ପୁଞ୍ଜିବଜାରରେ ଉତ୍ସାହ; ନିବେଶକଙ୍କ ଲାଭ ୨.୮୩ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୪: ରିଜର୍ଭ ବ୍ୟାଙ୍କ ଭାରତୀୟ ଅର୍ଥ ବ୍ୟବସ୍ଥା ଲାଗି ଦ୍ୱିତୀୟ ବୁଷ୍ଟର ପ୍ୟାଜେକ ଘୋଷଣା କରିବା ପରେ ଏହାର ପ୍ରଭାବ ଦେଶର ପୁଞ୍ଜିବଜାର ଉପରେ ପରିଲକ୍ଷିତ ହୋଇଛି।…

ଏମ୍‌ଜିଏନ୍‌ଆର୍‌ଜିଏସ୍‌ରେ ଆରମ୍ଭ ହେଲା କାମ

ଦାରିଙ୍ଗବାଡ଼ି,୧୮।୪(ଡି.ଏନ.ଏ)- କରୋନା ଯୋଗୁ ଶ୍ରମିକମାନେ ବିଶେଷ କ୍ଷତିଗ୍ରସ୍ତ ହୋଇଛନ୍ତି। ସେମାନଙ୍କୁ ରୋଜଗାରକ୍ଷମ ଏବଂ ବ୍ଲକର ବିଭିନ୍ନ ପଞ୍ଚାୟତରେ ଉନ୍ନୟନ କାର୍ଯ୍ୟ ତ୍ୱରାନ୍ନିତ କରିବାକୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ ଆରମ୍ଭ…

କ୍ୱରାଣ୍ଟାଇନ୍‌ ସେଣ୍ଟରରେ ଖାଇବା ମିଳୁନି: ଘରୁ ଖାଦ୍ୟ ଆସିଲେ ଖାଉଛନ୍ତି ଶ୍ରମିକ

ପାତ୍ରପୁର,୧୮ା୪(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ସାମନ୍ତିଆପଲ୍ଲୀସ୍ଥିତ ପରାଙ୍କୁଶ ବିଦ୍ୟାପୀଠରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ଜଣେ ଦାଦନ ଶ୍ରମିକଙ୍କୁ ଖାଦ୍ୟ ମିଳୁ ନ ଥିବା ଅଭିଯୋଗ ହୋଇଛି। ସେ ବୁଧବାର…

ଖଲ୍ଲିିକୋଟ କଲେଜ ପକ୍ଷରୁ ଅନ୍‌ଲାଇନ୍‌ ଶିକ୍ଷାଦାନ : କ୍ଲାସ କଲେ ବିିିବିଏ, ଇଟିସି, ଏମ୍‌ଏଫଏ ବିଦ୍ୟାର୍ଥୀ

ବ୍ରହ୍ମପୁର ଅଫିସ,୧୮ା୪-କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଲକ୍‌ଡାଉନ ଘୋଷଣା ଫଳରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ଏହି ସମୟରେ ମହାବିଦ୍ୟାଳୟ ତଥା ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ…

୫୬୯୦ ନିର୍ମାଣ ଶ୍ରମିକଙ୍କୁ କରୋନା ସହାୟତା

ପାଟଣା,୧୮ା୪(ସ୍ବ.ପ୍ର.): କରୋନା ଭୂତାଣୁ ସଂକ୍ରମଣ ଯୋଗୁଁ ସାରା ଦେଶରେ ଲକ୍‌ ଡାଉନ ଜାରି ରହିଛି। ଏଭଳି ପରିସ୍ଥିତିରେ କଳକାରଖାନା, ନିର୍ମାଣ ଓ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିଥିବାରୁ…

ବାଲି,କୋଇଲା ଗାଡି ଜବତ ଘଟଣାରେ୨ ଡ୍ରାଇଭର କୋର୍ଟଚାଲାଣ

ଭଣ୍ଡାରିପୋଖରୀ,୧୮।୪ (ଡିି.ଏନ୍‌.ଏ.)-ଭଣ୍ଡାରିପୋଖରୀ ପୋଲିସ ଗୁରୁବାର ସକାଳେ ମାଲଦା ରାସ୍ତାରେ ଲକଡାଉନ ସମୟରେ ବାଲି ଓ କୋଇଲା ପରିବହନ କରୁଥିବା ୭ଟି ଗାଡିକୁ ଜବତ କରି ଥାନାରେ ଅଟକ…

ମାନ୍ଦାବସ୍ଥା ଲଢ଼େଇରେ ଆର୍‌ବିଆଇ; ୨୫ ବେସିସ ପଏଣ୍ଟ କମାଇଲା ରିଭର୍ସ ରେପୋ

ମୁମ୍ବାଇ,୧୭।୪: କୋଭିଡ୍‌-୧୯ ଯୋଗୁ ବଜାରରେ ଉପୁଜିଥିବା ମାନ୍ଦାବସ୍ଥା ଲଢ଼େଇ ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆଗେଇ ଆସିଛି। ଏଥିଲାଗି କେନ୍ଦ୍ରୀୟ ବ୍ୟାଙ୍କ ପକ୍ଷରୁ ଅତିରିକ୍ତ ପଦକ୍ଷେପ ଗ୍ରହଣ…

ଜି-୨୦ ଦେଶ ମଧ୍ୟରେ ଭାରତର ସ୍ଥିତି ଉନ୍ନତ

ନୂଆଦିଲ୍ଲୀ,୧୮।୪: ବର୍ତ୍ତମାନ ସାରା ବିଶ୍ୱରେ କୋଭିଡ୍‌-୧୯ ଏହାର କାୟାବିସ୍ତାର କରିଛି। ଲକ୍‌ଡାଉନ ପାଇଁ ସାରା ବିଶ୍ୱର ଅର୍ଥ ବ୍ୟବସ୍ଥା ଏବେ କ୍ଷତିଗ୍ରସ୍ତ ହୋଇଛି। ଅର୍ଥ ବ୍ୟବସ୍ଥାକୁ ସହାୟତା…

ସଂକ୍ରମଣ ରୋକିବ ‘ସେନ୍ସର ଚାଳିତ ବିଶୋଧନ ଯନ୍ତ୍ର’: ୩ ଦିନରେ ତିଆରି କରି ଚର୍ଚ୍ଚାରେ ଯୁବକ

ପଦ୍ମପୁର, ୧୮ା୪(ଡି.ଏନ.ଏ.)-ସାରା ବିଶ୍ୱ ଏବେ କରୋନା କବଳରୁ ମୁକ୍ତି ପାଇବା ପାଇଁ ଲଢ଼େଇ କରୁଛି। ଏଭଳି ସ୍ଥିତିରେ ମଣିଷ ଶରୀରକୁ ମାତ୍ର ଦୁଇ ସେକେଣ୍ଡରେ ପ୍ରାକୃତିକ ବିଶୋଧନ…

ବଜାର ସ୍ଥିତି ଉପରେ ଆର୍‌ବିଆଇ ନଜର: ଶକ୍ତିକାନ୍ତ

ନୂଆଦିଲ୍ଲୀ,୧୮।୪: କୋଭିଡ୍‌-୧୯ ଯୋଗୁ ବଜାରରେ ଉପୁଜିଥିବା ଚ୍ୟାଲେଞ୍ଜିଂ ସ୍ଥିତି ଉପରେ ବର୍ତ୍ତମାନ କେନ୍ଦ୍ରୀୟ ବ୍ୟାଙ୍କ ତୀକ୍ଷ୍‌ଣ ନଜର ରଖିଛି। ସ୍ଥିତିରେ ସୁଧାର ଆଣିବା ଲାଗି ବ୍ୟାଙ୍କ ଏହାର…