CORONAVIRUS UPDATE: ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୧୩୩୬କୁ ବୃଦ୍ଧି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ଆଉ ୬୭ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ୪ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଏବଂ ୩…

ସୁନ୍ଦରଗଡ଼ରେ ଆଉ ୪ ପଜିଟିଭ୍‌ ଚିହ୍ନଟ: ୩୭ରେ ପହଞ୍ଚିଲା ମୋଟ କରୋନା ଆକ୍ରାନ୍ତ ସଂଖ୍ୟା

ସୁନ୍ଦରଗଡ଼,୨୪।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୪ଜଣ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ପୁରୁଷ ଏବଂ ଜଣେ ମହିଳା ରହିଛନ୍ତି। ସେମାନଙ୍କ ମଧ୍ୟରେ ଦୁଇଜଣ…

ରାଜଧାନୀରେ ଆଜିଠାରୁ ଖୋଲିଲା ପାର୍କ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜଧାନୀରେ ରବିବାରଠାରୁ ପରୀକ୍ଷାମୂଳକ ଭାବେ କିଛି ପ୍ରମୁଖ ପାର୍କ ଖୋଲିଛି। ଦୀର୍ଘ ୬୪ ଦିନ ପରେ ଆଇଜି, ଫରେଷ୍ଟ ଓ ବୁଦ୍ଧ ପାର୍କକୁ ଆଜିଠାରୁ ଖୋଲାଯାଇଛି।…

CORONAVIRUS UPDATE: ବରଗଡ଼କୁ ଛୁଇଁଲା କରୋନା, ସୁବାସ ନଗରକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ପ୍ରଶାସନ

ବରଗଡ଼ ଅଫିସ୍,୨୪।୫- ବରଗଡ଼ ଜିଲାକୁ କରୋନା(କୋଭିଡ୍-୧୯) ଭୂତାଣୁ ପ୍ରବେଶ କରିଛି । ବରଗଡ଼ ସହରସ୍ଥିତ ୱାର୍ଡ଼ ନଂ -୧୪ ସୁବାସ ନଗରର ଜଣେ ବାସିନ୍ଦା ଏଥିରେ ସଂକ୍ରମିତ…

ଗମ୍ଭୀର-ପ୍ରସାଦ ମୁହାଁମୁହିଁ

ନୂଆଦିଲ୍ଲୀ, ୨୪।୫: ୨୦୧୯ ବିଶ୍ୱକପ ଦଳରୁ ଅମ୍ବାତି ରାୟୁଡ଼ୁ ବାଦ୍‌ ପଡ଼ିବାକୁ ନେଇ ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ଓ ପୂର୍ବତନ ଚୟନ କମିଟି ମୁଖ୍ୟ…

୨.୯ କୋଟି ଭାରତୀୟଙ୍କ ଡାଟା ଚୋରି

ନୂଆଦିଲ୍ଲୀ,୨୪।୫: ଦିନିକୁ ଦିନ ସାଇବର କ୍ରିମିନାଲଙ୍କ ପ୍ରାଦୁର୍ଭାବ ବୃଦ୍ଧି ହେଉଛି। ସାବଧାନ ନ ହେଲେ ଅନେକ କ୍ଷତି ସହିବାକୁ ପଡୁଥିବା ଦେଖାଯାଇଛି। ନିକଟରେ ଆଉ ଏକ ବଡ…

ଅଗଷ୍ଟ ପୂର୍ବରୁ ମିଳିପାରେ ଅନ୍ତର୍ଜାତୀୟ ବିମାନ ସେବା

ନୂଆଦିଲ୍ଲୀ,୨୪।୫: କରୋନା ପାଇଁ ବର୍ତ୍ତମାନ ସାରା ଦେଶରେ ବିମାନ ସେବା ବନ୍ଦ ରହିଛି। ଚଳିତ ମାସ ୨୫ ତାରିଖରୁ ଘରୋଇ ବଜାରରେ ବିମାନ ସେବା ପୁଣି ଥରେ…

ହଜାରେ କର୍ମଚାରୀଙ୍କୁ ଛଟେଇ କଲା ଆଇବିଏମ୍‌

ନୂଆଦିଲ୍ଲୀ,୨୪।୫: ସାରା ବିଶ୍ୱରେ କରୋନା ମହାମାରୀ କାୟାବିସ୍ତାର କରିଚାଲିଛି। ଏହି ମହାମାରୀର ପ୍ରଭାବ ସବୁ ସ୍ତରରେ ଦେଖିବାକୁ ମିଳିଛି। ଆମେରିକା ଭଳି ବିକଶିତ ରାଷ୍ଟ୍ର ଏଥିରୁ ବର୍ତ୍ତିପାରି…

ବଢୁଛି ଆମେରିକା ଅତି ଧନୀଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୨୪।୫: କରୋନା ପାଇଁ ସାରା ବିଶ୍ୱ ଏବେ ସଙ୍କଟ ସମୟ ଦେଇ ଗତି କରୁଛି। ଭୂତାଣୁକୁ ରୋକିବା ଲାଗି ବିଭିନ୍ନ ଦେଶ ଲକ୍‌ଡାଉନ ହେବା ଯୋଗୁ ଆର୍ଥତ୍କ…

ଆଉଟ୍‌ଡୋର୍‌‌ରେ ପ୍ରଥମେ ଟ୍ରେନିଂ ଆରମ୍ଭ କଲେ ଶାର୍ଦ୍ଦୁଳ

ପାଲ୍‌ଘର୍‌ (ମହାରାଷ୍ଟ୍ର), ୨୪ା୫: ପେସ୍‌ ବୋଲର ଶାର୍ଦ୍ଦୁଳ ଠାକୁର ଶନିବାର ଆଉଟ୍‌ଡୋର୍‌ ଟ୍ରେନିଂ ଆରମ୍ଭ କରିଛନ୍ତି। କରୋନାଭାଇରସ୍‌ଯୋଗୁ ଲକ୍‌ଡାଉନ୍‌ରେ ଦୁଇମାସ ଘରେ ରହିବା ପରେ ପ୍ରଥମ ଭାରତୀୟ…