ଟେଷ୍ଟ ଖେଳିବା ପାଇଁ ବୋଲରଙ୍କୁ ୨ ମାସର ପ୍ରସ୍ତୁତି ଆବଶ୍ୟକ: ଆଇସିସି

ମୁମ୍ବାଇ, ୨୩।୫: କରୋନା ଭାଇରସ୍‌ ଲକଡାଉନ୍‌ ସରିବା ପରେ ଟେଷ୍ଟ ଖେଳ ଆରମ୍ଭ କରିବା ନେଇ ବୋଲରମାନେ ଲକ୍ଷ୍ୟ ରଖିଛନ୍ତି। ତେବେ ଟେଷ୍ଟ ଖେଳିବା ପାଇଁ ବୋଲରମାନଙ୍କୁ…

ଛତ୍ରପୁର ବିଡିଓଙ୍କ ପରେ ପାତ୍ରପୁର ତହସିଲଦାରଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୨୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ଯୋଦ୍ଧାଙ୍କୁ ଅସମ୍ମାନ ଏବଂ ଦୁର୍ବ୍ୟବହାର କରାଯାଉଥିବା ଅଭିଯୋଗ ବଢ଼ିବାରେ ଲାଗିଛି। ଡାକ୍ତର, ଆଶାକର୍ମୀ, ଶିକ୍ଷକ, ମହିଳା ସଂଘ ସଦସ୍ୟ ଏପରିକି…

ବିଶ୍ୱକପ୍‌ ପରେ ଆଇପିଏଲ୍‌ ବିଶ୍ୱର ଶ୍ରେଷ୍ଠ ଟୁର୍ନାମେଣ୍ଟ: ବଟଲର

ଲଣ୍ଡନ,୨୩।୫(ପି.ଟି.): ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରମିୟର ଲିଗ୍‌ (ଆଇପିଏଲ୍‌)କୁ ଇଂଲଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋସ ବଟଲର ପ୍ରଶଂସା କରିଛନ୍ତି। ଇଂଲଣ୍ଡ କ୍ରିକେଟର ଉନ୍ନତିରେ ଆଇପିଏଲ୍‌ର ଭୂମିକା ଥିବା ସେ…

କରୋନା ସଂକ୍ରମଣ: ବ୍ରାଜିଲରେ ମୃତଦେହ ସଂସ୍କାର ପାଇଁ ସ୍ଥାନର ଅଭାବ

ବ୍ରସିଲିଆ,୨୩।୫: କରୋନା ସଂକ୍ରମଣ କ୍ଷେତ୍ରରେ ବ୍ରାଜିଲ ଏବେ ହଟ୍‌ସ୍ପଟ ପାଲଟି ଯାଇଛି। କରୋନା ସଂକ୍ରମଣ ଓ ମୃତକଙ୍କ ସଂଖ୍ୟାରେ ଏବେ ରୁଷକୁ ପଛରେ ପକାଇଛି ବ୍ରାଜିଲ। ଶୁକ୍ରବାର…

ବାସୁଦେବପୁର ବ୍ଲକର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ବିଧାୟକ

ପଦ୍ମପୁର,୨୩।୫(ଡି.ଏନ୍‌.ଏ.): ଅମ୍ଫନ୍‌ ବାତ୍ୟାରେ କ୍ଷତିଗ୍ରସ୍ତ ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ୧୬ଟି ପଞ୍ଚାୟତକୁ ବିଧାୟକ ବୁଲି ଦେଖିଛନ୍ତି। ଶନିବାର ଅପରାହ୍ନରେ ବିଧାୟକ ବିଷ୍ଣୁବ୍ରତ ରାଉତରାୟ ବିଭିନ୍ନ ପଞ୍ଚାୟତର…

ଗାଙ୍ଗୁଲି, ଶାହାଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଁ ସୁପ୍ରିମକୋର୍ଟ ଗଲା ବିସିସିଆଇ

ନୂଆଦିଲ୍ଲୀ,୨୩।୫: ସଭାପତି ସୌରଭ ଗାଙ୍ଗୁଲି ଓ ସମ୍ପାଦକ ଜୟ ଶାହାଙ୍କ କାର୍ଯ୍ୟକାଳକୁ ପୂରା ୩ ବର୍ଷକୁ ବୃଦ୍ଧି କରିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)…

ମଦ ଉପରେ ଲାଗିଲା ୫୦% ‘କୋଭିଡ ଫି’: ୬ ଘଣ୍ଟାରେ ପାଇବେ ହୋମ୍‌ ଡେଲିଭରି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାରଠାରୁ ଅନ୍‌ଲାଇନ୍‌ରେ ମଦ ମିଳିବାନେଇ ରାଜ୍ୟ ସରକାର ଶନିବାର ଅନୁମତି ଦେଇଛନ୍ତି। ଅନ୍‌ ଓ ଅଫ୍‌ ଲାଇସେନ୍ସ ପ୍ରାପ୍ତ ଦୋକାନୀ ମଦ ହୋମ୍‌ ଡେଲିଭରି କରିପାରିବେ।…

ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହେଁ: ହାଇକୋର୍ଟ

କଟକ ଅଫିସ,୨୩ା୫: ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହଁ ବୋଲି ଶନିବାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କୋରାପୁଟ ଜିଲା ପଟାଙ୍ଗୀ ଥାନା…

‘ଅମ୍ଫନ୍‌’ରେ ୧୦ ଜିଲା ପ୍ରଭାବିତ: ପ୍ରାଥମିକ ରିପୋର୍ଟରେ ଜୀବନହାନୀ ନେଇ ନାହିଁ ସୂଚନା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ କ୍ଷୟକ୍ଷତି ନେଇ ରାଜ୍ୟ ସରକାର ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ବାତ୍ୟା ‘ଅମ୍ଫନ୍‌’ରେ ରାଜ୍ୟର ୧୦ ଜିଲା ପ୍ରଭାବିତ ହୋଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ…

ରାଜ୍ୟରେ ଆଉ ୬୨ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୪୯୭

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଶନିବାର ରାଜ୍ୟରେ ଆଉ ୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍‌ ୪୯୭ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…