ଅଣ୍ଡା ଦୁର୍ନୀତି: ଦିଗପହଣ୍ଡି ସିଡିପିଓଙ୍କ ବଦଳି

ଦିଗପହଣ୍ଡି,୨୪୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ସିଡିପିଓ ଯଶୋବନ୍ତି ସାହୁଙ୍କୁ ଅଚାନକ ବଦଳି କରାଯାଇଛି। ରବିବାର ସନ୍ଧ୍ୟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ସିଡିପିଓଙ୍କୁ…

ଶତବାର୍ଷିକୀରେ ନୀଳମଣିଙ୍କୁ ଶ୍ରଦ୍ଧାଞ୍ଜଳି

ବାସୁଦେବପୁର,୨୫ା୫(ଡି.ଏନ୍‌.ଏ.)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାସୁଦେବପୁରର ପୂର୍ବତନ ବିଧାୟକ ସ୍ବର୍ଗତ ନୀଳମଣି ରାଉତରାୟଙ୍କର ଜନ୍ମ ଶତବାର୍ଷିକୀ ଉତ୍ସବ ରବିବାର ପାଳିତ ହୋଇଯାଇଛି। ସକାଳେ ବାସୁଦେବପୁରସ୍ଥିତ ନୀଳମଣି…

ହ୍ୟୁଣ୍ଡାଇ,ମାରୁତି କର୍ମଚାରୀ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ,୨୫।୫: କରୋନା ମହାମାରୀରୁ ଦେଶବାସୀଙ୍କୁ ସୁରକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ସାରା ଦେଶରେ ଲକ୍‌ଡାଉନ-୪ ଲାଗୁ କରାଯାଇଛି। ଏହି ଲକ୍‌ଡାଉନ ଅବଧି ମଧ୍ୟରେ ସରକାର ବହୁ କୋହଳ…

ଶାଳଗଛ କଟାକୁ ଗ୍ରାମବାସୀଙ୍କ ବିରୋଧ

ସୋର, ୨୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ଦେବଗିରି ପାଦଦେଶ ବନ୍ଧସାହି ସଂରକ୍ଷିତ ଜଙ୍ଗଲରେ ଅମ୍ଫନ ପ୍ରଭାବରେ ଶାଳଗଛର କେତେକ ଡାଳ ଭାଙ୍ଗିପଡିଥିଲା। ଜଙ୍ଗଲ ବିଭାଗ ଓ ବନ…

ସଙ୍ଗରୋଧ କେନ୍ଦ୍ରରେ ଶିକ୍ଷକଙ୍କୁ ଆକ୍ରମଣ, ତୋଟାପଡାରେ ଉତ୍ତେଜନା

ଖଇରା, ୨୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ତୋଟାପଡା ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ରରେ ବାଇକ ନେବା ଘଟଣାରେ କେନ୍ଦ୍ର ଦାୟିତ୍ୱରେ ଥିବା ଖେଳ ଶିକ୍ଷକ…

ପଶ୍ଚିମବଙ୍ଗ ପ୍ରବାସୀଙ୍କୁ ସୋହେଲା ପଠାଇଲା ପୋଲିସ

ଦେଓଗାଁ,୨୫ା୫(ଡି.ଏନ.ଏ.) ପଶ୍ଚିମବଙ୍ଗରୁ ଆସି ବଲାଙ୍ଗୀର ଜିଲା ଟିଟିଲାଗଡ ଅଞ୍ଚଳରେ ରହୁଥିବା ୭ ଜଣ ପ୍ରବାସୀ ଲକ୍‌ଡାଉନ ପରେ ରେଳଧାରଣା ଉପରେ ଚାଲିଚାଲି ଆସୁଥିବା ବେଳେ ଦେଓଗାଁ ପୋଲିସ…

ଆଥଲେଟ୍‌ଙ୍କ ଟ୍ରେନିଂ ଆଜିଠାରୁ

ନୂଆଦିଲ୍ଲୀ, ୨୫।୫(ପି.ଟି.)- କରୋନା ଭାଇରସ୍‌ ସଂକ୍ରମଣଜନିତ ଲକ୍‌ଡାଉନ୍‌ ସ୍ଥିତି ଯୋଗୁ ୨ମାସ ଘର ଭିତରେ ରହିବାପରେ ଟ୍ରାକ୍‌ ଆଣ୍ଡ ଫିଲ୍ଡ ଆଥଲେଟ୍‌ମାନେ ସୋମବାରଠାରୁ ଆଉଟଡୋର ଟ୍ରେନିଂ ଆରମ୍ଭ…

ପଶ୍ଚିମବଙ୍ଗ ଗଲେ ଅଗ୍ନିଶମ ବିଭାଗ, ଓଡ୍ରାଫର ୪୦ ଟିମ୍‌

ବାଲେଶ୍ୱର ଅଫିସ, ୨୫।୫-ମହାବାତ୍ୟା ଅମ୍ପନ ଯୋଗୁ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ସେଠାରେ ପୁନରୁଦ୍ଧାର କାର୍ଯ୍ୟ ପାଇଁ ସହଯୋଗର ହାତ ବଢାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

ଦୁର୍ଘଟଣାରେ ଯୁବକଙ୍କ ପ୍ରାଣଗଲା

ରାଇରଙ୍ଗପୁର,୨୫ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଯାମଦା ଥାନା ଅଧୀନ ରାଇରଙ୍ଗପୁର-ଯାମଦା ରାସ୍ତାର ତାଳଗାଁ ନିକଟରେ ରବିବାର ଅପରାହ୍ନରେ ଏକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ…

ଅନୁଗୋଳ ପୋଲିସ କବ୍‌ଜାରେ ଅଭିଯୁକ୍ତ ବାପି

ଅନୁଗୋଳ ଅଫିସ, ୨୪।୫- ଅନୁଗୋଳ ପୋଲିସ ହାତରେ ଧରାପଡ଼ିଛନ୍ତି ଅଭିଯୁକ୍ତ ବାପି ଓରଫ ସତ୍ୟଜିତ୍‌ ପ୍ରଧାନ(୩୩)। ତେବେ ବାପିଙ୍କୁ କେଉଁଠାରୁ ଗିରଫ କରାଯାଇଛି ସେ ସମ୍ପର୍କରେ ପୋଲିସ…