଇଣ୍ଡିଆ ବି-୭୮୭ ବିମାନ

ନୂଆଦିଲ୍ଲୀ,୧୮।୪: ଭାରତରେ କରୋନା ବିରୋଧର ଲଢ଼େଇ ଜାରି ରହିଛି। ଦେଶରେ ଆବଶ୍ୟକ ଚିକିତ୍ସା ଉପକରଣର ଅଭାବ ପୂରଣ କରିବା ଲାଗି ସରକାରଙ୍କ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି।…

କରୋନା ସଂକ୍ରମଣ: ଆମେରିକା-ଚାଇନା ପରସ୍ପର ମୁଣ୍ଡରେ ଅଠା ବୋଲିବାକୁ କରୁଛନ୍ତି ଯୋଜନା; ମିଳିତ ରିସର୍ଚ୍ଚରେ ଫାଟ !

ଓ୍ବାଶିଂଟନ/ବେଜିଂ,୧୮।୪: ପୃଥିବୀରେ ହୋଇଥିବା କରୋନା ସଂକ୍ରମଣ ନେଇ ଏବେ ଆମେରିକା ଚାଇନା ପରସ୍ପର ମୁଣ୍ଡରେ ଅଠା ବୋଳିବାକୁ ଯୋଜନା କରୁଛନ୍ତି। ଗଣମାଧ୍ୟମ ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ନିଜ ରେକର୍ଡ ଭାଙ୍ଗିଲା ଦୂରଦର୍ଶନ: ପୁଣିଥରେ ହେଲା ନମ୍ବର ୧

ନୂଆଦିଲ୍ଲୀ,୧୮।୪: କିଛିଦିନ ହେବ ଲୋକେ ବିଭିନ୍ନ ଘରୋଇ ଚ୍ୟାନେଲ ଆଡକୁ ମୁହାଁଇଥିବା ବେଳେ ଏବେ ପୁଣିଥରେ ଦର୍ଶକେ ଦୂରଦର୍ଶନକୁ ଆପଣାର କରି ନେଇଛନ୍ତି। ଏବେ ଦୂରଦର୍ଶନ ନିଜ…

ଜି.ଉଦୟଗିରିରେ ଘୂର୍ଣ୍ଣିଝଡ଼, କୁଆପଥର ବର୍ଷା

ଜି.ଉଦୟଗିରି, ୧୮।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ସହରରେ ଶୁକ୍ରବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ସାଙ୍ଗକୁ କୁଆପଡ଼ର ବର୍ଷା ହୋଇଥିଲା। ପ୍ରାୟ ଏକ ଘଣ୍ଟାଧରି ଏହି ଘୂର୍ଣ୍ଣିଝଡ଼ ଓ…

ବଲାଙ୍ଗୀର କୋଭିଡ ହସ୍ପିଟାଲ ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ, ୫-ଟି ସଚିବ

ବଲାଙ୍ଗୀର ଅଫିସ, ୧୮।୪: ବଲାଙ୍ଗୀର କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସ (କିସ) ପରିସରରେ କାର୍ଯ୍ୟକ୍ଷମ କୋଭିଡ ହସ୍ପିଟାଲକୁ ଶନିବାର ମୁଖ୍ୟ ଶାସନ ସଚିବ ଅସିତ କୁମାର…

ପ୍ରାଣୀଙ୍କ ମିନି ରେଷ୍ଟୁରାଣ୍ଟ

ନୂଆଦିଲ୍ଲୀ: ବିଶ୍ୱର ବିଭିନ୍ନ ସହରରେ ଏବେ ଲକ୍‌ଡାଉନ୍‌ ଚାଲିଥିବାରୁ ରାଜରାସ୍ତା ଉପରେ ବେଶ୍‌ ଆରାମରେ ବୁଲୁଛନ୍ତି ବିଭିନ୍ନ ଜୀବ। ରାସ୍ତା ଉପରେ ସେମାନଙ୍କୁ ହଇରାଣ କରିବା ପାଇଁ…

କୋଭିଡ-୧୯ ମୁକାବିଲା: ସହରାଞ୍ଚଳ ଗରିବଙ୍କ ପାଇଁ ୧୦୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୪.୫ ଲକ୍ଷ ପରିବାର

ଭୁବନେଶ୍ୱର, ୧୮।୪(ବ୍ୟୁରୋ): କରୋନା (କୋଭିଡ-୧୯) ସାରା ବିଶ୍ୱରେ କେବଳ ଏକ ସ୍ବାସ୍ଥ୍ୟ ସମସ୍ୟା ନୁହେଁ ଏହା ଅନେକ ଅର୍ଥନୈତିକ ସମସ୍ୟା ମଧ୍ୟ ସୃଷ୍ଟି କରିଛି। ଏହାର ମୁକାବିଲା…

ସର୍ବପ୍ରଥମେ ୨ ଜିଲାରୁ ହଟିବ ଲକ୍‌ଡାଉନ!

ନୂଆଦିଲ୍ଲୀ,୧୮।୪: କରୋନା ଭାଇରସର ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର ସମଗ୍ର ଦେଶରେ ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରିଛନ୍ତି। ପୂର୍ବରୁ ଏହା ଏପ୍ରିଲ ୧୪…