କଣ୍ଟିଲୋ ପିଇଓ ନିଲମ୍ବିତ

ନୟାଗଡ଼ ଅଫିସ,୨୩ା୫: ନୟାଗଡ଼ ଜିଲା ଖଣ୍ଡପଡା ବ୍ଲକ କଣ୍ଟିଲୋ ପଞ୍ଚାୟତର ଏକ୍‌ଜିକ୍ୟୁଟିଭ ଅଫିସର (ପିଇଓ) ବିଜୟ କୁମାର ନନ୍ଦଙ୍କୁ ଜିଲାପାଳ ପୋମା ଟୁଡୁ ଗତ ୨୦ ତାରିିଖରେ…

୪ଦିନ ହେଲା ବିଦ୍ୟାଳୟରେ ମୁଣ୍ଡ ଗୁଞ୍ଜିଛନ୍ତି ପରିବାର

ପଦ୍ମପୁର, ୨୩ା୫(ଡି.ଏନ. ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପ୍ରସାଦ ପଞ୍ଚାୟତ ଦାସଡିହ ଗ୍ରାମର ଗଣେଶ ମଳିକଙ୍କ ଘର ବାତ୍ୟା ପ୍ରଭାବରେ ଭୁଶୁଡ଼ି ପଡ଼ିଛି। ମୁଣ୍ଡ ଗୁଞ୍ଜିବାକୁ…

କର୍କଟ ରୋଗରେ ପୀଡ଼ିତ କାଞ୍ଚନ: ଅର୍ଥାଭାବରୁ ହୋଇପାରୁନି ଚିକିତ୍ସା

ବିଞ୍ଝାରପୁର,୨୩ା୫(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ  ଘଣ୍ଟିଆଳି ଗ୍ରାମର ୬୩ ବର୍ଷିୟା ବୃଦ୍ଧା କାଞ୍ଚନ ଦେଈଙ୍କ ପାଇଁ ସରକାରୀ ଯୋଜନା ଅପହଞ୍ଚ ହୋଇଛି। ତାଙ୍କ ସ୍ବାମୀ ନଟବର ପ୍ରଧାନ (୭୦)…

ମରାମତି ହେଉନି ଟ୍ରାନ୍ସଫର୍ମର: ୬ ମାସ ହେଲା ଅନ୍ଧାରରେ ମଲ୍ଲାର ବସ୍ତିବାସିନ୍ଦା

ସୁକିନ୍ଦା,୨୩ା୫(ଡି.ଏନ.ଏ.)-ଦିନେ କିମ୍ବା ମାସେ ନୁହେଁ ଦୀର୍ଘ ୬ମାସ ହେବ ଅନ୍ଧାରରେ କାଳାତିପାତ କରୁଛନ୍ତି ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅଧୀନ ମୁଳଖମ୍ବ ଗ୍ରାମରେ ଥିବା ବିରଳ ଜନଜାତି…

ତେଜିଲା ଟ୍ରକ ସଂଘ ବିବାଦ, ଅଟକିଲା ଶହେରୁ ଅଧିକ ଟ୍ରକ

କେନ୍ଦୁଝର, ୨୩ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାରୁ ପାରଦୀପକୁ ଲୁହାପଥର ପରିବହନକୁ ନେଇ କେନ୍ଦୁଝର ଓ ପାରାଦୀପ ଟ୍ରକ ମାଲିକ ସଂଘ ମଧ୍ୟରେ ବିବାଦ ଗୁରୁତର ରୂପ ଧାରଣ କରିଛି।…

ଧର୍ମଶାଳାକୁ ଫେରିଲେଣି ୯୩୨ ପ୍ରବାସୀ

ଧର୍ମଶାଳା,୨୩ା୫(ଡି.ଏନ.ଏ.): ଧର୍ମଶାଳା ବ୍ଲକକୁ ଶୁକ୍ରବାର ସୁଦ୍ଧା ୯୩୨ଜଣ ପ୍ରବାସୀ ଓଡ଼ିଆ ଫେରିଥିବା ବ୍ଲକ ପକ୍ଷରୁ ସୂଚନା ମିଳିଛି। ଏମାନଙ୍କ ମଧ୍ୟରେ ୪୫ ମହିଳା ଓ ୧୮ଜଣ ଛୋଟ…

ଅମ୍ଫନ ଉଜାଡିଛି ଧାନ କ୍ଷେତ

ରେମୁଣା, ୨୩।୩(ଡି.ଏନ.ଏ.)-ବାତ୍ୟା ପ୍ରଭାବରେ ରେମୁଣା ବ୍ଲକ ତୁଣ୍ଡୁରା ପଞ୍ଚାୟତର ୩୦ଏକର ଚାଷ ଜମି ଉଜୁଡ଼ିଯାଇଛି। ଶନିବାର କୃଷି ଅଧିକାରିଣୀ କ୍ଷମାମୟୀ ଦାସ, ଆର୍‌ଆଇ ମଦନମୋହନ ଲେଙ୍କା, ସହକାରୀ…

କଚ୍ଚା ଘର ଭୁଶୁଡ଼ି ବୃଦ୍ଧ ଗୁରୁତର

କେନ୍ଦୁଝର, ୨୩ା୫(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝରଗଡ ପୌରପାଳିକା ୧୫ନମ୍ବର ୱାର୍ଡ ଅନ୍ତର୍ଗତ ମାଧପୁର କୃଷି ବିଭାଗ ଫାର୍ମ ପୋଖରୀ ନିକଟରେ ଥିବା ଏକ କଚ୍ଚା ଘର ଭୁଶୁଡି ଜଣେ ବୃଦ୍ଧ ଗୁରୁତର…

ସବୁଠୁ ତତଲା ଟିଟିଲାଗଡ

ଭୁବନେଶ୍ୱର,୨୩।୫(ବ୍ୟୁରୋ)-ରାଜ୍ୟର ୧୨ ସହରର ତାପମାତ୍ର ଶନିବାର ୪୧ ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ବଲଙ୍ଗୀର ଜିଲା ଟିଟିଲାଗଡ଼ରେ ସର୍ବାଧିକ ୪୫.୫ ଡିଗ୍ରୀ ତାପମାତ୍ର ରେକର୍ଡ…

ସୁରଟରୁ ବ୍ରହ୍ମପୁର ଷ୍ଟେଶନରେ ବିଳମ୍ବିତ ରାତିରେ ପହଞ୍ଚିବ ଆଉ ୩ ଟ୍ରେନ୍‌

ବ୍ରହ୍ମପୁର ଅଫିସ,୨୩ା୫: ସୁରଟରୁ ଶ୍ରମିକମାନଙ୍କୁ ନେଇ ବାହାରିଥିବା ୩ଟି ସ୍ବତନ୍ତ୍ର ଟ୍ରେନ ଶନିବାର ବିଳମ୍ବିତ ରାତିରେ ବ୍ରହ୍ମପୁର ଷ୍ଟେଶନରେ ପହଞ୍ଚିବ। ବିଭିନ୍ନ ଜିଲାର ଶ୍ରମିକମାନେ ଉକ୍ତ ଟ୍ରେନରେ…