ପାଟଣା ଥାନାରେ ଯୋଗଦେଲେ ନୂତନ ଥାନାଧିକାରୀ

ପାଟଣା,୨୪ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନାରେ ରବିବାର ନୂତନ ଥାନାଧିକାରୀ ଭାବେ ସୋମନାଥ ଜେନା ଯୋଗ ଦେଇଛନ୍ତି। ଏହାପୂର୍ବରୁ ସେ କେନ୍ଦୁଝର ଟାଉନ ଥାନାରେ ଥାନାଧିକାରୀ ଭାବେ…

ଢେଙ୍କାନାଳରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ

ଢେଙ୍କାନାଳ ଅଫିସ,୨୪ା୫: ଜିଲାରେ ରବିବାର ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ସୁରଟ ଫେରନ୍ତା। ତାଙ୍କ ବୟସ ୩୫ ବର୍ଷ। ସେ କଙ୍କଡ଼ାହାଡ଼…

ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଛୁଇଁଲା ୧,୩୧,୮୬୮

ନୂଆଦିଲ୍ଲୀ,୨୪।୫: ଦେଶରେ ଦ୍ରୁତ ଗତିରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୬,୭୬୭ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ…

ବଲାଙ୍ଗୀର: ଗୋଟିଏ ଦିନରେ ୭ କରୋନା ପଜିଟିଭ୍‌ ଚିହ୍ନଟ; ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୬ ଛୁଇଁଲା

ବଲାଙ୍ଗୀର ଅଫିସ, ୨୪ା୫- ବଲାଙ୍ଗୀର ଜିଲାରେ ଗୋଟିଏ ଦିନରେ ୭ଟି କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲାର ପଜିଟିିଭ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି ।…

ମଦ ବିକ୍ରି ଅଭିଯୋଗରେ ଅବକାରୀ ଚଢ଼ାଉ: ମିଳିଲାନି ମଦ, ସାହିରେ ଉତ୍ତେଜନା

ଗଞ୍ଜାମ,୨୪ା୫(ଡି.ଏନ୍‌.ଏ.): କରୋନା ପାଇଁ ସବୁଆଡ଼େ ମଦ ଦୋକାନ ବନ୍ଦ ରହିଛି। ଚୋରା ଲୁଚାରେ ମଦ ବିକ୍ରି ହେଉଥିବା ନେଇ ଗଞ୍ଜାମ ସହରରେ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ…

ଅନୁଗୋଳରେ ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ: ୨୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଅନୁଗୋଳ ଅଫିସ,୨୪ା୫: ଅନୁଗୋଳ ଜିଲାରେ ପୁଣି ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୫ଜଣଙ୍କୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ରାଜ୍ୟ…

୬୦% ପରିବାରର ଆୟ ପ୍ରଭାବିତ

ନୂଆଦିଲ୍ଲୀ,୨୪।୫: କୋଭିଡ୍‌-୧୯ ମହାମାରୀ ଯୋଗୁ ଭାରତର ପାଖାପାଖି ୬୦ ପ୍ରତିଶତ ପରିବାରର ଆୟ ବାଧାପ୍ରାପ୍ତ ହୋଇଛି। ନିଏଲସେନ୍‌ ପକ୍ଷରୁ ୧୨ଟି ସହର ଉପରେ କରାଯାଇଥିବା ସର୍ଭେରୁ ଏହା…

ସୋମବାର ଇଦ୍‌

ନୂଆଦିଲ୍ଲୀ,୨୪।୫: ଭାରତରେ ଇଦ୍‌ ଉଲ୍‌-ଫିତର ସୋମବାର ପାଳିତ ହେବ। ଶନିବାର ଆକାଶରେ ଚନ୍ଦ୍ର ଦେଖା ନ ଦେବାରୁ ୨୫ରେ ଇଦ୍‌ ପାଳନ ଲାଗି ଦିଲ୍ଲୀ ଜାମା ମସ୍‌ଜିଦର…

ତିର୍ତ୍ତୋଲ ବ୍ଲକରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ

ତିର୍ତ୍ତୋଲ,୨୪ା୫(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ଲକରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଗୁଜରାଟର ଅହମ୍ମଦାବାଦ ଫେରନ୍ତା ବୋଲି ବ୍ଲକ ପ୍ରଶାସନ ସୂଚନା ଦେଇଛି। ଗତ…