ଭଦ୍ରକ ଅଫିସ, ୧୬ା୪-ଭଦ୍ରକ ଜିଲା ପୁରୁଣାବଜାର ପୋଲିସ ବୁଧବାର ଧନାଟୋଲା ଅଞ୍ଚଳରୁ ୧୦ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି। ଏନେଇ ଜଣେ ବ୍ୟବସାୟୀଙ୍କୁ ଅଟକ ରଖି ପଚରାଉଚରା…
ବ୍ରହ୍ମଗିରି, ୧୬ା୪(ଡି.ଏନ.ଏ): ଚିଲିକା ପାଇଁ ବିପଦ ସାଜିଛି ମାଲେସିଆର କଣ୍ଟେନର। ଏହା ଯୋଗୁ ଚିଲିକାରେ ଆଉ ଏକ ନୂଆ ମୁହାଣ ଖୋଲିବାର ଆଶଙ୍କା କରାଯାଉଛି। ଏ ନେଇ…
କେନ୍ଦୁଝର,୧୬ା୪ (ସ୍ବ.ପ୍ର.): ଦେଶରେ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଲକ୍ ଡାଉନ ଘୋଷଣା ହୋଇଛି। ଯିଏ ଯେଉଁଠି ଅଛନ୍ତି ସେଠାରେ ରହିବା ପାଇଁ ସରକାର ଆହ୍ବାନ…
ସାକ୍ଷୀଗୋପାଳ, ୧୬ା୪(ଡି.ଏନ.ଏ): କରୋନା ଯୋଗୁ ସମସ୍ତଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ଗୋପାଳନ ଉପରେ ନିର୍ଭର କରି ପରିବାର ପ୍ରତିପୋଷଣ କରୁଥିବା ସତ୍ୟବାଦୀ ବ୍ଲକ ଓ ଆଖପାଖ…
ବନ୍ତ,୧୬।୪(ଡି.ଏନ୍.ଏ.): କରୋନା ଲକ୍ ଡାଉନ୍ ପରିପେକ୍ଷୀରେ ବୁଧବାର ଭଦ୍ରକ ଜିଲା ବନ୍ତ ଓ କେନ୍ଦୁଆପଦା ଫାଣ୍ଡି ପୋଲିସ ପକ୍ଷରୁ ଲକ୍ ଡାଉନ ଉଲଂଘନକାରୀଙ୍କ ଠାରୁ ୬ ହଜାର…
ଭୁବନେଶ୍ୱର, ୧୬ା୪: କରୋନା ଲଢେଇରେ ଆଗଧାଡ଼ିର ଯୋଦ୍ଧା ସାଜିଛନ୍ତି ରାଜ୍ୟର ହଜାର ହଜାର ସ୍ବାସ୍ଥ୍ୟକର୍ମୀ। ଡାକ୍ତରଙ୍କଠାରୁ ଆରମ୍ଭ କରି ନର୍ସ, ଆଟେଣ୍ଡାଣ୍ଟ୍ ଓ କର୍ମଚାରୀ ପ୍ରତିଦିନ ନିଜ…
ଢେଙ୍କାନାଳ ଅଫିସ, ୧୬।୪: ଢେଙ୍କାନାଳ ଜିଲାରେ ଗତ ଦୁଇଦିନ ହେଲା ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ବୁଧବାର ସହରର ତାପମାତ୍ରା ୪୦ ଛୁଇଁଛି। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ…
ଚିତ୍ରଡା,୧୬ା୪(ଡ଼ି.ଏନ୍.ଏ.)- ମହାମାରୀ କରୋନା ପାଇଁ ସାରା ବିଶ୍ୱ ଚିନ୍ତିତ ଥିବାବେଳେ କେନ୍ଦ୍ର ଓ ରାଜ୍ୟ ସରକାର ଏହାର ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ସାରା ରାଜ୍ୟ…
ଭୁବନେଶ୍ୱର,୧୬ା୪ (ବ୍ୟୁରୋ): ଆର୍ପିଏଫ୍ କନଷ୍ଟେବଳ ଶ୍ରୀଧର ବାରିକ ଓ ମମତା ଭୋଇ ଦୈନିକ ୮ରୁ ୯ଘଣ୍ଟା ପରିଶ୍ରମ କରି ୩୦୦ ମାସ୍କ ତିଆରି କରୁଛନ୍ତି। ଯାହାକୁ ବିଭିନ୍ନ…
ପିପିଲି,୧୬ା୪(ଡି.ଏନ.ଏ): ସାତଶଙ୍ଖ ଆନ୍ଧ୍ରା ବ୍ୟାଙ୍କରେ ବୁଧବାର ଅସମ୍ଭାଳ ଭିଡ଼ ଲାଗିଥିଲା। ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ନ ଥିଲା। ଉଜ୍ୱଳା ଯୋଜନାରେ ଗ୍ୟାସ ବାବଦ ଟଙ୍କା ଆସିଛି…