ମାତ୍ର ୧୪ ବର୍ଷ ବୟସରେ ଅଭିନୟ କରିଥିଲେ କରଣ ଜୋହର

ବଲିଉଡ୍‌ର ପ୍ରସିଦ୍ଧ ନିର୍ଦ୍ଦେଶକ ତଥା ପ୍ରଯୋଜକ କରଣ ଜୋହର ଆଜି ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ନିର୍ଦ୍ଦେଶକ ଏବଂ ପ୍ରଯୋଜକ ଛଡା ସେ ଜଣେ ଅଭିନେତା ବୋଲି…

ରାଜଧାନୀରେ କଣ୍ଟେନମେଣ୍ଟ ଜୋନ୍‌ ସଂଖ୍ୟା ୯୦ରେ ପହଞ୍ଚିଲା

ନୂଆଦିଲ୍ଲୀ,୨୫।୫: ରାଜଧାନୀ ଦିଲ୍ଲୀରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏଠାରେ ଏବେ କଣ୍ଟେନମେଣ୍ଟ ଜାନ୍‌ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ସୋମବାର…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରେ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। କିନ୍ତୁ ଅଶ୍ୱିନୀ ନକ୍ଷତ୍ର ବ୍ୟକ୍ତିମାନେ ସମସ୍ୟାଗ୍ରସ୍ତ ହେବେ ଏବଂ ସେମାନଙ୍କର ମାନସିକ ସ୍ଥିତି…

ବିଶ୍ୱରେ ୫୫ ଲକ୍ଷ ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ଟପ୍‌ ଟେନ୍‌ରେ ଭାରତ

ଓ୍ବାଶିଂଟନ,୨୫।୫: କରୋନା ସଂକ୍ରମିତ ଦେଶଙ୍କ ଟପ୍‌ ଟେନ୍‌ ତାଲିକାରେ ଏବେ ଭାରତ ସାମିଲ ହୋଇଛି। ଏବେ ଭାରତ ସଂକ୍ରମିତଙ୍କ ସଂଖ୍ୟାକୁ ନେଇ ଇରାନକୁ ପଛରେ ପକାଇ ଦେଇଛି।…

CORONAVIRUS UPDATE: ୯୯ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୬୪୯

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବାଲେଶ୍ୱରରୁ ସର୍ବାଧିକ ୩୪ଜଣ ରହିଥିବା ବେଳେ ଗଞ୍ଜାମରୁ ୧୫ଜଣ ରହିଛନ୍ତି।…

ବଲାଙ୍ଗୀର: ଗୋଟିଏ ଦିନରେ ୮ ପଜିଟିଭ ଚିହ୍ନଟ, ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୨୪କୁ ବୃଦ୍ଧି

ବଲାଙ୍ଗୀର ଅଫିସ, ୨୫ା୫: ବଲାଙ୍ଗୀର ଜିଲାରେ ଗୋଟିଏ ଦିନରେ ଅର୍ଥାତ୍‌ ସୋମବାର ଆଉ ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା…

ମା’ଙ୍କ ମୃତ୍ୟୁବେଳେ ପାଖରେ ନ ଥିଲେ, ଇଦ୍‌ରେ କବର ସ୍ଥାନରେ ଭେଟିଲେ ଏହି କ୍ରିକେଟର

ପାକିସ୍ତାନର ଉଦୀୟମାନ ଖେଳାଳି ନସିମ ଶାହ ନିକଟରେ ନିଜ ମା’ଙ୍କୁ ହରାଇଛନ୍ତି। ୧୬ ବର୍ଷୀୟ ଏହି କ୍ରିକେଟର୍‌ ଅଷ୍ଟ୍ରେଲିଆ ବିପକ୍ଷରେ ଡେବ୍ୟୁ କରିଥିଲେ। ଏହା ପୂର୍ବରୁ ତାଙ୍କ…

ବ୍ରାଜିଲରୁ ଆସୁଥିବା ଲୋକଙ୍କୁ ଆମେରିକା ମନା: ଟ୍ରମ୍ପ

ଓ୍ବାଶିଂଟନ,୨୫।୫: କରୋନା ଭାଇରସ ସଂକ୍ରମଣରେ ଆମେରିକାର ସ୍ଥିତି ବେହାଲ ହୋଇଥିବା ବେଳେ ଏବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଖୁବ୍‌ଶୀଘ୍ର ଆମେରିକାରେ ସ୍କୁଲ ଖୋଲିବାକୁ କହିଛନ୍ତି। ଟୁଇଟ୍‌ କରି…

ସିବିଏସ୍‌ଇ ବୋର୍ଡ: ଦେଶର ୧୫,୦୦୦ କେନ୍ଦ୍ରରେ ଅନୁଷ୍ଠିତ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୫।୫: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକଶେନ(ସିବିଏସ୍‌ଇ)ର ବାକିଥିବା ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେଶର ୧୫,୦୦୦ କେନ୍ଦ୍ରରେ ଅନୁଷ୍ଠିତ ହେବ। ସୋମବାର କେନ୍ଦ୍ର ମାନବ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ: ସରପଞ୍ଚଙ୍କ ସ୍ବାମୀ ଗୁରୁତର

ବାଲେଶ୍ୱର ଅଫିସ,୨୫ା୫: ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ସାଉଡ ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ କମଳଲୋଚନ ପଣ୍ଡାଙ୍କୁ ସୋମବାର ମରଣାନ୍ତକ ଆକ୍ରମଣ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ…